Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»କରୋନା ପ୍ରଭାବ : ୧୪ ଦିନରେ ୭ ଲକ୍ଷ ଛଟେଇ
ଅନ୍ତରାଷ୍ଟ୍ରୀୟ

କରୋନା ପ୍ରଭାବ : ୧୪ ଦିନରେ ୭ ଲକ୍ଷ ଛଟେଇ

April 4, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
Donald Trump
ଲାଗୁ ହେବ ନାହିଁ କି ୧୦୦ ପ୍ରତିଶତ ଶୁଳ୍କ?: ତେଲ କ୍ରୟ ଉପରେ ଭାରତକୁ ମିଳିପାରେ ରିହାତି

ନୂଆଦିଲ୍ଲୀ : କରୋନା ପ୍ରଭାବରେ ସମଗ୍ର ବିଶ୍ୱର ଅର୍ଥନୀତି ତଳୁଆ ରହିଥିବା ବେଳେ ଆମେରିକା ଏହା ଦ୍ୱାରା ସର୍ବାଧିକ କ୍ଷତିଗ୍ରସ୍ତ ହୋଇଛି । ବିଗତ ଦୁଇ ସପ୍ତାହ ମଧ୍ୟରେ ୭ ଲକ୍ଷ ଆମେରିକୀୟଙ୍କୁ ଚାକିରିରୁ ଛଟେଇ କରାଯାଇଛି । ଦୁଇ ସପ୍ତାହ ମଧ୍ୟରେ ବେକାରୀ ସମସ୍ୟା ୩.୫ରୁ ବୃଦ୍ଧି ପାଇ ୪.୪ ପ୍ରତିଶତରେ ପହଞ୍ଚିଥିବା ନେଇ ଟ୍ରମ୍ପ ସରକାରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଛଟେଇ ହୋଇଥିବା କର୍ମଚାରୀଙ୍କ ମଧ୍ୟରୁ ସର୍ବାଧିକ ବାର୍‌, ରେଷ୍ଟୁରାଣ୍ଟ ଏବଂ ରିଟେଲ୍ ସପ୍‌ରେ କାମ କରୁଥିଲେ । ଏହି ପରସ୍ଥିତି ଆହୁରି ଗମ୍ଭୀର ରୂପ ନେବା ସହିତ ଆଗାମୀ ଦିନରେ ଅଧିକ ଛଟେଇର ସମ୍ଭାବନା ରହିଛି ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି । ଏହି ଛଟେଇ ୨୦୦୯ ମାନ୍ଦାବସ୍ଥା ସମୟର ୮ ଲକ୍ଷ ଛଟେଇକୁ ଅତିକ୍ରମ କରିବ ବୋଲି ଅନୁମାନ କରାଯାଉଛି ।

covid19 trump
Share. Facebook Twitter LinkedIn Email WhatsApp Copy Link

Related Posts

ଶିଶୁ ଓ ମାତୃ ମୃତ୍ୟୁହାର ହ୍ରାସର ଶ୍ରେୟ ଅଙ୍ଗନବାଡ଼ି ଓ ଆଶା କର୍ମୀଙ୍କର: ମୁଖ୍ୟମନ୍ତ୍ରୀ

September 29, 2026

ଆସନ୍ତାକାଲି ନବନିର୍ମାଣ କୃଷକ ସଂଗଠନର ଓଡ଼ିଶା ବନ୍ଦ ଡାକରା

September 29, 2026

ଭିଜିଲାନ୍ସ ଜାଲରେ ବଡ଼ଚଣା ସହକାରୀ ଯନ୍ତ୍ରୀ ଓ ସହଯୋଗୀ: ଘରୁ ୫.୧୫ ଲକ୍ଷ ଟଙ୍କା ଜବତ

September 29, 2026

ଛେଳି ପଲ ସହ ଗାଁକୁ ଚାଲିଆସିଲା ହରିଣ ଛୁଆ

September 29, 2026
Latest News

ଶିଶୁ ଓ ମାତୃ ମୃତ୍ୟୁହାର ହ୍ରାସର ଶ୍ରେୟ ଅଙ୍ଗନବାଡ଼ି ଓ ଆଶା କର୍ମୀଙ୍କର: ମୁଖ୍ୟମନ୍ତ୍ରୀ

September 29, 2026

ଆସନ୍ତାକାଲି ନବନିର୍ମାଣ କୃଷକ ସଂଗଠନର ଓଡ଼ିଶା ବନ୍ଦ ଡାକରା

September 29, 2026

ଭିଜିଲାନ୍ସ ଜାଲରେ ବଡ଼ଚଣା ସହକାରୀ ଯନ୍ତ୍ରୀ ଓ ସହଯୋଗୀ: ଘରୁ ୫.୧୫ ଲକ୍ଷ ଟଙ୍କା ଜବତ

September 29, 2026

ଶ୍ରୀବିଗ୍ରହ ମାନଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ

September 29, 2026

ଛେଳି ପଲ ସହ ଗାଁକୁ ଚାଲିଆସିଲା ହରିଣ ଛୁଆ

September 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.