Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦେଶର 6ଟି ସ୍ଥାନରୁ କୋଲକାତାକୁ ଉଡିବନି ବିମାନ, ଜୁଲାଇ 6ରୁ 19 ଯାଏଁ ଲାଗିଲା କଟକଣା
ଆଜିର ଖବର

ଦେଶର 6ଟି ସ୍ଥାନରୁ କୋଲକାତାକୁ ଉଡିବନି ବିମାନ, ଜୁଲାଇ 6ରୁ 19 ଯାଏଁ ଲାଗିଲା କଟକଣା

July 4, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
କୋଲକାତାକୁ ଉଡିବନି ବିମାନ

ନୂଆଦିଲ୍ଲୀ, ଆଗାମୀ ଦୁଇ ସପ୍ତାହ ଯାଏଁ  ଦେଶର 6ଟି ଘରୋଇ ବିମାନ ବନ୍ଦରରୁ କୋଲକାତାକୁ କୌଣସି ବିମାନ ଚଳାଚଳ କରିବ ନାହିଁ । ଭାରତୀୟ ବିମାନବନ୍ଦର ପ୍ରାଧୀକରଣ ପରିଚାଳିତ କୋଲକାତା ଏୟାରପୋର୍ଟ ପକ୍ଷରୁ ଏହା କୁହାଯାଇଛି । ଆସନ୍ତା ସୋମବାର ଜୁଲାଇ 6ରୁ 19 ତାରିଖ ଯାଏଁ ଏସବୁ ସ୍ଥାନରୁ କୋଲକାତାକୁ  ବିମାନ ସେବା ବାତିଲ କରି ଦିଆଯାଇଛି। ଏହିସବୁ ସ୍ଥାନ ହେଲା ଦିଲ୍ଲୀ, ମୁମ୍ବାଇ,ପୁଣେ,ନାଗପୁର,ଚେନ୍ନାଇ ଓ ଅହମ୍ମଦାବାଦ ।

ଜୁଲାଇ 19 କିମ୍ବା ପରବର୍ତ୍ତୀ ଆଦେଶ ଯାଏଁ ବିମାନ ସେବା ବନ୍ଦ ରହିବ ବୋଲି କୋଲକାତା ଏୟାରପୋର୍ଟ ପକ୍ଷରୁ ଏକ ଟୁଇଟରେ କୁହାଯାଇଛି । କୋଭିଡ-19 ସଂକ୍ରମଣ ରୋକିବା ପାଇଁ ରାଜ୍ୟ ସରକାରଙ୍କ ଅନୁରୋଧକୁ ରକ୍ଷା କରି କରୋନା ବ୍ୟାପୁଥିବା ପ୍ରମୁଖ ମହାନଗରୀରୁ କୋଲକାତାକୁ ବିମାନ ଚଳାଚଳ ବାତିଲ କରିବାକୁ ଏହି ନିଷ୍ପତ୍ତି ନିଆଯାଇଛି । (ଏଜେନସି)

 

Share. Facebook Twitter LinkedIn Email WhatsApp Copy Link

Related Posts

ବିହାର ରାଜ୍ୟସଭା ନିର୍ବାଚନ: ସମସ୍ତ ପାଞ୍ଚ ଆସନ ଜିତିଲେ ଏନଡିଏ ପ୍ରାର୍ଥୀ

March 16, 2026

ଖୋଲିଲା ମା’ ଭଗବତୀ ମନ୍ଦିର ଭିତର ହୁଣ୍ଡି: ଜାଣନ୍ତୁ ଶ୍ରଦ୍ଧାଳୁଙ୍କ ଦାନ ଅର୍ଥ କେତେ?

March 16, 2026

ରାଜ୍ୟସଭା ନିର୍ବାଚନରେ ନଅ ବିଧାୟକ କଲେ କ୍ରସ ଭୋଟିଂ, ରାଜ୍ୟ ରାଜନୀତିରେ ହଲଚଲ

March 16, 2026

ପଶ୍ଚିମବଙ୍ଗରେ ପ୍ରଥମ ପ୍ରାର୍ଥୀ ତାଲିକା ପ୍ରକାଶ କଲା ବିଜେପି: ପୁଣି ମମତା-ଶୁଭେନ୍ଦୁ ମୁହାଁମୁହିଁ

March 16, 2026
Latest News

ଆସିଲା ରାଜ୍ୟସଭା ନିର୍ବାଚନ ଫଳାଫଳ: ଚତୁର୍ଥ ଆସନରେ ଦିଲ୍ଲୀପ ରାୟଙ୍କ ବାଜିମାତ୍

March 16, 2026

ବିହାର ରାଜ୍ୟସଭା ନିର୍ବାଚନ: ସମସ୍ତ ପାଞ୍ଚ ଆସନ ଜିତିଲେ ଏନଡିଏ ପ୍ରାର୍ଥୀ

March 16, 2026

ଖୋଲିଲା ମା’ ଭଗବତୀ ମନ୍ଦିର ଭିତର ହୁଣ୍ଡି: ଜାଣନ୍ତୁ ଶ୍ରଦ୍ଧାଳୁଙ୍କ ଦାନ ଅର୍ଥ କେତେ?

March 16, 2026

ରାଜ୍ୟସଭା ନିର୍ବାଚନରେ ନଅ ବିଧାୟକ କଲେ କ୍ରସ ଭୋଟିଂ, ରାଜ୍ୟ ରାଜନୀତିରେ ହଲଚଲ

March 16, 2026

ପଶ୍ଚିମବଙ୍ଗରେ ପ୍ରଥମ ପ୍ରାର୍ଥୀ ତାଲିକା ପ୍ରକାଶ କଲା ବିଜେପି: ପୁଣି ମମତା-ଶୁଭେନ୍ଦୁ ମୁହାଁମୁହିଁ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.