Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସେନସେକ୍ସରେ 1000 ପଏଣ୍ଟର ଅଭିବୃଦ୍ଧି : 9800 ଅତିକ୍ରମ କଲା ନିଫ୍‌ଟୀ
ଆଜିର ଖବର

ସେନସେକ୍ସରେ 1000 ପଏଣ୍ଟର ଅଭିବୃଦ୍ଧି : 9800 ଅତିକ୍ରମ କଲା ନିଫ୍‌ଟୀ

April 30, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ : କରୋନା ପ୍ରଭାବରେ ବିଶ୍ବର ଅର୍ଥନୀତି ତଳୁଆ ରହିଥିବା ବେଳେ ଗୁରୁବାର ଭାରତୀୟ ସେୟାର ବଜାର ଉପରକୁ ଉଠିଛି । ଗୁରୁବାର ସେନ୍‌ସେକ୍ସ 1000 ପଏଣ୍ଟ ଉପରକୁ ଉଠିଥିବା ବେଳେ ନିଫ୍‌ଟୀରେ ମଧ୍ୟ ଅଭିବୃଦ୍ଧି ଘଟିଛି । ସେନ୍‌ସେକ୍ସରେ 3.09 ପ୍ରତିଶତର ଅଭିବୃଦ୍ଧି ଘଟିବା ସହିତ 1011.38 ପଏଣ୍ଟ ବୃଦ୍ଧି ଘଟି 33778.34 ପଏଣ୍ଟରେ ପହଞ୍ଚିଛି । ସେହିପରି ନିଫ୍‌ଟୀରେ ମଧ୍ୟ 301.20 ପଏଣ୍ଟର ଅଭିବୃଦ୍ଧି ଘଟିଥିବା ବେଳେ ଏହା 9854.55 ପଏଣ୍ଟରେ ପହଞ୍ଚିଛି । ଆମେରିକୀୟ ବୈଜ୍ଞାନିକଙ୍କମ ପକ୍ଷରୁ କରୋନା ଔଷଧର ଟ୍ରାଏଲ୍‌ ଖବର ଆସିବା ପରେ ଏସିଆନ୍‌ ଟ୍ରେଡିଂ ପ୍ରଥମ ଥର ପାଇଁ ଗ୍ରୀନ୍‌ରେ ଶେଷ ହୋଇଛି । (ଏଜେନ୍ସି)

covid19 nifty sensex
Share. Facebook Twitter LinkedIn Email WhatsApp Copy Link

Related Posts

ରେଳଭଡାରେ କୌଣସି ବ୍ୟବସାୟିକ ଗୋପନୀୟତା ନାହିଁ: ଅଶ୍ୱିନୀ ବୈଷ୍ଣବ

March 12, 2026

ତିରୁଚିରାପଲ୍ଲିରେ ବହୁବିଧ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

March 12, 2026

ଦୃଢ଼ ଡିଜିଟାଲ ଭିତ୍ତିଭୂମି ଦ୍ୱାରା ଡିଜିଟାଲ ଅନ୍ତର୍ଭୁକ୍ତିକୁ ଆଗେଇ ନେଉଛି ଡିଜିଟାଲ ଇଣ୍ଡିଆ: ଅଶ୍ୱିନୀ ବୈଷ୍ଣବ

March 12, 2026

କେନ୍ଦ୍ର ବୟନଶିଳ୍ପ ମନ୍ତ୍ରୀଙ୍କ ଦ୍ୱାରା ‘ଭାରତ ଟେକ୍ସ ୨୦୨୬’ ଶୁଭାରମ୍ଭ

March 12, 2026
Latest News

ରେଳଭଡାରେ କୌଣସି ବ୍ୟବସାୟିକ ଗୋପନୀୟତା ନାହିଁ: ଅଶ୍ୱିନୀ ବୈଷ୍ଣବ

March 12, 2026

ତିରୁଚିରାପଲ୍ଲିରେ ବହୁବିଧ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

March 12, 2026

ଦୃଢ଼ ଡିଜିଟାଲ ଭିତ୍ତିଭୂମି ଦ୍ୱାରା ଡିଜିଟାଲ ଅନ୍ତର୍ଭୁକ୍ତିକୁ ଆଗେଇ ନେଉଛି ଡିଜିଟାଲ ଇଣ୍ଡିଆ: ଅଶ୍ୱିନୀ ବୈଷ୍ଣବ

March 12, 2026

କେନ୍ଦ୍ର ବୟନଶିଳ୍ପ ମନ୍ତ୍ରୀଙ୍କ ଦ୍ୱାରା ‘ଭାରତ ଟେକ୍ସ ୨୦୨୬’ ଶୁଭାରମ୍ଭ

March 12, 2026

ଏର୍ଣ୍ଣାକୁଲମ୍‌ରେ ୧୧ ହଜାର କୋଟିର ବିକାଶ ପ୍ରକଳ୍ପର ଉଦଘାଟନ ଓ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.