Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆରବିଆଇର ବଡ ଘୋଷଣା : ମ୍ୟୁଚୁଆଲ୍‌ ଫଣ୍ଡ ନିମନ୍ତେ 50 ହଜାର କୋଟିର ଘୋଷଣା
ଆଜିର ଖବର

ଆରବିଆଇର ବଡ ଘୋଷଣା : ମ୍ୟୁଚୁଆଲ୍‌ ଫଣ୍ଡ ନିମନ୍ତେ 50 ହଜାର କୋଟିର ଘୋଷଣା

April 27, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ : ଆଜି ଆରବିଆଇ ପକ୍ଷରୁ ଏକ ବଡ ଘୋଷଣା କରାଯାଇଛି । ଅର୍ଥନୈତିକ ମାନ୍ଦାବସ୍ଥାକୁ ଦୂର କରିବା ପାଇଁ ଆରବିଆଇ ପକ୍ଷରୁ 50 ହଜାର କୋଟିର ସ୍ବତନ୍ତ୍ର ଅର୍ଥରାଶି ଘୋଷଣା କରାଯାଇଛି । 50 ହଜାର କୋଟି ଟଙ୍କାର ଏହି ସ୍ବତନ୍ତ୍ର ଫଣ୍ଡ ସମ୍ପର୍କରେ ଘୋଷଣା କରାଯାଇଥିବା ବେଳେ 90 ଦିନ ମଧ୍ୟରେ ସମସ୍ତ ବ୍ୟାଙ୍କରେ ଏହି ଅର୍ଥରାଶି ନିମନ୍ତେ ଆବେଦନ କରିପାରିବେ । ସୋମବାରରୁ ଶୁକ୍ରବାର ଛୁଟିଦିନ ବ୍ୟତିରେକ ଏହି ଅର୍ଥରାଶି ନିମନ୍ତେ ଆବେଦନ କରାଯାଇପାରିବ ବୋଲି ଆରବିଆଇ ପକ୍ଷରୁ ଘୋଷଣା କରାଯାଇଛି । ମ୍ୟୁଚୁଆଲ ଫଣ୍ଡ କମ୍ପାନୀ ଫ୍ରାଙ୍କ୍‌ଲିନ୍ ଟେମ୍ପଲ୍‌ଟନ୍ ବିଗତ ସପ୍ତାହରେ ନିଜର 6ଟି ଫଣ୍ଡକୁ ବନ୍ଦ କରିବାକୁ ନିଷ୍ପତ୍ତି ନେବା ପରେ ଆରବିଆଇ ପକ୍ଷରୁ ଏହି ଘୋଷଣା କରାଯାଇଛି । (ଏଜେନ୍ସି)

Lockdown rbi Top News
Share. Facebook Twitter LinkedIn Email WhatsApp Copy Link

Related Posts

ରାଜଧାନୀ ଏକ୍ସପ୍ରେସରେ ଚଢାଉ: ଜବତ ହେଲା ମିଆଦ ଶେଷ ହୋଇଥିବା ପୋହା ଏବଂ ଉପମା

August 26, 2026

ବର୍ଷା ଦିନେ ଏହି ପନିପରିବା ଖାଇବା ଠାରୁ ଦୂରେଇ ରୁହନ୍ତୁ, ହୋଇପାରେ କ୍ଷତି

August 26, 2026

ଜସପ୍ରିତ ବୁମରାହଙ୍କ ରାଜତ୍ୱ ଶେଷ: ଏବେ ଏହି ଖେଳାଳି ହେଲେ ନମ୍ବର-୧ ଟେଷ୍ଟ ବୋଲର

August 26, 2026

ସରକାରଙ୍କୁ CJP ର ଚେତାବନୀ: ସେପ୍ଟେମ୍ବର ୫ରେ ଶାନ୍ତିପୂର୍ଣ୍ଣ ଶୋଭାଯାତ୍ରା

August 26, 2026
Latest News

ରାଜଧାନୀ ଏକ୍ସପ୍ରେସରେ ଚଢାଉ: ଜବତ ହେଲା ମିଆଦ ଶେଷ ହୋଇଥିବା ପୋହା ଏବଂ ଉପମା

August 26, 2026

ବର୍ଷା ଦିନେ ଏହି ପନିପରିବା ଖାଇବା ଠାରୁ ଦୂରେଇ ରୁହନ୍ତୁ, ହୋଇପାରେ କ୍ଷତି

August 26, 2026

ଜସପ୍ରିତ ବୁମରାହଙ୍କ ରାଜତ୍ୱ ଶେଷ: ଏବେ ଏହି ଖେଳାଳି ହେଲେ ନମ୍ବର-୧ ଟେଷ୍ଟ ବୋଲର

August 26, 2026

ସରକାରଙ୍କୁ CJP ର ଚେତାବନୀ: ସେପ୍ଟେମ୍ବର ୫ରେ ଶାନ୍ତିପୂର୍ଣ୍ଣ ଶୋଭାଯାତ୍ରା

August 26, 2026

ଏସୀୟ କ୍ରୀଡ଼ା ପାଇଁ କ୍ରିକେଟ୍ ସୂଚୀ ଜାରି: ଜାଣନ୍ତୁ କେବେ ଖେଳିବ ଟିମ୍ ଇଣ୍ଡିଆ?

August 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.