Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତାକାଲି କୋଲକାତାରେ ଲକ୍ ଡାଉନ ପାଇଁ ପୂର୍ବତଟ ରେଳର କେତେକ ଟ୍ରେନକୁ ବାତିଲ କରାଯାଇଛି
ଆଜିର ଖବର

ଆସନ୍ତାକାଲି କୋଲକାତାରେ ଲକ୍ ଡାଉନ ପାଇଁ ପୂର୍ବତଟ ରେଳର କେତେକ ଟ୍ରେନକୁ ବାତିଲ କରାଯାଇଛି

August 30, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link
Train

ଭୁବନେଶ୍ବର, ଆସନ୍ତା ୩୧ ତାରିଖରେ ପଶ୍ଚିମବଙ୍ଗରେ ହେଉଥିବା ସମ୍ପୂର୍ଣ୍ଣ ଲକ୍ ଡାଉନ ପାଇଁ ପୂର୍ବ ତଟ ରେଳପଥର ଟ୍ରେନ ଗୁଡିକ ପ୍ରଭାବିତ ହେବ। ଯାତ୍ରୀମାନଙ୍କ ସୁବିଧା ପାଇଁ ରେଳବାଇ ପୂର୍ବରୁ ସୂଚନା ପ୍ରଦାନ କରୁଛି। ଏହା ଦ୍ବାରା ଯେଉଁ ଟ୍ରେନ ପ୍ରଭାବିତ ହେଉଛି ସେଗୁଡିକ ହେଉଛି..

ବାତିଲ ହେଉଥିବା ଟ୍ରେନ :

1-. ଯଶୋବନ୍ତପୁରରୁ ଛାଡୁଥିବା ୦୨୨୪୬ ଯଶୋବନ୍ତପୁର -ହାଓଡ଼ା ଦୁରନ୍ତ ସ୍ପେସିଆଲକୁ ୩୦ ଅଗଷ୍ଟ ୨୦୨୦ ତାରିଖରେ ଯଶୋବନ୍ତପୁର ଠାରୁ ବାତିଲ କରାଯିବ

2. ସିଆଲଦାରୁ ଛାଡୁଥିବା ୦୨୨୦୧ ସିଆଲଦା -ଭୁବନେଶ୍ୱର ଦୁରନ୍ତ ସ୍ପେସିଆଲକୁ ୩୧ ଅଗଷ୍ଟ ୨୦୨୦ ତାରିଖ ଦିନ ବାତିଲ କରାଯିବ

3. ଭୁବନେଶ୍ୱରରୁ ଛାଡୁଥିବା ୦୨୨୦୨ ଭୁବନେଶ୍ୱର -ସିଆଲଦା ଦୁରନ୍ତ ସ୍ପେସିଆଲକୁ ୨୦୨୦ ସେପ୍ଟେମ୍ବର ପହିଲା ଦିନ ବାତିଲ କରାଯିବ

4. ୦୨୦୭୪/୦୨୦୭୩ ଭୁବନେଶ୍ୱର -ହାଓଡ଼ା -ଭୁବନେଶ୍ୱର ଜନ ଶତାବ୍ଦୀ ସ୍ପେସିଆଲକୁ ୩୧ ଅଗଷ୍ଟ , ୨୦୨୦ ତାରିଖ ଗୁଡିକରେ ଉଭୟ ଭୁବନେଶ୍ୱର ଓ ହାଓଡ଼ା ଦିଗରୁ ବାତିଲ କରାଯିବ

ଆଂଶିକ ବାତିଲ ହେଉଥିବା ଟ୍ରେନ :

1. ୩୦ ଅଗଷ୍ଟ , ୨୦୨୦ ତାରିଖ ଦିନ ସିକନ୍ଦରାବାଦରୁ ଛାଡୁଥିବା ୦୨୭୦୪ ସିକନ୍ଦରାବାଦ -ହାଓଡ଼ା ଫଳକନୁମା ସ୍ପେସିଆଲ ଏକ୍ସପ୍ରେସ ଏହାର ଯାତ୍ରା ଭୁବନେଶ୍ୱର ଠାରେ ସମାପ୍ତ କରିବ ଏବଂ ହାଓଡ଼ା ପର‌୍ୟ୍ୟନ୍ତ ଯିବ ନାହିଁ

2. ୦୨୭୦୩ ହାଓଡ଼ା -ସିକନ୍ଦରାବାଦ ଫଳକନୁମା ସ୍ପେସିଆଲ ଏକ୍ସପ୍ରେସ ୩୧ ଅଗଷ୍ଟ ୨୦୨୦ ତାରିଖ ଦିନ ହାଓଡ଼ା ପରିବର୍ତ୍ତେ ଭୁବନେଶ୍ୱରରୁ ଛାଡିବ ଏବଂ ଉକ୍ତ ଦିନ ଏହା ହାଓଡ଼ାଠାରୁ ଭୁବନେଶ୍ୱର ପର‌୍ୟ୍ୟନ୍ତ ବାତିଲ ରହିବ

ପ୍ରତ୍ୟାହାର କରାଯାଉଥିବା ରହଣି :

1.୩୦ ଅଗଷ୍ଟ , ୨୦୨୦ ରେ ଉଭୟ ଭୁବନେଶ୍ୱରରୁ ଛାଡୁଥିବା ୦୨୮୦୧ ଭୁବନେଶ୍ୱର -ନୂଆଦିଲ୍ଲୀ ସ୍ପେସିଆଲ ପୁରୁଷୋତ୍ତମ ଏକ୍ସପ୍ରେସ ଓ ନୂଆଦିଲ୍ଲୀରୁ ଆସୁଥିବା ୦୨୮୦୨ ନୂଆଦିଲ୍ଲୀ -ଭୁବନେଶ୍ୱର ସ୍ପେସିଆଲ ପୁରୁଷୋତ୍ତମ ଏକ୍ସପ୍ରେସ ପୁରୁଲିଆ ଓ ହିଜଲୀ ଠାରେ ରହଣି କରିବ ନାହିଁ କ୍ଷ

2. ୩୧ ଅଗଷ୍ଟ , ୨୦୨୦ ଭୁବନେଶ୍ୱରରୁ ଛାଡୁଥିବା ୦୨୮୨୩ ଭୁବନେଶ୍ୱର-ନୂଆଦିଲ୍ଲୀ ସ୍ପେସିଆଲ ରାଜଧାନୀ ଏକ୍ସପ୍ରେସ ଏବଂ ୩୦ ଅଗଷ୍ଟ ରେ ନୂଆଦିଲ୍ଲୀରୁ ଆସୁଥିବା ୦୨୮୨୪ ନୂଆଦିଲ୍ଲୀ -ଭୁବନେଶ୍ୱର ସ୍ପେସିଆଲ ରାଜଧାନୀ ଏକ୍ସପ୍ରେସ ଉଭୟ ଦିଗରୁ ହିଜଲୀ ରହଣି କରିବ ନାହିଁ କ୍ଷ

ଉପରୋକ୍ତ ଟ୍ରେନ ଗୁଡିକର ଯାତ୍ରୀମାନେ ଏଥି ପ୍ରତି ଧ୍ୟାନ ଦେବା ଉଚିତ ଏବଂ ସେହି ଅନୁଯାୟୀ ପ୍ରସ୍ତୁତ ରହିବା ପାଇଁ ପରାମର୍ଶ ଦିଆ ଯାଉଛି କ୍ଷ

ପୂର୍ବତଟ ରେଳପଥ
Share. Facebook Twitter LinkedIn Email WhatsApp Copy Link

Related Posts

ଏସ୍‌ଆଇଆର୍ ନେଇ ଆମେରିକା ସାଂସଦ ପ୍ରମିଳା ଜୟପାଳଙ୍କ ବୟାନକୁ ଭାରତର କଡା ନିନ୍ଦା

October 16, 2026

ବାଲୁଗାଁ ମହାବିଦ୍ୟାଳୟରେ ଛାତ୍ର ସଂସଦର ଶପଥ ଗ୍ରହଣ

October 16, 2026

ରେଳ ଷ୍ଟେସନରେ ସ୍ୱଚ୍ଛତା: ପିଲାଙ୍କ ପାଇଁ କୁଇଜ୍ ଓ ଚିତ୍ରାଙ୍କନ

October 16, 2026

ଅର୍ଜୁନ ଡିଗ୍ରୀ କଲେଜରେ ୪ର୍ଥ ପ୍ରତିଷ୍ଠା ଦିବସ ପାଳିତ ଓ ସ୍ୱାଗତ ସମାରୋହ

October 16, 2026
Latest News

ଏସ୍‌ଆଇଆର୍ ନେଇ ଆମେରିକା ସାଂସଦ ପ୍ରମିଳା ଜୟପାଳଙ୍କ ବୟାନକୁ ଭାରତର କଡା ନିନ୍ଦା

October 16, 2026

ବାଲୁଗାଁ ମହାବିଦ୍ୟାଳୟରେ ଛାତ୍ର ସଂସଦର ଶପଥ ଗ୍ରହଣ

October 16, 2026

ରେଳ ଷ୍ଟେସନରେ ସ୍ୱଚ୍ଛତା: ପିଲାଙ୍କ ପାଇଁ କୁଇଜ୍ ଓ ଚିତ୍ରାଙ୍କନ

October 16, 2026

ଅର୍ଜୁନ ଡିଗ୍ରୀ କଲେଜରେ ୪ର୍ଥ ପ୍ରତିଷ୍ଠା ଦିବସ ପାଳିତ ଓ ସ୍ୱାଗତ ସମାରୋହ

October 16, 2026

ସମ୍ ଡାକ୍ତରଙ୍କ ସଫଳ ଚିକିତ୍ସା: ୮ ଘଣ୍ଟାର ନବଜାତକୁ ମିଳିଲା ନୂଆ ଜୀବନ

October 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.