Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»411 କୋଟି ନେଇ ବିଦେଶ ପଳାଇବା ପରେ ଏସ୍‌ବିଆଇର ନିଦ ଭାଙ୍ଗିଲା : ସିବିଆଇ ନିକଟରେ ଅଭିଯୋଗ
ଅପରାଧ

411 କୋଟି ନେଇ ବିଦେଶ ପଳାଇବା ପରେ ଏସ୍‌ବିଆଇର ନିଦ ଭାଙ୍ଗିଲା : ସିବିଆଇ ନିକଟରେ ଅଭିଯୋଗ

May 9, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ : ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ ପକ୍ଷରୁ 411 କୋଟିର ଋଣ ଠକେଇ ନେଇ ସିବିଆଇ ନିକଟରେ ଅଭିଯୋଗ କରାଯାଇଛି । ଅଭିଯୁକ୍ତ 411 କୋଟିର ଅର୍ଥରାଶି ସହିତ ଦେଶରୁ ଚମ୍ପଟ ମାରିବା ପରେ ସିବିଆଇ ନିକଟରେ ଅଭିଯୋଗ କରିଛି ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ । ଏସ୍‌ବିଆଇ ଏବଂ ଅନ୍ୟାନ୍ୟ 6 ବ୍ୟାଙ୍କ ଠାରୁ ଋଣ ନେଇଥିବା ରାମ ଦେବ ଇଣ୍ଟରନ୍ୟାସନାଲର ପ୍ରମୋଟର ମାନେ ଦେଶ ଛାଡି ପଳାୟନ କରିଛନ୍ତି । କମ୍ପାନୀର ତିନି ପ୍ରମୋଟର ନରେଶ କୁମାର, ସୁରେଶ କୁମାର ଏବଂ ସଙ୍ଗୀତା ଦେଶଛାଡି ପଳାୟନ କରିଛନ୍ତି । ରାମଦେବ ଇଣ୍ଟରନ୍ୟାସନାଲ୍‌ର ତିନୋଟି ଚାଉଳ ମିଲ୍‌ ଏବଂ 8ଟି ସର୍ଟିଙ୍ଗ ଏବଂ ଗ୍ରେଡିଙ୍ଗ ୟୁନିଟ୍‌ ରହିଥିବା ଜଣାପଡିଛି । ବ୍ୟାଙ୍କ ଗୁଡିକ ପକ୍ଷରୁ ଅଭିଯୋଗ କରାଯାଇଥିଲେ ମଧ୍ୟ ଲକ୍‌ଡାଉନ୍‌ କାରଣରୁ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇନାହିଁ । (ଏଜେନ୍ସି)

cbi SBI
Share. Facebook Twitter LinkedIn Email WhatsApp Copy Link

Related Posts

ପୁର୍ବ ଶତ୍ରୁତାକୁ ନେଇ ଯୁବକଙ୍କୁ ନିର୍ମମ ହତ୍ୟା

April 15, 2026

ରାଘବ ଚଢାଙ୍କୁ ମିଳିବ Z ସିକ୍ୟୁରିଟି!: ସୁରକ୍ଷା ପ୍ରତ୍ୟାହାର କରିଥିଲେ ପଞ୍ଜାବର AAP ସରକାର

April 15, 2026

ଆଜି  ପ୍ରକାଶ ପାଇବ CBSE ର ଦଶମ ପରୀକ୍ଷା ଫଳ!: ଯାଞ୍ଚ କରନ୍ତୁ ଫଳାଫଳ

April 15, 2026

ରାସଗୋବିନ୍ଦପୁରରେ ଛାତ୍ରୀ ମୃତ୍ୟୁ ମାମଲା: କେନ୍ଦ୍ରାଞ୍ଚଳ RDC ତଦନ୍ତ ନିର୍ଦ୍ଦେଶ

April 15, 2026
Latest News

ପୁର୍ବ ଶତ୍ରୁତାକୁ ନେଇ ଯୁବକଙ୍କୁ ନିର୍ମମ ହତ୍ୟା

April 15, 2026

ରାଘବ ଚଢାଙ୍କୁ ମିଳିବ Z ସିକ୍ୟୁରିଟି!: ସୁରକ୍ଷା ପ୍ରତ୍ୟାହାର କରିଥିଲେ ପଞ୍ଜାବର AAP ସରକାର

April 15, 2026

ଆଜି  ପ୍ରକାଶ ପାଇବ CBSE ର ଦଶମ ପରୀକ୍ଷା ଫଳ!: ଯାଞ୍ଚ କରନ୍ତୁ ଫଳାଫଳ

April 15, 2026

ବିହାରର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଲେ ସମ୍ରାଟ ଚୌଧୁରୀ: ଜେଡିୟୁରୁ ଦୁଇ ଉପମୁଖ୍ୟମନ୍ତ୍ରୀ

April 15, 2026

ରାସଗୋବିନ୍ଦପୁରରେ ଛାତ୍ରୀ ମୃତ୍ୟୁ ମାମଲା: କେନ୍ଦ୍ରାଞ୍ଚଳ RDC ତଦନ୍ତ ନିର୍ଦ୍ଦେଶ

April 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.