Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୂର୍ବ ତଟ ରେଳପଥର ଲୋକଙ୍କୁ ନିବେଦନ, ହରିଦାସପୁର-ପାରାଦ୍ୱୀପ ରେଳପଥ କାର୍ଯ୍ୟରେ ବାଧା ନ ଦିଅନ୍ତୁ
ଆଜିର ଖବର

ପୂର୍ବ ତଟ ରେଳପଥର ଲୋକଙ୍କୁ ନିବେଦନ, ହରିଦାସପୁର-ପାରାଦ୍ୱୀପ ରେଳପଥ କାର୍ଯ୍ୟରେ ବାଧା ନ ଦିଅନ୍ତୁ

August 1, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ପୂର୍ବ ତଟ ରେଳପଥର ଲୋକଙ୍କୁ ନିବେଦନ, ହରିଦାସପୁର-ପାରାଦ୍ୱୀପ ରେଳପଥ କାର୍ଯ୍ୟରେ ବାଧା ନ ଦିଅନ୍ତୁ

ଭୁବନେଶ୍ବର, ବହୁ ପ୍ରତିକ୍ଷିତ ହରିଦାସପୁର-ପାରାଦ୍ୱୀପ ରେଳପଥ ନିର୍ମାଣ କାର୍ଯ୍ୟ ଶେଷ ହେବା ଉପରେ। ପରୀକ୍ଷାମୂଳକ ମାଲବାହୀ ଟ୍ରେନ୍ ଚଳାଚଳ ୩୧ ଜୁଲାଇ ୨୦୨୦ରୁ ଆରମ୍ଭ ହୋଇଥିଲା। ପାସେଞ୍ଜର (ଯାତ୍ରୀବାହୀ) ଟ୍ରେନ୍ ଚଳାଚଳ ନିମନ୍ତେ ଏହି ରେଳପଥର ଆଖପାଖ ଅଞ୍ଚଳର ଜନ ସାଧାରଣଙ୍କ ଉଚ୍ଚାଭୀଳାଷକୁ ପୂର୍ବତଟ ରେଳପଥ ପ୍ରଶଂସା କରୁଛି ।

ପୂର୍ବ ତଟ ରେଳପଥ ନିବେଦନ କରୁଛି ଯେ, ଏହି ରେଳପଥରେ ନିରାପଦ ଟ୍ରେନ୍ ଚଳାଚଳ କରିବାକୁ ହେଲେ ମାଲବାହୀ ଟ୍ରେନ୍‌ର ପରୀକ୍ଷାମୂଳକ ଚଳାଚଳ ବା ଟ୍ରାଏଲ୍ ରନ୍ ଏକାନ୍ତ ଆବଶ୍ୟକ। ପୂର୍ବ ତଟ ରେଳପଥ ଏଠାରେ ସୂଚାଇ ଦେବାକୁ ଚାହେଁ ଯେ, ଯାତ୍ରୀବାହୀ ଟ୍ରେନ୍ ଚଳାଚଳ କରିବା ନିମନ୍ତେ ବହୁ ନିରାପତ୍ତା ଭିତ୍ତିକ କାର୍ଯ୍ୟର ଆବଶ୍ୟକତା ରହିଛି ଏବଂ ଯାତ୍ରୀ ସୁବିଧା ଯୋଗାଣ କାର୍ଯ୍ୟ ମଧ୍ୟ କରାଯିବା ଆବଶ୍ୟକ । ପରୀକ୍ଷାମୂଳକ ମାଲ୍‌ବାହୀ ଟ୍ରେନ୍ ଚଳାଚଳ ହେଉଛି, ପାସେଞ୍ଜର ଟ୍ରେନ୍ ଚଳାଚଳ କରିବା ନିମନ୍ତେ ପ୍ରାଥମିକ ପଦକ୍ଷେପ ଏବଂ ଏଥି ନିମନ୍ତେ ଅତ୍ୟାବଶ୍ୟକୀୟ ନିରାପତ୍ତା କାର୍ଯ୍ୟ ଶେଷ କରିବା ସହ ଯାତ୍ରୀ ସୁବିଧା ଉପଲବ୍‌ଧ କରାଇବା।

ଗତକାଲି ପରି ମାଲବାହୀ ଟ୍ରେନ୍‌ର ଟ୍ରାଏଲ୍ ରନ୍‌କୁ ବାଧାପ୍ରାପ୍ତ କଲାଭଳି କାର୍ଯ୍ୟ ଯଦି କରାଯାଏ ତେବେ ଏହି ଲାଇନ୍‌ରେ ଯାତ୍ରୀବାହୀ ଟ୍ରେନ୍ ଚଳାଚଳ ପାଇଁ ଫିଟ୍ ବା ଉପଯୁକ୍ତ କରାଯିବାର ସମସ୍ତ ପ୍ରଣାଳୀ ଭବିଷ୍ୟତରେ ଆହୁରି ବିଳମ୍ବ ଆଡ଼କୁ ଟାଣି ହୋଇଯିବ ।
ତେଣୁ, ନିକଟ ଭବିଷ୍ୟତରେ ଚଳାଚଳ କରିବାକୁ ଥିବା ପାସେଞ୍ଜର୍ ଟ୍ରେନ୍ ପାଇଁ ଏହି ରେଳପଥକୁ ଫିଟ୍ ବା ଉପଯୁକ୍ତ କରିବା ନିମନ୍ତେ ମାଲବାହୀ ଟ୍ରେନ୍‌ର ପରୀକ୍ଷାମୂଳକ ଚଳାଚଳକୁ ବାଧାପ୍ରାପ୍ତ ନକରି ସୁରୁଖୁରୁରେ ଯାତ୍ରା କରିବାକୁ ଦିଆ ଯିବାକୁ ପୂର୍ବ ତଟ ରେଳପଥ ଆପଣମାନଙ୍କୁ ନିବେଦନ କରୁଛି ।

ପୂର୍ବତ ପୂର୍ବତଟ ରେଳପଥ ହରିଦାସପୁର ପାରାଦ୍ବୀପ
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ମସଲା ଓଡ଼ିଶା ଟି-୨୦ ଲିଗ୍‌-ମୁଖ୍ୟମନ୍ତ୍ରୀ ଟ୍ରଫି ଉଦ୍‌ଘାଟିତ

September 20, 2026

ସମୁଦ୍ରରୁ ବଳ ଗୋଟାଉଛି ଲଘୁଚାପ, ରାଜ୍ୟରେ ୫ ଦିନ ଧରି ପ୍ରବଳ ବର୍ଷିବ

September 20, 2026

ଏଣିକି ପୁଲିସ କର୍ମଚାରୀଙ୍କୁ ମହଙ୍ଗା ପଡ଼ିିବ ସୋସିଆଲ୍ ମିଡିଆ ପ୍ରେମ

September 20, 2026

ପାନୀୟ ଜଳର ଗୁଣବତ୍ତା ନିରୀକ୍ଷଣ ଓ ପରିମଳ ବ୍ୟବସ୍ଥାକୁ ସୁଦୃଢ଼ କରିଛି ପୂର୍ବତଟ ରେଳପଥ

September 20, 2026
Latest News

ଯୁଦ୍ଧ ବନ୍ଦ ପାଇଁ ଟ୍ରମ୍ପଙ୍କୁ ୭ ସର୍ତ୍ତ ପଠାଇଲା ଇରାନ୍‌

September 20, 2026

ଭାରତ ମସଲା ଓଡ଼ିଶା ଟି-୨୦ ଲିଗ୍‌-ମୁଖ୍ୟମନ୍ତ୍ରୀ ଟ୍ରଫି ଉଦ୍‌ଘାଟିତ

September 20, 2026

ସମୁଦ୍ରରୁ ବଳ ଗୋଟାଉଛି ଲଘୁଚାପ, ରାଜ୍ୟରେ ୫ ଦିନ ଧରି ପ୍ରବଳ ବର୍ଷିବ

September 20, 2026

ଏଣିକି ପୁଲିସ କର୍ମଚାରୀଙ୍କୁ ମହଙ୍ଗା ପଡ଼ିିବ ସୋସିଆଲ୍ ମିଡିଆ ପ୍ରେମ

September 20, 2026

ପାନୀୟ ଜଳର ଗୁଣବତ୍ତା ନିରୀକ୍ଷଣ ଓ ପରିମଳ ବ୍ୟବସ୍ଥାକୁ ସୁଦୃଢ଼ କରିଛି ପୂର୍ବତଟ ରେଳପଥ

September 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.