Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗ୍ରାମାଞ୍ଚଳ ଅର୍ଥନିତିକୁ ସୁଦୃଢ କରିବା ପାଇଁ ବ୍ୟବସାୟୀଙ୍କୁ ରିହାତିରେ ଋଣ ଯୋଗାଇଦିଅ, ମୁଖ୍ୟମନ୍ତ୍ରୀ
ଆଜିର ଖବର

ଗ୍ରାମାଞ୍ଚଳ ଅର୍ଥନିତିକୁ ସୁଦୃଢ କରିବା ପାଇଁ ବ୍ୟବସାୟୀଙ୍କୁ ରିହାତିରେ ଋଣ ଯୋଗାଇଦିଅ, ମୁଖ୍ୟମନ୍ତ୍ରୀ

August 26, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର, ଗ୍ରାମ୍ୟ ଅର୍ଥନୀତିର ପୁନଃରୁଦ୍ଧାର ପାଇଁ ଅଧିକ ଋଣ ସହାୟତା, MSME, କୃଷି, ମତ୍ସ୍ୟ ଓ ପଶୁପାଳନ ଏବଂ SHG ଉପରେ ଅଧିକ ଫୋକସ୍‌ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଆଜି କୋଭିଡ19 ନିୟନ୍ତ୍ରଣ ପାଇଁ ଏକ ଭିଡିଓ କନଫ୍ରେସିଂ ମାଧ୍ୟମରେ ସମୀକ୍ଷା କରିଥିଲେ। ଏହି ବୈଠକରେ ବର୍ତ୍ତମାନ କୋଭିଡ ସମୟରେ ଗ୍ରାମାଞ୍ଚଳ ଅର୍ଥନିତି କିପରି ସୁଦୃଢ ହୋଇପାରିବ ତା ଉପରେ ଆଲୋଚନା କରିଥିଲେ। କୋଭିଡ ପରିସ୍ଥିତି ଯୋଗୁ ଅନ୍ୟ ରାଜ୍ୟରୁ ଆସିଥିବା ଭାଇଭଉଣୀମାନେ ଯେପରି ଓଡିଶାରେ ରୋଜଗାର ପାଇପାରିବେ, ସେଥିପାଇଁ ସେମାନଙ୍କୁ ଛୋଟ ଛୋଟ ବ୍ୟବସାୟ ପାଇଁ ରିହାତିରେ ଋଣ ଯୋଗାଇ ଦିଆଯିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଆରୋପ କରିଥିଲେ ।

ସେହିପରି ନିର୍ମାଣ ଶ୍ରମିକ ଯୋଜନାରେ ସେମାନଙ୍କର ଦକ୍ଷତା ନିରୂପଣ ଓ ପଞ୍ଜିକରଣ ସୁବିଧାରେ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଛେଳି, କୁକୁଡା ପାଳନ, ମତ୍ସ୍ୟ ଚାଷ ଆଦି ବିଭିନ୍ନ ଜୀବିକା କାର୍ଯ୍ୟକ୍ରମ ଲୋକଙ୍କୁ ରୋଜଗାର ଦେବାରେ ବିଶେଷ ସଫଳ ହେଉଥିବାରୁ, ଏହାକୁ ଅଧିକ ବ୍ୟାପକ କରିବା ଏବଂ ଅଧିକ ଲୋକଙ୍କୁ ଏଥିରେ ସାମିଲ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

ଏମ୍ସ ଭୁବନେଶ୍ବରରେ ଅତ୍ୟାଧୁନିକ ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍ ଏବଂ ରୋବୋଟିକ୍ ସର୍ଜରୀ ସିଷ୍ଟମକୁ ଉଦ୍ଘାଟିତ

February 23, 2026

ଗାଲୁଆ ଗ୍ରାମ ପଂଚାୟତରେ ‘ପଲ୍ଲୀରେ ପ୍ରଶାସନ’ ଜନଶୁଣାଣି

February 23, 2026

ସୁରକ୍ଷିତ ଟ୍ରେନ୍ ପରିଚାଳନା ସୁନିଶ୍ଚିତ କରିଥିବା ଚାରି ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥର ସମ୍ମାନ

February 23, 2026

ଥାଇଲାଣ୍ଡରେ ଭାରତୀୟ ଶ୍ରମିକ ଅଟକ ରହିବା ଘଟଣାରେ ନିଜ ଆଡ଼ୁ ହସ୍ତକ୍ଷେପ କଲେ ଏନଏଚଆରସି

February 23, 2026
Latest News

ଏମ୍ସ ଭୁବନେଶ୍ବରରେ ଅତ୍ୟାଧୁନିକ ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍ ଏବଂ ରୋବୋଟିକ୍ ସର୍ଜରୀ ସିଷ୍ଟମକୁ ଉଦ୍ଘାଟିତ

February 23, 2026

ଗାଲୁଆ ଗ୍ରାମ ପଂଚାୟତରେ ‘ପଲ୍ଲୀରେ ପ୍ରଶାସନ’ ଜନଶୁଣାଣି

February 23, 2026

ସୁରକ୍ଷିତ ଟ୍ରେନ୍ ପରିଚାଳନା ସୁନିଶ୍ଚିତ କରିଥିବା ଚାରି ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥର ସମ୍ମାନ

February 23, 2026

ଥାଇଲାଣ୍ଡରେ ଭାରତୀୟ ଶ୍ରମିକ ଅଟକ ରହିବା ଘଟଣାରେ ନିଜ ଆଡ଼ୁ ହସ୍ତକ୍ଷେପ କଲେ ଏନଏଚଆରସି

February 23, 2026

ରୋଟାରୀ ରୟାଲ୍ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ୨୦୨୬: ରୋଟାରୀ କ୍ଲବ୍ ଅଫ୍ କଟକ ବିଜୟୀ

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.