Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ପୁଂଜି ନିବେଶ ନେଇ ଭାରତ ଜାପାନ ବ୍ୟବସାୟ ଫୋରମ୍‌ ସହିତ ରାଜ୍ୟ ଶିଳ୍ପ ବିଭାଗର ବୈଠକ
ଆଜିର ଖବର

ରାଜ୍ୟରେ ପୁଂଜି ନିବେଶ ନେଇ ଭାରତ ଜାପାନ ବ୍ୟବସାୟ ଫୋରମ୍‌ ସହିତ ରାଜ୍ୟ ଶିଳ୍ପ ବିଭାଗର ବୈଠକ

August 27, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର, ଆଜି ଭାରତୀୟ ଚାମ୍ବର ଅଫ୍‌ କମର୍ସ ଆନୁକୂଲ୍ୟରେ ଭାରତ-ଜାପାନ ବ୍ୟବସାୟ ଫୋରମ୍‌ ଏକ ଭର୍ଚୁଆଲ୍‌ ବୈଠକରେ ଜାପାନ ସହ ଭାରତର ଓ ସର୍ବୋପରି ଓଡ଼ିଶାର ସାଂସ୍କୃତିକ ସଂ ପର୍କ ଅତି ନିବିଡ଼ ବୋଲି ଶିଳ୍ପ ମନ୍ତ୍ରୀ କ୍ୟାପେଟନ ଦିବ୍ୟଶଙ୍କର ମିଶ୍ର ପ୍ରକାଶ କରିଛନ୍ତି। ଓଡ଼ିଶା ଆଉ ଭାରତର ସୁରକ୍ଷିତ ଗୋପନୀୟତା ହୋଇ ରହିନାହିଁ, ରାଜ୍ୟ ଶିଳ୍ପର ବିକାଶ କ୍ଷେତ୍ରରେ ଯେଉଁ ସୁଯୋଗ ସୃଷ୍ଟି କରିଛି ତାହା ଶିଳ୍ପ ସଂପ୍ରଦାୟମାନଙ୍କୁ ବେଶ୍‌ ଆକୃଷ୍ଟ କରି ପାରିଛି ବୋଲି ତାଙ୍କ ବକ୍ତବ୍ୟରେ କହିଥିଲେ।

ମନ୍ତ୍ରୀ ରାଜ୍ୟରେ ଖାଦ୍ୟ ପ୍ରକ୍ରିୟାକରଣ ନିମନ୍ତେ ରହିଥିବା ସୁସ୍ଥ ପରିବେଶ ସହିତ ଅତ୍ୟାଧୁନିକ ଡିଜିଟାଲ୍‌ ପ୍ଲାଟ୍‌ଫର୍ମ ଗୋ-ସ୍ୱିଫଫ ଏକକ ବାତାୟନ ଜରିଆରେ ଶିଳ୍ପ ପ୍ରତିଷ୍ଠା ଓ ସଂଚାଳନ ପାଇଁ ସହାୟକ ହୋଇ ପାରିବ ବୋଲି କହିଥିଲେ। ଏହି ବୈଠକରେ ଶିଳ୍ପ ବିଭାଗ ପ୍ରମୁଖ ଶାସନ ସଚିବ ହେମନ୍ତ ଶର୍ମା ରାଜ୍ୟରେ ବିଭିନ୍ନ କ୍ଷେତ୍ରରେ ଯେଉଁସବୁ ଶିଳ୍ପ ପାର୍କର ବିକାଶ କରାଯାଇଛି ସେ ସଂପର୍କରେ ଏକ ଉପସ୍ଥାପନା କରିଥିଲେ।

ଏଥି ସହିତ ସେ ଜାପାନକୁ ସୁହାଇଲା ଭଳି କେତେକ ନିର୍ଦ୍ଦିଷ୍ଟ ଶିଳ୍ପ କ୍ଷେତ୍ର ଉପରେ ପ୍ରସ୍ତାବନା ଦେଇଥିଲେ। ଏହି ବୈଠକରେ ଜାପାନରେ ଅବସ୍ଥାପିତ ଭାରତର ରାଷ୍ଟ୍ରଦୂତ ଶ୍ରୀ ସଂଜୟ କୁମାର ବର୍ମା ଏବଂ ଭାରତରେ ଅବସ୍ଥାପିତ ଜାପାନର ରାଷ୍ଟ୍ରଦୂତ ମି. ସନ୍ତୋଷୀ ସୁଜୁକୀ ଅଂଶଗ୍ରହଣ କରି ତାଙ୍କର ଆଭିମୁଖ୍ୟ ଉପସ୍ଥାପନ କରିଥିଲେ। ପରେ ଓଡ଼ିଶା ସମେତ ତାମିଲନାଡ଼ୁ, ମହାରାଷ୍ଟ୍ର ଏବଂ କର୍ଣ୍ଣାଟକ ରାଜ୍ୟର ପୁଞ୍ଜିବିନିଯୋଗ ସୁଯୋଗଗୁଡ଼ିକ ଉପରେ ଉପସ୍ଥାପନା କରାଯାଇଥିଲା। ଏହି ବୈଠକରେ ଶିଳ୍ପ ବିଭାଗର ସ୍ୱତନ୍ତ୍ର ସଚିବ ନିତିନ ଭାନୁଦାସ ଜାଓ୍ୱଲେ।

Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟଗୋଷ୍ଠୀ କ୍ରୀଡ଼ା ୨୦୩୦ ଆୟୋଜନ ନିଲାମରେ ଭାଗ ନେବ ଭାରତ, କେନ୍ଦ୍ର କ୍ୟାବିନେଟ୍‌ ମଞ୍ଜୁରି

August 27, 2025

ପିଏମ ସ୍ୱନିଧି ଯୋଜନାର ପୁନର୍ଗଠନ ଏବଂ ଋଣ ଅବଧି ସମୟ ବଢ଼ାଇବାକୁ କ୍ୟାବିନେଟ ମଞ୍ଜୁରି

August 27, 2025

ପଣ୍ୟ ପରିବହନରେ ପୂର୍ବତଟ ରେଳପଥର ନୂଆ ରେକର୍ଡ, ୧୪୮ ଦିନରେ ୧୦୦ ନିୟୁତ ଟନ୍ ଅପସାରଣ

August 27, 2025

ଗଣେଶ ପୂଜାରେ ଛାତ୍ରଛାତ୍ରୀମାନଙ୍କ ସହ ପ୍ରସାଦ ସେବନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

August 27, 2025
Latest News

ରାଜ୍ୟଗୋଷ୍ଠୀ କ୍ରୀଡ଼ା ୨୦୩୦ ଆୟୋଜନ ନିଲାମରେ ଭାଗ ନେବ ଭାରତ, କେନ୍ଦ୍ର କ୍ୟାବିନେଟ୍‌ ମଞ୍ଜୁରି

August 27, 2025

ପିଏମ ସ୍ୱନିଧି ଯୋଜନାର ପୁନର୍ଗଠନ ଏବଂ ଋଣ ଅବଧି ସମୟ ବଢ଼ାଇବାକୁ କ୍ୟାବିନେଟ ମଞ୍ଜୁରି

August 27, 2025

ପଣ୍ୟ ପରିବହନରେ ପୂର୍ବତଟ ରେଳପଥର ନୂଆ ରେକର୍ଡ, ୧୪୮ ଦିନରେ ୧୦୦ ନିୟୁତ ଟନ୍ ଅପସାରଣ

August 27, 2025

ଗଣେଶ ପୂଜାରେ ଛାତ୍ରଛାତ୍ରୀମାନଙ୍କ ସହ ପ୍ରସାଦ ସେବନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

August 27, 2025

ମୁଖ୍ୟମନ୍ତ୍ରୀଙ୍କ ନୂଆଁଖାଇ ଭେଟି: ଚାଷୀ ଭାଇ ଭଉଣୀଙ୍କୁ ଦେଲେ ସି ଏମ୍ କିଷାନ ସହାୟତା ରାଶି

August 27, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.