Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»200 ପଏଣ୍ଟ ଉପରକୁ ଉଠିଲା ସେନସେକ୍ସ : ନିଫ୍‌ଟୀ ସ୍ଥିର
ଆଜିର ଖବର

200 ପଏଣ୍ଟ ଉପରକୁ ଉଠିଲା ସେନସେକ୍ସ : ନିଫ୍‌ଟୀ ସ୍ଥିର

June 10, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : କରୋନା ଭାଇରସ୍‌ ପ୍ରଭାବରେ ଅର୍ଥନୀତି ସମ୍ପୂର୍ଣ୍ଣ ତଳକୁ ଖସିଥିବା ବେଳେ ସେନସେକ୍ସ ମଧ୍ୟ ତଳୁଆ ରହିଥିଲା । ମାତ୍ର ବୁଧବାର ନିବେଶକଙ୍କ ପାଇଁ ଖୁସି ଖବର । ବୁଧବାର ସେନସେକ୍ସ 200 ପଏଣ୍ଟ ଉପରକୁ ଉଠିଥିବା ବେଳେ ନିଫ୍‌ଟୀ 69 ପଏଣ୍ଟ ଉପରକୁ ଉଠିଛି । ସେନସେକ୍ସ 285 ପଏଣ୍ଟ ଉପରକୁ ଉଠିଥିବା ବେଳେ ଏହା 34142 ପଏଣ୍ଟରେ ପହଞ୍ଚିଛି । ନିଫ୍‌ଟୀ ଏହି ସମୟରେ ସ୍ଥିର ରହିଥିବା ବେଳେ 69 ପଏଣ୍ଟ ଉପରକୁ ଉଠିବା ସହିତ ଏହା 10115.70 ପଏଣ୍ଟରେ ପହଞ୍ଚିଛି । ଭାରତୀ ଇନ୍‌ଫ୍ରାଟେଲ୍‌ ଅଂଶଧନ ମୂଲ୍ୟରେ 2.23 ପ୍ରତିଶତ ଉପରକୁ ଉଠିଥିବା ବେଳେ ଶ୍ରୀ ସିମେଣ୍ଟର ଅଂଶଧନ ମୂଲ୍ୟରେ 1.92 ପ୍ରତିଶତ ଏବଂ ଏଚ୍‌ଡିଏଫ୍‌ସି ଅଂଶଧନ ମୂଲ୍ୟରେ 1.83 ପ୍ରତିଶତ ବୃଦ୍ଧି ଘଟିଛି । ସେହିପରି ଟାଟା ଷ୍ଟିଲ୍‌, ଟାଟା ମୋଟର୍ସ ଏବଂ ଜେଏସ୍‌ଡବ୍ଲ୍ୟୁର ଅଂଶଧନ ମୂଲ୍ୟରେ ହ୍ରାସ ଘଟିଛି ।

ଏହି ସମୟରେ ଏସିଆନ୍‌ ସେୟାର ବଜାର ଗ୍ରୀନ୍‌ରେ ରହିଛି । ଜାପାନର ନିକ୍କି 0.14 ପ୍ରତିଶତ ବୃଦ୍ଧି ଘଟିଥିବା ବେଳେ ତାଇଓ୍ବାନର 0.54 ଏବଂ ହଂକଂର 0.55 ପ୍ରତିଶତ ଉପରକୁ ଉଠିଛି । କୋସ୍ପି 0.19 ପ୍ରତିଶତ ଉପରକୁ ଉଠିଥିବା ବେଳେ ନାସ୍‌ଡାକ୍‌ 0.29 ପ୍ରତିଶତ ଉପରକୁ ଉଠିଛି । ଡିଓଡବ୍ଲ୍ୟୁ ଏହି ସମୟରେ 1.09 ପ୍ରତିଶତ ତଳକୁ ଖସିଥିବା ବେଳେ ଏସ୍‌ ଆଣ୍ଡ ପି 500 0.78 ପ୍ରତିଶତ ତଳକୁ ଖସିଛି । ଏହି ସମୟରେ ଅଶୋଧିତ ତୈଳର ମୂଲ୍ୟ 40.55 ଡଲାର ରହିଛି । (ଏଜେନ୍ସି)

nifty sensex stockmarket
Share. Facebook Twitter LinkedIn Email WhatsApp Copy Link

Related Posts

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026
Latest News

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026

ବନ୍ୟା ପରିସ୍ଥିତି ରିଲିଫ୍‌ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ଚାରି ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.