Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବ୍ୟାଙ୍କ ସମୟରେ ହେଲା ପରିବର୍ତ୍ତନ : ପୂର୍ବପରି 10ଟାରୁ 4ଟା ଯାଏଁ ଖୋଲିବ ବ୍ୟାଙ୍କ
ଆଜିର ଖବର

ବ୍ୟାଙ୍କ ସମୟରେ ହେଲା ପରିବର୍ତ୍ତନ : ପୂର୍ବପରି 10ଟାରୁ 4ଟା ଯାଏଁ ଖୋଲିବ ବ୍ୟାଙ୍କ

May 21, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଏଣିକି ବ୍ୟାଙ୍କ ଖୋଲିବା ସମୟରେ ପରିବର୍ତ୍ତନ କରିଛନ୍ତି ରାଜ୍ୟ ସରକାର । ପୂର୍ବରୁ କଟକ, ପୁରୀ, ଛତ୍ରପୁର, କୋରାପୁଟ, ଭୁବନେଶ୍ବରରେ ବ୍ୟାଙ୍କ ସକାଳ 8ଟାରୁ 2ଟା ପର୍ଯ୍ୟନ୍ତ ବ୍ୟାଙ୍କ ଖୋଲୁଥିବା ବେଳେ ବର୍ତ୍ତମାନ ଏହା ପୂର୍ବପରି 10ଟାରୁ 4ଟା ପର୍ଯ୍ୟନ୍ତ ଖୋଲା ରହିବ । ଏପ୍ରିଲ୍‌ 23 ତାରିଖରେ ସରକାରଙ୍କ ପକ୍ଷରୁ ଏହି ପାଞ୍ଚ ସହରରେ ବ୍ୟାଙ୍କ ଖୋଲିବା ସମୟରେ ପରିବର୍ତ୍ତନ କରାଯାଇଥିଲା । କରୋନା ମହାମାରୀ କାରଣରୁ କଟକଣା ଜାରି କରାଯାଇଥିବା ବେଳେ ବର୍ତ୍ତମାନ ଲକ୍‌ଡାଉନ୍‌କୁ କୋହଳ କରାଯାଇଥିବାରୁ ସରକାରଙ୍କ ପକ୍ଷରୁ ଏହି ଘୋଷଣା କରାଯାଇଛି ।

banks covid19 Odisha
Share. Facebook Twitter LinkedIn Email WhatsApp Copy Link

Related Posts

ଅପ୍ରେଲ ୧୪ ରେ ବାଲୁଗାଁରେ ଅଷ୍ଟଶମ୍ଭୁ ମିଳନ: ପ୍ରସ୍ତୁତି ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

April 7, 2026

ଆଜି ଏପ୍ରିଲ ୭ ତାରିଖ ଏହି ଚାରୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

April 7, 2026

ବିଜେଡିରୁ ପୁଣି ନିଲମ୍ବନ ହେଲେ ଜଣେ ପୂର୍ବତନ ବିଧାୟକ ଏବଂ ଜଣେ ପୂର୍ବତନ ସାଂସଦ

April 6, 2026

୯ ପୋଲିସକୁ ଫାଶୀ

April 6, 2026
Latest News

ଅପ୍ରେଲ ୧୪ ରେ ବାଲୁଗାଁରେ ଅଷ୍ଟଶମ୍ଭୁ ମିଳନ: ପ୍ରସ୍ତୁତି ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

April 7, 2026

ଆଜି ଏପ୍ରିଲ ୭ ତାରିଖ ଏହି ଚାରୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

April 7, 2026

ବିଜେଡିରୁ ପୁଣି ନିଲମ୍ବନ ହେଲେ ଜଣେ ପୂର୍ବତନ ବିଧାୟକ ଏବଂ ଜଣେ ପୂର୍ବତନ ସାଂସଦ

April 6, 2026

୯ ପୋଲିସକୁ ଫାଶୀ

April 6, 2026

ଓଡ଼ିଶାରେ ଯଥେଷ୍ଟ ପରିମାଣରେ ଇନ୍ଧନ ଗଚ୍ଛିତ ଅଛି: ସ୍ପଷ୍ଟ କଲେ ସରକାର

April 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.