Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତା ସାଢ଼େ ତିନି ବର୍ଷରେ ରେଳବାଇ ହେବ ଶତ ପ୍ରତିଶତ ବିଦ୍ୟୁତିକରଣ : ପୀୟୁଷ
ଆଜିର ଖବର

ଆସନ୍ତା ସାଢ଼େ ତିନି ବର୍ଷରେ ରେଳବାଇ ହେବ ଶତ ପ୍ରତିଶତ ବିଦ୍ୟୁତିକରଣ : ପୀୟୁଷ

July 16, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ, ଆସନ୍ତା ସାଢ଼େ ତିନି ବର୍ଷ ମଧ୍ୟରେ ଭାରତୀୟ ରେଳବାଇରେ ଶତ ପ୍ରତିଶତ ବିଦ୍ୟୁତିକରଣ କରାଯିବ। ଆଜି ଏହା ପ୍ରକାଶ କରିଛନ୍ତି କେନ୍ଦ୍ର ରେଳବାଇ, ବାଣିଜ୍ୟ ଓ ଶିଳ୍ପ ମନ୍ତ୍ରୀ ପୀୟୁଷ ଗୋଏଲ। ପରବର୍ତ୍ତୀ ୯ରୁ ୧୦ ବର୍ଷ ମଧ୍ୟରେ ରେଳବାଇ ୧୦୦ ପ୍ରତିଶତ ‘ନେଟ୍ ଜିରୋ’ ଅପରେଟର୍ ହୋଇପାରିବ। ୨୦୩୦ ବେଳକୁ ଆମେ ବିଶ୍ବର ପ୍ରଥମ ବୃହତ୍ ‘କ୍ଲିନ୍ ରେଲ୍‌ୱେଜ୍’ ଅଧିକାରୀ ହୋଇ ପାରିବା ଏବଂ ଏଥିପାଇଁ ଆମେ ସମସ୍ତେ ଦେଶର ନାଗରିକ ଭାବେ ଗର୍ବ ଅନୁଭବ କରି ପାରିବା।

ଭିଡିଓ କନ୍‌ଫରେନ୍‌ସିଙ୍ଗ୍ ମାଧ୍ୟମରେ ‘କନ୍‌ଫେଡେରେସନ୍ ଅଫ୍ ଇଣ୍ଡିଆନ୍ ଇଣ୍ଡଷ୍ଟ୍ରି’ର ଏକ କାର୍ଯ୍ୟକ୍ରମରେ ଭାଷଣ ଦେଇ କେନ୍ଦ୍ର ମନ୍ତ୍ରୀ ଗୋଏଲ କହିଛନ୍ତି, ପ୍ରଧାନମନ୍ତ୍ରୀ ଏକ ସୂର୍ଯ୍ୟ, ଏକ ବିଶ୍ବ, ଏକ ଗ୍ରିଡ୍’ର ପ୍ରସାର କରୁଛନ୍ତି। ‘ଭାରତ ଇଣ୍ଟର୍‌ନ୍ୟାସ୍‌ନାଲ୍ ରିନିଉଏବଲ୍ କମ୍ୟୁନିଟି’ରେ ଅଗ୍ରଣୀ ଭୂମିକା ଗ୍ରହଣ କରୁଛି। ‘ପିଏମ୍-କୁସୁମ ଯୋଜାନା’ରେ ଆମେ କୃଷକମାନଙ୍କ ପାଇଁ ମଧ୍ୟ ଅକ୍ଷୟ ଶକ୍ତି ଆଣୁଛୁ।

ଅକ୍ଷୟ ଶକ୍ତି କ୍ଷେତ୍ରରେ ଲକ୍ଷ୍ୟ ହାସଲ କରିବାକୁ ଭାରତ ଗ୍ରହଣ କରିଥିବା ପଦକ୍ଷେପକୁ ପ୍ରଶଂସା କରି କେନ୍ଦ୍ରମନ୍ତ୍ରୀ ପୀୟୂଷ ଗୋୟଲ କହିଛନ୍ତି ଯେ ଆନ୍ତର୍ଜାତିକ ସୋଲାର୍ ଗ୍ରିଡ୍‌ରେ ପରିଣତ ହେବାକୁ ସରକାର କାମ ଚଳାଇଛନ୍ତି।

ପୀୟୁଷ ଗୋଏଲ
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଜାତୀୟ ମୁଦ୍ରୀକରଣ ପାଇପଲାଇନ୍‌ ୨.୦ର ଶୁଭାରମ୍ଭ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026

ଏମ୍ସ ଭୁବନେଶ୍ବରରେ ଅତ୍ୟାଧୁନିକ ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍ ଏବଂ ରୋବୋଟିକ୍ ସର୍ଜରୀ ସିଷ୍ଟମକୁ ଉଦ୍ଘାଟିତ

February 23, 2026
Latest News

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଜାତୀୟ ମୁଦ୍ରୀକରଣ ପାଇପଲାଇନ୍‌ ୨.୦ର ଶୁଭାରମ୍ଭ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026

ଏମ୍ସ ଭୁବନେଶ୍ବରରେ ଅତ୍ୟାଧୁନିକ ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍ ଏବଂ ରୋବୋଟିକ୍ ସର୍ଜରୀ ସିଷ୍ଟମକୁ ଉଦ୍ଘାଟିତ

February 23, 2026

ଗାଲୁଆ ଗ୍ରାମ ପଂଚାୟତରେ ‘ପଲ୍ଲୀରେ ପ୍ରଶାସନ’ ଜନଶୁଣାଣି

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.