Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ୱର-ବଲାଙ୍ଗୀର ଓ ଭୁବନେଶ୍ୱର-କୋରାପୁଟ ସ୍ୱତନ୍ତ୍ର ଟ୍ରେନ ଅଗଷ୍ଟ ମାସ ୧୨ ତାରିଖ ପର୍ଯ୍ୟନ୍ତ ବୃଦ୍ଧି।
ଆଜିର ଖବର

ଭୁବନେଶ୍ୱର-ବଲାଙ୍ଗୀର ଓ ଭୁବନେଶ୍ୱର-କୋରାପୁଟ ସ୍ୱତନ୍ତ୍ର ଟ୍ରେନ ଅଗଷ୍ଟ ମାସ ୧୨ ତାରିଖ ପର୍ଯ୍ୟନ୍ତ ବୃଦ୍ଧି।

July 29, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର, ଭୁବନେଶ୍ୱର-ବଲାଙ୍ଗୀର-ଭୁବନେଶ୍ୱର ଏବଂ ଭୁବନେଶ୍ୱର-କୋରାପୁଟ-ଭୁବନେଶ୍ୱର ସ୍ୱତନ୍ତ୍ର ଟ୍ରେନ ସେବାକୁ ଅଗଷ୍ଟ ମାସ ୧୨ ତାରିଖ ପର୍ଯ୍ୟନ୍ତ ନିମ୍ନ ମତେ ବୃଦ୍ଧି କରାଯିବାକୁ ସ୍ଥିର କରାଯାଇଅଛି I

ଭୁବନେଶ୍ୱର-ବଲାଙ୍ଗୀର-ଭୁବନେଶ୍ୱର ସ୍ୱତନ୍ତ୍ର ଟ୍ରେନ (୦୮୪୯୩/୦୮୪୯୪)

ଅଗଷ୍ଟ ମାସ ପହିଲା ଠାରୁ ୧୨ ତାରିଖ ମଧ୍ୟରେ ଶନିବାର ଓ ରବିବାର ବ୍ୟତୀତ ଅନ୍ୟ ଦିନମାନଙ୍କରେ ଭୁବନେଶ୍ୱର ଠାରୁ ସକାଳ ୬ଘ.୩୦ମି.ରେ ଏବଂ ବଲାଙ୍ଗୀର ଠାରୁ ଅପରାହ୍ନ ୨ଘ.୪୫ମି.ରେ ଛାଡିବ I

ରହଣି _ ଭୁବନେଶ୍ୱର ଓ ବଲାଙ୍ଗୀର ମଧ୍ୟରେ ମଞ୍ଚେଶ୍ୱର, ନରାଜମାର୍ଥାପୁର, ଢେଙ୍କାନାଳ, ମେରାମଣ୍ଡଳୀ, ତାଳଚେର ରୋଡ଼, ଅନୁଗୁଳ, ବୋଇଣ୍ଡା, ବାମୁର, ରେଢ଼ାଖୋଲ, ସମ୍ବଲପୁର, ହୀରାକୁଦ, ବରଗଡ଼ ରୋଡ଼, ବରପାଲି ଏବଂ ଲୋଇସିଂହା ଷ୍ଟେସନ ମାନଙ୍କଠାରେ ରହଣି କରିବ I

ଭୁବନେଶ୍ୱର-କୋରାପୁଟ-ଭୁବନେଶ୍ୱର ସ୍ୱତନ୍ତ୍ର ଟ୍ରେନ ଭାୟା ସମ୍ବଲପୁର (୦୮୪୪୭/୦୮୪୪୮)

ଅଗଷ୍ଟ ମାସ ପହିଲା ଠାରୁ ୧୨ ତାରିଖ ମଧ୍ୟରେ ଭୁବନେଶ୍ୱର ଠାରୁ ପ୍ରତି ସୋମ, ବୁଧ ଓ ଶୁକ୍ରବାର ଦିନ ସନ୍ଧ୍ୟା ୬ଘ.୩୦ମି.ରେ ଛାଡିବାକୁ ଥିବା ବେଳେ କୋରାପୁଟ ଠାରୁ ପ୍ରତି ମଙ୍ଗଳ, ଗୁରୁ ଓ ରବିବାର ଦିନ ସନ୍ଧ୍ୟା ୫ଘ.୩୦ମି.ରେ କୋରାପୁଟ ଠାରୁ ଛାଡିବ I

ରହଣି _ ଭୁବନେଶ୍ୱର ଓ କୋରାପୁଟ ମଧ୍ୟରେ କଟକ, ଢେଙ୍କାନାଳ, ମେରାମଣ୍ଡଳୀ, ତାଳଚେର ରୋଡ଼, ଅନୁଗୁଳ, ବୋଇଣ୍ଡା, ରେଢ଼ାଖୋଲ, ସମ୍ବଲପୁର, ହୀରାକୁଦ, ବରଗଡ଼ ରୋଡ଼, ବରପାଲି, ଡୁଙ୍ଗୁରିପାଲି, ଲୋଇସିଂହା, ବଲାଙ୍ଗୀର, ବଡ଼ମାଳ, ଟିଟିଲାଗଡ଼, କେସିଙ୍ଗା, ମୁନିଗୁଡା, ଥେରୁବାଲି, ରାୟଗଡା, ଟିକିରି, ଲକ୍ଷ୍ମୀପୁର, କାକିରିଗୁମା, ବାଇଗୁଡ଼ା ଏବଂ ଦାମନଯୋଡି , ଷ୍ଟେସନ ମାନଙ୍କଠାରେ ରହଣି କରିବ I

* ରେଳବାଇ ରିଜର୍ଭେସନ କାଉଣ୍ଟର ଓ ଆଇଆରସିଟିସି ୱେବସାଇଟ ମାଧ୍ୟମରେ ଟିକେଟ ବୁକ କରିହେବ I

* କେବଳ କନଫର୍ମ ଟିକେଟ ଥିବା ଯାତ୍ରୀ ମାନେ ଟ୍ରେନ ରେ ଯାତ୍ରା କରିପାରିବେ

* ଅନ୍ୟ ସ୍ୱତନ୍ତ୍ର ଟ୍ରେନ ଯଥା ନୂଆଦିଲ୍ଲୀ-ଭୁବନେଶ୍ୱର, ଭୁବନେଶ୍ୱର-ମୁମ୍ବାଇ ଏବଂ ଭୁବନେଶ୍ୱର-ହାଇଦ ସ୍ୱତନ୍ତ୍ର ଟ୍ରେନ ଗୁଡିକ ପୂର୍ବ ବିଜ୍ଞପ୍ତି ଅନୁଯାଇ ଚଳାଚଳ କରିବ I

Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଏପ୍ରିଲ ୮ ତାରିଖ ବୁଧବାରରେ ଏହି ପାଞ୍ଚୋଟି ରାଶି ପାଇଁ ରହିଛି ନିରାଶର ଭାବ

April 8, 2026

ଜମି ପାଇଁ ହାଣିଲେ : ପରିବାରର ୬ ଆହତ

April 7, 2026

ଏଣିକି ଗାଡ଼ି ନମ୍ବର ପ୍ଲେଟରେ ପୋଲିସ୍ ଲୋଗା ମନା

April 7, 2026

କାଳବୈଶାଖୀ ତାଣ୍ଡବ : ଭାଙ୍ଗିଲା ତିନିଶହ ଘର

April 7, 2026
Latest News

ଆଜି ଏପ୍ରିଲ ୮ ତାରିଖ ବୁଧବାରରେ ଏହି ପାଞ୍ଚୋଟି ରାଶି ପାଇଁ ରହିଛି ନିରାଶର ଭାବ

April 8, 2026

ଜମି ପାଇଁ ହାଣିଲେ : ପରିବାରର ୬ ଆହତ

April 7, 2026

ଏଣିକି ଗାଡ଼ି ନମ୍ବର ପ୍ଲେଟରେ ପୋଲିସ୍ ଲୋଗା ମନା

April 7, 2026

କାଳବୈଶାଖୀ ତାଣ୍ଡବ : ଭାଙ୍ଗିଲା ତିନିଶହ ଘର

April 7, 2026

ଅଟକିପାରେ ପ୍ରଧାନମନ୍ତ୍ରୀ କିଷାନ ଯୋଜନାର ୨୩ତମ କିସ୍ତି : ପାଇବା ପାଇଁ କରିବାକୁ ପଡିବ ଏହି କାମ

April 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.