Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜୁଲାଇ 2021 ପର୍ଯ୍ୟନ୍ତ ମିଳିବନି ବର୍ଦ୍ଧିତ ମହଙ୍ଗା ଭତ୍ତା
ଆଜିର ଖବର

ଜୁଲାଇ 2021 ପର୍ଯ୍ୟନ୍ତ ମିଳିବନି ବର୍ଦ୍ଧିତ ମହଙ୍ଗା ଭତ୍ତା

April 23, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
NEW DELHI, SEP 18 (UNI):-Union Finance Minister Nirmala Sitharaman along with Union minister for Information and Broadcasting Prakash Javadekar briefing newsmen about the cabinet decision,in New Delhi on Wednesday. UNI PHOTO-JA6U

ନୂଆଦିଲ୍ଲୀ : କରୋନା ମୁକାବିଲା କାରଣରୁ ଦେଖାଦେଇଥିବା ଆର୍ଥିକ ସଙ୍କଟର ମୁକାବିଲା ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଏକ ବଡ ଘୋଷଣା କରାଯାଇଛି । ଆସନ୍ତା ଜାନୁୟାରୀ 1,2020 ଠାରୁ ଜୁଲାଇ 2021 ପର୍ଯ୍ୟନ୍ତ କର୍ମଚାରୀଙ୍କୁ ବର୍ଦ୍ଧିତ ମହଙ୍ଗା ଭତ୍ତା ପ୍ରଦାନ କରାଯିବ ନାହିଁ । କେନ୍ଦ୍ର ସରକାରଙ୍କ ସମସ୍ତ କର୍ମଚାରୀ ଏବଂ ପେନ୍‌ସନ୍‌ ଧାରୀଙ୍କ ନିମନ୍ତେ ଏହି ନିୟମ ଲାଗୁ କରାଯିବ । ତେବେ ପୂର୍ବ ପ୍ରଦତ୍ତ ମହଙ୍ଗା ଭତ୍ତା କର୍ମଚାରୀଙ୍କୁ ପ୍ରଦାନ କରାଯିବ ବୋଲି ଅର୍ଥ ମନ୍ତ୍ରାଳୟ ପକ୍ଷରୁ ଘୋଷଣା କରାଯାଇଛି । ଉଲ୍ଲେଖଯୋଗ୍ୟ ଯେ, କେନ୍ଦ୍ର ସରକାରଙ୍କ ପକ୍ଷରୁ ଗତ ମାସରେ 4 ପ୍ରତିଶତର ମହଙ୍ଗା ଭତ୍ତା ଘୋଷଣା କରାଯାଇଥିଲା । କେନ୍ଦ୍ର ସରକାରଙ୍କ ଏହି ପଦକ୍ଷେପ ଦ୍ବାରା ପ୍ରାୟ 27 ହଜାର କୋଟିର ଅର୍ଥ ସଞ୍ଚୟ କରାଯିବ । (ଏଜେନ୍ସି)

covid19 da TopNews
Share. Facebook Twitter LinkedIn Email WhatsApp Copy Link

Related Posts

ଅଧା ହେଲା ପିଏମଙ୍କ କାରକେଡ ଗାଡି ସଂଖ୍ୟା

May 13, 2026

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026
Latest News

ଅଧା ହେଲା ପିଏମଙ୍କ କାରକେଡ ଗାଡି ସଂଖ୍ୟା

May 13, 2026

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026

ପ୍ରଥମ ୧୦ ଦିନରେ ଜାମ୍ମୁ-ଶ୍ରୀନଗର ବନ୍ଦେ ଭାରତ ଏକ୍ସପ୍ରେସ୍‌ରେ ଯାତ୍ରା କଲେ ପ୍ରାୟ ୪୫,୦୦୦ ଯାତ୍ରୀ

May 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.