Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୋବାଇଲକୁ ମହଙ୍ଗା ମାଡ : ମୋବାଇଲ୍‌ ଉପରେ ଜିଏସ୍‌ଟିରେ ବୃଦ୍ଧି
ଆଜିର ଖବର

ମୋବାଇଲକୁ ମହଙ୍ଗା ମାଡ : ମୋବାଇଲ୍‌ ଉପରେ ଜିଏସ୍‌ଟିରେ ବୃଦ୍ଧି

March 14, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ : ଦେଶର ଅର୍ଥନୀତି ତଳୁଆ ରହିଥିବା ବେଳେ ପୁଣଗି ସରକାରଙ୍କ ପକ୍ଷରୁ ସାଧାରଣ ଲୋକଙ୍କ ଉପରେ ଆଉ ଏକ ଆର୍ଥିକ ବୋଝ ଲଦି ଦିଆଯାଇଛି । ମୋବାଇଲ ଦର ବୃଦ୍ଧି ନବେଇ ଶନିବାର ଘୋଷଣା କରାଯାଇଛି । ଶନିବାର ଦିନ ଜିଏସ୍‌ଟି କାଉନ୍‌ସିଲ୍‌ ପକ୍ଷରୁ ଏହି ଘୋଷଣା କରାଯାଇଛି । ପୂର୍ବରୁ ମୋବାଇଲ୍‌ ଉପରେ 12 ପ୍ରତିଶତର ଜିଏସ୍‌ଟି ଲାଗୁଥିବା ବେଳେ ଶନିବାର ମୋବାଇଲ୍‌ ଉପରେ 18 ପ୍ରତିଶତର ଜିଏସ୍‌ଟି ଲାଗୁ କରାଯିବ । ଆସନ୍ତା ଏପ୍ରିଲ୍‌ 1 ତାରିଖରୁ ଏହି ନୂତନ ଜିଏସ୍‌ଟି ବ୍ୟବସ୍ଥା ଲାଗୁ କରାଯିବ ବୋଲି ଜଣା ପଡିଛି । କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଶନିବାର ଏହି ନିଷ୍ପତ୍ତି ନିଆଯାଇଛି । (ଏଜେନ୍ସି)

gst mobile
Share. Facebook Twitter LinkedIn Email WhatsApp Copy Link

Related Posts

ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ

September 10, 2026

୩୫ ବର୍ଷର ଜମି ଜଟିଳତାର ଅନ୍ତ: କେ-୭ ପ୍ଲଟ୍‌ ନେଇ ୨ଶହରୁ ଅଧିକ ମାମଲାର ଫଇସଲା

September 10, 2026

ପଞ୍ଜାବରେ ବିଜେପିର ରାଜନୈତିକ ରଣନୀତି, ଗାଁରୁ ବିଧାନସଭା ଆସନ ଯାଏଁ ହେବ ଅଭିଯାନ

September 10, 2026

ଟାଟା ମ୍ୟାଜିକ୍‌କୁ ପିଟିଲା ଟ୍ରକ୍‌, ଘଟଣାସ୍ଥଳରେ ୬ ମୃତ

September 10, 2026
Latest News

ଓଡ଼ିଶାରେ ସ୍ଥାପନ ହେବ ଆଧୁନିକ ଚାଉଳ ଓ ମାଣ୍ଡିଆ ପ୍ରକ୍ରିୟାକରଣ କାରଖାନା

September 10, 2026

ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ

September 10, 2026

ଓରାଙ୍ଗଉଟାନ ଉଦ୍ଧାର ଘଟଣା: ସବିଶେଷ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ

September 10, 2026

୩୫ ବର୍ଷର ଜମି ଜଟିଳତାର ଅନ୍ତ: କେ-୭ ପ୍ଲଟ୍‌ ନେଇ ୨ଶହରୁ ଅଧିକ ମାମଲାର ଫଇସଲା

September 10, 2026

ପଞ୍ଜାବରେ ବିଜେପିର ରାଜନୈତିକ ରଣନୀତି, ଗାଁରୁ ବିଧାନସଭା ଆସନ ଯାଏଁ ହେବ ଅଭିଯାନ

September 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.