Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପଳାତକଙ୍କ ଋଣ ଛାଡ କରାଯିବା ଅନୁଚିତ : ଚିଦାମ୍ବରମ
ଆଜିର ଖବର

ପଳାତକଙ୍କ ଋଣ ଛାଡ କରାଯିବା ଅନୁଚିତ : ଚିଦାମ୍ବରମ

April 29, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଆରବିଆଇର ଋଣ ଛାଡ ପଲିସିକୁ ସମାଲୋଚନା କରିଛନ୍ତି ପୂର୍ବତନ ଅର୍ଥମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ପି ଚିଦାମ୍ବରମ । ଯେଉଁ ବ୍ୟବସାୟୀ ଦେଶ ଛାଡି ପଳାୟନ କରିଛନ୍ତି ତାଙ୍କର ଋଣଛାଡ କରାଯିବା ଅନୁଚିତ୍‌ ବୋଲି ଚିଦାମ୍ବରମ୍‌ ମତ ଦେଇଛନ୍ତି । ମେହୁଲ୍‌ ଚୋକ୍‌ସୀ ଏବଂ ନୀରବ ମୋଦୀଙ୍କ ପରି ପଳାତକଙ୍କ ଋଣଛାଡ କାରଣରୁ ଚିଦାମ୍ବରମ ଏହି ମନ୍ତବ୍ୟ ଦେଇଛନ୍ତି । ଋଣ ଛାଡ ମାମଲାରେ କଂଗ୍ରେସ ଏବଂ ବିଜେପି ପରସ୍ପର ପ୍ରତି କାଦୁଅ ଫିଙ୍ଗିବାରେ ବ୍ୟସ୍ତ ରହିଛନ୍ତି । ନିର୍ମଳା ସୀତାରମଣ କଂଗ୍ରେସକୁ ଦୋଷ ଦେଇଥିବା ବେଳେ ଚିଦାମ୍ବରମ ସରକାରଙ୍କ ଅପାରଗତା ବୋଲି ଦର୍ଶାଇଛନ୍ତି । ଏନେଇ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ସଂସଦରେ ପ୍ରଶ୍ନ କରିଥିଲେ ମଧ୍ୟ ଏହାର ଉତ୍ତର ମିଳିନଥିଲା ମାତ୍ର ବର୍ତ୍ତମାନ ଆରଟିଆଇ ମାଧ୍ୟମରେ ଏହି ଉତ୍ତର ମିଳିଛି ବୋଲି ଚିଦାମ୍ବରମ ପ୍ରକାଶ କରିଛନ୍ତି । (ଏଜେନ୍ସି)

pchidambaram
Share. Facebook Twitter LinkedIn Email WhatsApp Copy Link

Related Posts

ଚ଼ିଲିକା ପୁସ୍ତକ ମେଳାର ଉଦଯାପନୀ ଉତ୍ସବ: ଯୋଗଦେଲେ ଆଇନ ମନ୍ତ୍ରୀ, ଗଣଶିକ୍ଷା ମନ୍ତ୍ରୀ

April 28, 2026

ବସ୍ ଟ୍ରକ ମୁହାଁମୁହିଁ ଧକ୍କା : ୨ ମୃତ

April 28, 2026

କେନ୍ଦୁଝର ପାଟଣା ବ୍ୟାଙ୍କକୁ ଶବ ନେବା ଘଟଣା: ମୁଖମନ୍ତ୍ରୀଙ୍କ RDC ତଦନ୍ତ ନିର୍ଦ୍ଦେଶ

April 28, 2026

ପିଲା ଚୋର ସନ୍ଦେହରେ ନିସ୍ତୁକ ମାଡ଼

April 28, 2026
Latest News

ଚ଼ିଲିକା ପୁସ୍ତକ ମେଳାର ଉଦଯାପନୀ ଉତ୍ସବ: ଯୋଗଦେଲେ ଆଇନ ମନ୍ତ୍ରୀ, ଗଣଶିକ୍ଷା ମନ୍ତ୍ରୀ

April 28, 2026

ବସ୍ ଟ୍ରକ ମୁହାଁମୁହିଁ ଧକ୍କା : ୨ ମୃତ

April 28, 2026

କେନ୍ଦୁଝର ପାଟଣା ବ୍ୟାଙ୍କକୁ ଶବ ନେବା ଘଟଣା: ମୁଖମନ୍ତ୍ରୀଙ୍କ RDC ତଦନ୍ତ ନିର୍ଦ୍ଦେଶ

April 28, 2026

ପିଲା ଚୋର ସନ୍ଦେହରେ ନିସ୍ତୁକ ମାଡ଼

April 28, 2026

ଆୟୁର୍ବେଦ, ହୋମିଓପାଥିକ ଚୁକ୍ତିଭିତ୍ତିକ ଶିକ୍ଷକଙ୍କ ଦରମା ବୃଦ୍ଧି

April 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.