Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଟିକେଟ୍‌ ବିକ୍ରି ଆରମ୍ଭ କଲା ରେଳବାଇ : ଦୁଇ ଘଣ୍ଟାରେ 1 ଲକ୍ଷ 49 ହଜାର ଟିକଟ୍‌ ବିକ୍ରି
ଆଜିର ଖବର

ଟିକେଟ୍‌ ବିକ୍ରି ଆରମ୍ଭ କଲା ରେଳବାଇ : ଦୁଇ ଘଣ୍ଟାରେ 1 ଲକ୍ଷ 49 ହଜାର ଟିକଟ୍‌ ବିକ୍ରି

May 21, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
Indian Railways
ଜନ ବିଶ୍ୱାସ ଅଧିନିୟମ ଅନ୍ତର୍ଗତ ରେଳବାଇ ଅଧିନିୟମ, ୧୯୮୯ ର ବିଭିନ୍ନ ଧାରାରେ ସଂଶୋଧନ

ନୂଆଦିଲ୍ଲୀ : ଆସନ୍ତା ଜୁନ୍‌ 1 ତାରିଖରୁ ଟ୍ରେନ୍‌ ଚଳାଯିବାର ନିଷ୍ପତ୍ତି ନିଆଯାଇଥିବା ବେଳେ ଆଜିଠାରୁ ଟିକେଟ୍‌ ବିକ୍ରି ଆରମ୍ଭ ହୋଇଛି । ତେବେ ଟିକେଟ୍‌ ବିକ୍ରି ଆରମ୍ଭ ହେବାର ମାତ୍ର ଦୁଇ ଘଣ୍ଟା ମଧ୍ୟରେ1 ଲକ୍ଷ 49 ହଜାର ଟିକେଟ୍‌ ବିକ୍ରି ହୋଇଛି । ଗୁରୁବାର ଦିନ 10ଟାରେ ଟିକେଟ ବିକ୍ରି ଆରମ୍ଭ ହେବା ପରଠାରୁ ଦୁଇଘଣ୍ଟା ମଧ୍ୟରେ 1 ଲକ୍ଷ 49 ହଜାର 25ଟି ଟିକେଟ୍‌ ବିକ୍ରି ହୋଇଥିବା ନେଇ ଆଇଆରସିଟିସି ପକ୍ଷରୁ ଟ୍ବିଟ କରାଯାଇଛି । ସମୁଦାୟ 73ଟି ପାସେଞ୍ଜର ଟ୍ରେନ୍‌ ପାଇଁ ଏହି ଟିକେଟ୍‌ ବିକ୍ରି କରାଯାଇଥିବା ଜଣାପଡିଛି । ଉଲ୍ଲେଖଯୋଗ୍ୟ ଯେ, ଜୁନ୍‌ 1 ପରଠାରୁ ଦୈନିକ 200 ଯାତ୍ରୀବାହୀ ଟ୍ରେନ୍‌ ଚଲେଇବା ପାଇଁ ରେଳବାଇ ଘୋଷଣା କରିଥିଲା । (ଏଜେନ୍ସି)

IRCTC
Share. Facebook Twitter LinkedIn Email WhatsApp Copy Link

Related Posts

ହୁଥି ବିଦ୍ରୋହୀଙ୍କ ଆକ୍ରମଣ: ଲାଲ ସାଗରରେ ବୁଡ଼ିଗଲା ଭାରତୀୟ ଜାହାଜ 

August 4, 2026

କ୍ରାଇମବ୍ରାଞ୍ଚରେ ଆତ୍ମସମର୍ପଣ କଲେ ଶରଣକୁଳ ଥାନାର ନିଲମ୍ବିତ ଇନ୍ସପେକ୍ଟର

August 4, 2026

ଜନ୍ମ–ମୃତ୍ୟୁ ପଞ୍ଜୀକରଣର ନିୟମ ବଦଳିଲା : ସଂଶୋଧନ ବିଲ୍‌କୁ ରାଜ୍ୟସଭାର ମଞ୍ଜୁରୀ

August 4, 2026

ରାଷ୍ଟ୍ରପତିଙ୍କୁ ଓଡ଼ିଶାର ହସ୍ତତନ୍ତ ଓ ହସ୍ତଶିଳ୍ପର କଳାକୃତି ଉପହାର ପ୍ରଦାନ କଲେ ରାଜ୍ୟପାଳ

August 4, 2026
Latest News

ହୁଥି ବିଦ୍ରୋହୀଙ୍କ ଆକ୍ରମଣ: ଲାଲ ସାଗରରେ ବୁଡ଼ିଗଲା ଭାରତୀୟ ଜାହାଜ 

August 4, 2026

କ୍ରାଇମବ୍ରାଞ୍ଚରେ ଆତ୍ମସମର୍ପଣ କଲେ ଶରଣକୁଳ ଥାନାର ନିଲମ୍ବିତ ଇନ୍ସପେକ୍ଟର

August 4, 2026

ଜନ୍ମ–ମୃତ୍ୟୁ ପଞ୍ଜୀକରଣର ନିୟମ ବଦଳିଲା : ସଂଶୋଧନ ବିଲ୍‌କୁ ରାଜ୍ୟସଭାର ମଞ୍ଜୁରୀ

August 4, 2026

ରାଷ୍ଟ୍ରପତିଙ୍କୁ ଓଡ଼ିଶାର ହସ୍ତତନ୍ତ ଓ ହସ୍ତଶିଳ୍ପର କଳାକୃତି ଉପହାର ପ୍ରଦାନ କଲେ ରାଜ୍ୟପାଳ

August 4, 2026

BYD EV ଉପରେ ବଡ଼ ଅଫର ଉପଲବ୍ଧ: କମ ହେଲା EMI

August 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.