Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ଅପରାହ୍ନରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ 20 ଲକ୍ଷ କୋଟି ଟଙ୍କା ଖର୍ଚ୍ଚର ରାସ୍ତା ଦେଖାଇବେ
ଆଜିର ଖବର

ଆଜି ଅପରାହ୍ନରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ 20 ଲକ୍ଷ କୋଟି ଟଙ୍କା ଖର୍ଚ୍ଚର ରାସ୍ତା ଦେଖାଇବେ

May 13, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
Finance Minister Smt. @nsitharaman will address a Press Conference today, 13th May 2020, at 4 PM in New Delhi.

ନୂଆଦିଲ୍ଲୀ, ଆଜି ଅପରାହ୍ନରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଏକ ସାମ୍ବାଦିକ ସମ୍ମିଳନୀ ଡାକିଛନ୍ତି। ଏହି ସମ୍ମିଳନୀରେ ସେ ଘୋଷଣା ହୋଇଥିବା 20 ଲକ୍ଷ କୋଟି ଟଙ୍କା କିପରି ଖର୍ଛ ହେବ ତାହା ଅବଗତ କରାଇବେ। ଗତକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ସମ୍ବୋଧୀତ କରିବା ବେଳେ 20 ଲକ୍ଷ କୋଟି ଟଙ୍କାର ପ୍ୟାକେଜ ଘୋଷଣା କରିଥିଲେ। ସେତେବେଳେ ସେ କହିଥିଲେ ଯେ, ଏହାର ବିସ୍ତୁତ ବିବରଣୀ ଅର୍ଥମନ୍ତ୍ରଣାଳୟ ଦେବ। ସେହି ଅନୁସାରେ ନିର୍ମଳା ଆଜି ଅପରାହ୍ନ 4ଟା ବେଳେ ଏହି ସାମ୍ବାଦିକ ସମ୍ମିଳନୀ ଡାକିଛନ୍ତି।

କୋଭିଡ19 ଯୋଗୁଁ ବର୍ତ୍ତମାନ ଦେଶର ଅର୍ଥନୀତି ସଂପୂର୍ଣ୍ଣ ଭୁଷୁଡି ପଡିଛି। ବିଭିନ୍ନ କଳକାରଖାନାରୁ ଛଟେଇ ଆରମ୍ଭ ହୋଇଯାଇଛି। ଏହା ଦିନକୁ ଦିନ ବିସ୍ପୋରକ ରୂପ ନେବାର ସମ୍ଭାବନା ରହିଛି। ସେଥିପାଇଁ କେନ୍ଦ୍ର ସରକାର ଏହି ବଡ ପ୍ୟାକେଜ ଘୋଷଣା କରିଛନ୍ତି। ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ମୁଖ୍ୟମନ୍ତ୍ରୀମାନଙ୍କ ସହିତ ହୋଇଥିବା ଭିଡିଓ ସମ୍ମିଳନୀରେ ମଧ୍ୟ ଏହି ଦାବୀ ଉଠିଥିଲା। କେତେକ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ରାଜ୍ୟକୁ ଆର୍ଥିକ ପ୍ରୋତ୍ସାହନ ଯୋଗାଇ ଦିଆଯାଉ ବୋଲି ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ।

finance minister sitaraman ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
Share. Facebook Twitter LinkedIn Email WhatsApp Copy Link

Related Posts

Odisha Tourism Budget: ଭୁବନେଶ୍ବରରେ 800 କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ଅତ୍ୟାଧୁନିକ ସଂଗ୍ରହାଳୟ

February 20, 2026

ବଜେଟରେ ନୂଆ ଯୋଜନା, କଲେଜ ପଢା ସରିବା ପରେ ଏଣିକି ଝିଅମାନଙ୍କୁ ମିଳିବ ଲକ୍ଷେ ଟଙ୍କା

February 20, 2026

ବଜେଟକୁ ନେଇ ନବୀନ କହିଲେ- Full Menu in Empty Kitchen

February 20, 2026

ଆସନ୍ତା ରବିବାର ସନ୍ଧ୍ୟା ୬:୩୦ରୁ ଜୀ ସାର୍ଥକରେ ଓଡିଆ ଚଳଚ୍ଚିତ୍ର “ଇନ୍ସପେକ୍ଟର ସନା” 

February 20, 2026
Latest News

Odisha Tourism Budget: ଭୁବନେଶ୍ବରରେ 800 କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ଅତ୍ୟାଧୁନିକ ସଂଗ୍ରହାଳୟ

February 20, 2026

ବଜେଟରେ ନୂଆ ଯୋଜନା, କଲେଜ ପଢା ସରିବା ପରେ ଏଣିକି ଝିଅମାନଙ୍କୁ ମିଳିବ ଲକ୍ଷେ ଟଙ୍କା

February 20, 2026

Odisha Budget 2026: ଓଡିଶା ବଜେଟ 2026, ଜାଣନ୍ତୁ କେଉଁ ବିଭାଗକୁ ମିଳିଲା କେତେ ??

February 20, 2026

ବଜେଟକୁ ନେଇ ନବୀନ କହିଲେ- Full Menu in Empty Kitchen

February 20, 2026

ଓଡିଶା ବଜେଟ ଉପସ୍ଥାପନା କଲେ ମୁଖ୍ୟମନ୍ତ୍ରୀ, ଏଥର ୩ ଲକ୍ଷ ୧୦ ହଜାର କୋଟି ଟଙ୍କା

February 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.