Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମଦର ହୋମ୍‌ ଡେଲିଭରୀ ଆରମ୍ଭ : ଜାଣନ୍ତୁ କେଉଁ ସହରରରେ ସେବା ଆରମ୍ଭ କଲା ସ୍ବିଗି
ଆଜିର ଖବର

ମଦର ହୋମ୍‌ ଡେଲିଭରୀ ଆରମ୍ଭ : ଜାଣନ୍ତୁ କେଉଁ ସହରରରେ ସେବା ଆରମ୍ଭ କଲା ସ୍ବିଗି

May 21, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରାଞ୍ଚି : ଏଣିକି ମଦରେ ହେବ ହୋମ୍‌ ଡେଲିଭରୀ । ମଦ ଦୋକାନ ସମ୍ମୁଖରେ ଭିଡ ହଟାଇବା ପାଇଁ ପଦକ୍ଷେପ ଗ୍ରହଣ କରିଛନ୍ତି ଝାରଖଣ୍ଡ ସରକାର । ଝାରଖଣ୍ଡରେ ମଦର ହୋମ୍‌ ଡେଲିଭରୀ ଆରମ୍ଭ କରିଛି ଫୁଡ୍‌ ଡେଲିଭରୀ ଆପ୍‌ ସ୍ବିଗି । ବୁଧବାର ଠାରୁ ଝାରଖଣ୍ଡରେ ଏହି ସେବାର ଆରମ୍ଭ କରାଯାଇଛି । ଏହି ସେବା ପାଇଁ ଅତିରିକ୍ତ ଭାବରେ 25 ପ୍ରତିଶତ ଟିକସ ଆଦାୟ କରାଯାଉଥିବା ଜଣାପଡିଛି । କେବଳ ଝାରଖଣ୍ଡର ରାଜଧାନୀ ରାଞ୍ଚିରେ ଏହି ସେବା ଆରମ୍ଭ କରାଯାଇଛି । ଝାରଖଣ୍ଡ ସରକାରଙ୍କ ପକ୍ଷରୁ ସ୍ବିଗି ଏନେଇ ଆବଶ୍ୟକୀୟ ଅନୁମତି ହାସଲ କରିନେଇଛି । ରାଜ୍ୟର ଅନ୍ୟ ପ୍ରମୁଖ ସହର ଗୁଡିକରେ ଏହି ସେବାକୁ ଖୁବ୍‌ଶୀଘ୍ର କାର୍ଯ୍ୟକାରୀ କରାଯିବ ବୋଲି ସ୍ବିଗିର ଉପସଭାପତି ଅନୁଜ ରାଠୀ ପ୍ରକାଶ କରିଛନ୍ତି । ସ୍ବିଗି ଆପ୍‌କୁ ଅପ୍‌ଡେଟ୍‌ କରାଇବା ଦ୍ବାରା ଏହି ସେବାର ଲାଭ ଉଠାଯାଇପାରିବ ବୋଲି ସ୍ବିଗି ପକ୍ଷରୁ କୁହାଯାଇଛି । (ଏଜେନ୍ସି)

homedelivery liquor Swiggy
Share. Facebook Twitter LinkedIn Email WhatsApp Copy Link

Related Posts

୧୯ ବର୍ଷରୁ କମ୍ ବିଶ୍ୱକପ୍ ରୁ ବିଦା ହେଲା ପାକିସ୍ତାନ: ସେମିଫାଇନାଲରେ ପ୍ରବେଶ କଲା ଭାରତ

February 1, 2026

Union Budget 2026 କୁ ସ୍ୱାଗତ କରି ଏହା ଶିଳ୍ପ-ଅନୁକୂଳ ବୋଲି କହିଲା CII ଓଡ଼ିଶା

February 1, 2026

କେନ୍ଦ୍ରୀୟ ବଜେଟ୍: ମେଡିକାଲ୍ ଟୁରିଜିମ୍ ପ୍ରୋତ୍ସାହନ ପାଇଁ ପ୍ରତିଷ୍ଠା ହେବ ୫ ଆଞ୍ଚଳିକ ମେଡିକାଲ୍ ହବ୍

February 1, 2026

କେନ୍ଦ୍ରୀୟ ବଜେଟ୍ ରେ କ୍ରୀଡ଼ା ସାମଗ୍ରୀ ଉତ୍ପାଦନ, ଗବେଷଣା ଏବଂ ନବସୃଜନକୁ ପ୍ରୋତ୍ସାହନ

February 1, 2026
Latest News

୧୯ ବର୍ଷରୁ କମ୍ ବିଶ୍ୱକପ୍ ରୁ ବିଦା ହେଲା ପାକିସ୍ତାନ: ସେମିଫାଇନାଲରେ ପ୍ରବେଶ କଲା ଭାରତ

February 1, 2026

Naveen Patnaik on Budget: ନବୀନ କହିଲେ ସମସ୍ତଙ୍କୁ ନିରାଶ କଲା କେନ୍ଦ୍ର ବଜେଟ

February 1, 2026

Union Budget 2026 କୁ ସ୍ୱାଗତ କରି ଏହା ଶିଳ୍ପ-ଅନୁକୂଳ ବୋଲି କହିଲା CII ଓଡ଼ିଶା

February 1, 2026

କେନ୍ଦ୍ରୀୟ ବଜେଟ୍: ମେଡିକାଲ୍ ଟୁରିଜିମ୍ ପ୍ରୋତ୍ସାହନ ପାଇଁ ପ୍ରତିଷ୍ଠା ହେବ ୫ ଆଞ୍ଚଳିକ ମେଡିକାଲ୍ ହବ୍

February 1, 2026

କେନ୍ଦ୍ରୀୟ ବଜେଟ୍ ରେ କ୍ରୀଡ଼ା ସାମଗ୍ରୀ ଉତ୍ପାଦନ, ଗବେଷଣା ଏବଂ ନବସୃଜନକୁ ପ୍ରୋତ୍ସାହନ

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.