Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୋଡାଫୋନ୍‌ର 5 ପ୍ରତିଶତ ଅଂଶଧନ କିଣିବ ଗୁଗୁଲ୍‌!
ଆଜିର ଖବର

ଭୋଡାଫୋନ୍‌ର 5 ପ୍ରତିଶତ ଅଂଶଧନ କିଣିବ ଗୁଗୁଲ୍‌!

May 28, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଋଣଭାରରେ ବୁଡି ରହିଥିବା ତଥା କ୍ଷତିରେ ଚାଲୁଥିବା ଟେଲିକମ୍‌ କମ୍ପାନୀ ଭୋଡାଫୋନ୍‌-ଆଇଡିଆରେ 5 ପ୍ରତିଶତର ଅଂଶଧନ କିଣିବାକୁ ଯାଉଛି ଗୁଗୁଲ୍‌ । ଭାରତରେ ଫେସ୍‌ବୁକ୍‌ର ବର୍ଦ୍ଧିତ ପ୍ରଭାବକୁ ହ୍ରାସ କରିବା ପାଇଁ ଏହି ପଦକ୍ଷେପ ନେବାର ଆଶା କରାଯାଉଛି । ଫେସ୍‌ବୁକ୍‌ ଜିଓରେ ନିବେଶ କରିଥିବା ବେଳେ ଭାରତୀୟ ବଜାର ଅଧିଗ୍ରହଣ ଜିଓ ପାଇଁ ସହଜ ରହିଛି । ସେହିପରି ଗୁଗୁଲ୍‌ର ପ୍ୟାରେଣ୍ଟାଲ କମ୍ପାନୀ ଆଲ୍ଫାବେଟ୍‌ ମଧ୍ୟ ଜିଓରେ ନିବେଶ କରିବାର ଲକ୍ଷ୍ୟ ରଖିଛି । ଭୋଡାଫୋନ୍‌ରେ ଅଧିଗ୍ରହଣ ସମ୍ପର୍କରେ ଉଭୟ କମ୍ପାନୀ ପକ୍ଷରୁ କୌଣସି ସୂଚନା ମିଳିନଥିବା ବେଳେ କ୍ଷତିରେ ଚାଲିଥିବା ଭୋଡାଫୋନ୍‌ର ପୁନରୁଦ୍ଧାର ପାଇଁ ଏହା ସଠିକ ରହିବ ବୋଲି ବ୍ୟବସାୟ ସମୀକ୍ଷକ ସୂଚନା ଦେଇଛନ୍ତି । (ଏଜେନ୍ସି)

google vodafoneidea
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ମସଲା ଓଡ଼ିଶା ଟି-୨୦ ଲିଗ୍‌-ମୁଖ୍ୟମନ୍ତ୍ରୀ ଟ୍ରଫି ଉଦ୍‌ଘାଟିତ

September 20, 2026

ସମୁଦ୍ରରୁ ବଳ ଗୋଟାଉଛି ଲଘୁଚାପ, ରାଜ୍ୟରେ ୫ ଦିନ ଧରି ପ୍ରବଳ ବର୍ଷିବ

September 20, 2026

ପାନୀୟ ଜଳର ଗୁଣବତ୍ତା ନିରୀକ୍ଷଣ ଓ ପରିମଳ ବ୍ୟବସ୍ଥାକୁ ସୁଦୃଢ଼ କରିଛି ପୂର୍ବତଟ ରେଳପଥ

September 20, 2026

‘ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା’ର ଶୁଭାରମ୍ଭ

September 20, 2026
Latest News

ଯୁଦ୍ଧ ବନ୍ଦ ପାଇଁ ଟ୍ରମ୍ପଙ୍କୁ ୭ ସର୍ତ୍ତ ପଠାଇଲା ଇରାନ୍‌

September 20, 2026

ଭାରତ ମସଲା ଓଡ଼ିଶା ଟି-୨୦ ଲିଗ୍‌-ମୁଖ୍ୟମନ୍ତ୍ରୀ ଟ୍ରଫି ଉଦ୍‌ଘାଟିତ

September 20, 2026

ସମୁଦ୍ରରୁ ବଳ ଗୋଟାଉଛି ଲଘୁଚାପ, ରାଜ୍ୟରେ ୫ ଦିନ ଧରି ପ୍ରବଳ ବର୍ଷିବ

September 20, 2026

ଏଣିକି ପୁଲିସ କର୍ମଚାରୀଙ୍କୁ ମହଙ୍ଗା ପଡ଼ିିବ ସୋସିଆଲ୍ ମିଡିଆ ପ୍ରେମ

September 20, 2026

ପାନୀୟ ଜଳର ଗୁଣବତ୍ତା ନିରୀକ୍ଷଣ ଓ ପରିମଳ ବ୍ୟବସ୍ଥାକୁ ସୁଦୃଢ଼ କରିଛି ପୂର୍ବତଟ ରେଳପଥ

September 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.