Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପରିବେଶ ଓ ଜଙ୍ଗଲ ମନ୍ତ୍ରଣାଳୟ ଅଧିନସ୍ଥ ସମସ୍ତ କ୍ଷେତ୍ରୀୟ କାର୍ଯ୍ୟାଳୟ ଗୋଟିଏ ସ୍ଥାନରୁ କାର୍ଯ୍ୟ କରିବ
ଆଜିର ଖବର

ପରିବେଶ ଓ ଜଙ୍ଗଲ ମନ୍ତ୍ରଣାଳୟ ଅଧିନସ୍ଥ ସମସ୍ତ କ୍ଷେତ୍ରୀୟ କାର୍ଯ୍ୟାଳୟ ଗୋଟିଏ ସ୍ଥାନରୁ କାର୍ଯ୍ୟ କରିବ

August 19, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ, ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟର ଦକ୍ଷତା ବୃଦ୍ଧି ତଥା ସମୟୋଚିତ କାର୍ଯ୍ୟ ପାଇଁ ମନ୍ତ୍ରଣାଳୟ ୧୯ଟି ସମନ୍ଵିତ କ୍ଷେତ୍ରୀୟ କାର‌୍ୟ୍ୟାଳୟ ଗୋଟିଏ ସ୍ଥାନରୁ କାର‌୍ୟ୍ୟ କରିବା ପାଇଁ ଅନୁମୋଦନ କରିଛି । ଏହି ସମନ୍ଵିତ ଆଞ୍ଚଳିକ କାର୍ଯ୍ୟାଳୟ (ଆଇଆରଓ)ଅକ୍ଟୋବର ପହିଲାରୁ କାର‌୍ୟ୍ୟ ଆରମ୍ଭ କରିବ ।

ଏହି ଆଇଆରଓ ଯେଉଁ ମାନବ ଓ ଅର୍ଥ ସମ୍ବଳକୁ ନେଇ କାର୍ଯ୍ୟ କରିବ ସେଗୁଡିକ ହେଲା ୧୦ଟି ଆଞ୍ଚଳିକ କାର‌୍ୟ୍ୟାଳୟ(ଆରଓଏଚକ୍ୟୁ ଡିଭିଜନ), ଭାରତୀୟ ଜଙ୍ଗଲ ସର୍ଭେର ୪ଟି ଆଞ୍ଚଳିକ କାର‌୍ୟ୍ୟାଳୟ, ଜାତୀୟ ବ୍ୟାଘ୍ର ସଂରକ୍ଷଣ କର୍ତ୍ତୃପକ୍ଷର ୩ଟି ଆଞ୍ଚଳିକ କେନ୍ଦ୍ର, କେନ୍ଦ୍ରୀୟ ଚିଡିଆଖାନା କର୍ତ୍ତୃପକ୍ଷଙ୍କ ୪ଟି ଆଞ୍ଚଳିକ କାର୍ଯ୍ୟାଳୟ, ବନ୍ୟାପ୍ରାଣୀ ଅପରାଧ ବ୍ୟୁରୋର ୫ଟି ଆଞ୍ଚଳିକ ଓ ୩ଟି ଉପଆଞ୍ଚଳିକ କାର୍ଯ୍ୟାଳୟ ।

କ୍ରମିକ ସଂଖ୍ୟା ଆଇଆରଓ ମୁଖ୍ୟାଳୟ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ କ୍ଷେତ୍ର
(i) ଶିଲଂ ମଣିପୁର, ମେଘାଳୟ, ମିଜୋରାମ, ତ୍ରିପୁରା
(ii) ରାଞ୍ଚି ଝାଡଖଣ୍ଡ, ବିହାର
(iii) ଭୁବନେଶ୍ଵର ଓଡିଶା
(iv) ବେଙ୍ଗାଲୁର କର୍ଣ୍ଣାଟକ, କେରଳ, ଗୋଆ, ଲାକ୍ଷାଦୀପ
(v) ଚେନ୍ନାଇ ତାମିଲନାଡୁ, ପୁଡୁଚେରୀ, ଆଣ୍ଡାମାନ ଓ ନିକୋବର ଦୀପପୁଞ୍ଜ
(vi) ଲକ୍ଷ୍ନୌ ଉତ୍ତର ପ୍ରଦେଶ
(vii) ଭୋପାଳ ମଧ୍ୟପ୍ରଦେଶ
(viii) ନାଗପୁର ମହାରାଷ୍ଟ୍ର
(ix) ଚଣ୍ଡିଗଡ ଚଣ୍ଡିଗଡ, ହରିୟାଣା, ପଞ୍ଜାବ
(x) ଡେରାଡୁନ ଉତ୍ତରାଖଣ୍ଡ
(xi) ଜୟପୁର ରାଜସ୍ଥାନ, ଦିଲ୍ଲୀ
(xii) ଗାନ୍ଧିନଗର ଗୁଜରାଟ, ଡମନ ଓ ଡିଉ, ଦାଦ୍ରା ଓ ନଗର ହାଭେଳି
(xiii) ବିଜୟୱାଡା ଆନ୍ଧ୍ର ପ୍ରଦେଶ
(xiv) ରାୟପୁର ଛତିଶଗଡ
(xv) ହାଇଦ୍ରାବାଦ ତେଲଙ୍ଗାନା
(xvi) ସିମଲା ହିମାଚଳ ପ୍ରଦେଶ
(xvii) କୋଲକାତା ପଶ୍ଚିମବଙ୍ଗ, ସିକ୍କିମ
(xviii) ଗୌହାଟୀ ଆସାମ, ନାଗାଲାଣ୍ଡ, ଅରୁଣାଚଳ ପ୍ରଦେଶ
(xix) ଜମ୍ମୁ ଲଦାଖ, ଜମ୍ମୁ ଓ କଶ୍ମୀର

ଏହି ଆଇଆରଓର ମୁଖ୍ୟଙ୍କୁ ଆଞ୍ଚଳିକ ଅଧିକାରୀ କୁହାଯିବ । ପ୍ରତ୍ୟେକ ଆଇଆରଓ ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟର ଆଞ୍ଚଳିକ ଅଧିକାରୀଙ୍କ ତତ୍ଵାବଧାନରେ ରହିବ । ଏଗୁଡିକ ସମ୍ପୃକ୍ତ ମନ୍ତ୍ରଣାଳୟର ଆଞ୍ଚଳିକ ୟୁନିଟ ଭାବେ କାର‌୍ୟ୍ୟ କରିବ ।

ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ ପରିବେଶ
Share. Facebook Twitter LinkedIn Email WhatsApp Copy Link

Related Posts

୨୨ ଏପ୍ରିଲରେ ଧନୁ ଏବଂ କନ୍ୟା ରାଶି ପାଇଁ ବଡ଼ ଲାଭ, ପଦୋନ୍ନତିର ସଙ୍କେତ!

April 22, 2026

ପ୍ରେମିକକୁ ଜୀଅନ୍ତା ଜାଳିଲା ପ୍ରେମିକା

April 22, 2026

ଅନିଶ୍ଚିତତାରେ ଇରାନ- ଆମେରିକା ଶାନ୍ତି ଆଲୋଚନା

April 22, 2026

ନୀତି ଓ ଜନସାଧାରଣଙ୍କ ମଧ୍ୟରେ ସଂଯୋଗର ସେତୁ ସାଜିଛି କମ୍ୟୁନିଟି ରେଡିଓ

April 22, 2026
Latest News

୨୨ ଏପ୍ରିଲରେ ଧନୁ ଏବଂ କନ୍ୟା ରାଶି ପାଇଁ ବଡ଼ ଲାଭ, ପଦୋନ୍ନତିର ସଙ୍କେତ!

April 22, 2026

ପ୍ରେମିକକୁ ଜୀଅନ୍ତା ଜାଳିଲା ପ୍ରେମିକା

April 22, 2026

ଅନିଶ୍ଚିତତାରେ ଇରାନ- ଆମେରିକା ଶାନ୍ତି ଆଲୋଚନା

April 22, 2026

ନୀତି ଓ ଜନସାଧାରଣଙ୍କ ମଧ୍ୟରେ ସଂଯୋଗର ସେତୁ ସାଜିଛି କମ୍ୟୁନିଟି ରେଡିଓ

April 22, 2026

ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା ନିର୍ମଳ ମୁଣ୍ଡା ପରିବେଶ ପଥ, ଜନଜାତି ସଂଗ୍ରହାଳୟ ଏବଂ ସମନ୍ୱିତ ନିର୍ଦ୍ଦେଶ ଓ ନିୟନ୍ତ୍ରଣ କେନ୍ଦ୍ର ଉଦଘାଟିତ

April 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.