Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଅଗଷ୍ଟ ମାସରେ ମୋଟ 86 ହଜାର 449 କୋଟି ଟଙ୍କାର ଜିଏସ୍‌ଟି ସଂଗୃହୀତ ହୋଇଛି
ଜାତୀୟ ଖବର

ଅଗଷ୍ଟ ମାସରେ ମୋଟ 86 ହଜାର 449 କୋଟି ଟଙ୍କାର ଜିଏସ୍‌ଟି ସଂଗୃହୀତ ହୋଇଛି

September 1, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ଅଗଷ୍ଟ ମାସରେ ମୋଟ 86 ହଜାର 449 କୋଟି ଟଙ୍କାର ଜିଏସ୍‌ଟି ସଂଗୃହୀତ ହୋଇଛି

ନୂଆଦିଲ୍ଲୀ, 2020 ଅଗଷ୍ଟ ମାସରେ ଦେଶରେ ମୋଟ 86,449 କୋଟି ଟଙ୍କାର ଜିଏସ୍‌ଟି ରାଜସ୍ୱ ସଂଗୃହୀତ ହୋଇଛି। ସେଥିମଧ୍ୟରେ କେନ୍ଦ୍ରୀୟ ଜିଏସ୍‌ଟିର ପରିମାଣ 15906 କୋଟି ଟଙ୍କା ହୋଇଥିବାବେଳେ ରାଜ୍ୟ ଜିଏସ୍‌ଟି ପରିମାଣ 21064 କୋଟି ଟଙ୍କା। ସେହିଭଳି ଏହି ମାସରେ ସମନ୍ୱିତ ଜିଏସ୍‌ଟି ବାବଦରେ 42246 କୋଟି ଟଙ୍କା ଆଦାୟ ହୋଇଛି ଏବଂ ସେଥିରେ ଆମଦାନୀ ସାମଗ୍ରୀ ଉପରେ ସଂଗୃହୀତ ରାଜସ୍ୱ ପରିମାଣ 19179 କୋଟି ଟଙ୍କା। ଏହାଛଡା ସେସ୍‌ ବା ଉପକର ବାବଦରେ ଏହି ମାସରେ ମୋଟ 7215 କୋଟି ଟଙ୍କା ସଂଗୃହୀତ ହୋଇଛି। ଏଥିରେ ଆମଦାନୀ ହେଉଥିବା ସାମଗ୍ରୀ ଉପରୁ ମିଳିଥିବା ଟିକସ ପରିମାଣ 673 କୋଟି ଟଙ୍କା ଅନ୍ତର୍ଭୁକ୍ତ।

ନିୟମିତ ପରିଶୋଧ ଅନୁସାରେ କେନ୍ଦ୍ର ସରକାର ସିଜିଏସ୍‌ଟି ବାବଦରେ 18216 କୋଟି ଟଙ୍କା ପ୍ରଦାନ କରିଛନ୍ତି। ଏହାଛଡା ସମନ୍ୱିତ ଜିଏସ୍‌ଟିରୁ ରାଜ୍ୟ ଜିଏସ୍‌ଟି ବାବଦକୁ 14650 କୋଟି ଟଙ୍କା ଦିଆଯାଇଛି। ନିୟମିତ ପରିଶୋଧ ପରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଗୁଡିକର ଅଗଷ୍ଟ ମାସର ଆୟ ଯଥାକ୍ରମେ 34122 କୋଟି ଟଙ୍କା (ସିଜିଏସ୍‌ଟି) ଏବଂ 35714 କୋଟି ଟଙ୍କା (ଏସ୍‌ଜିଏସ୍‌ଟି)।

2019 ଅଗଷ୍ଟ ମାସରେ ଜିଏସ୍‌ଟି ବାବଦରେ ସରକାର ଯେତେ ରାଜସ୍ୱ ଆଦାୟ କରିଥିଲେ ଚଳିତବର୍ଷ ସେହି ମାସରେ ଏ ବାବଦ ଆୟ 88 ଶତାଂଶ ରହିଛି । ଏହି ମାସରେ ଆମଦାନୀ ହେଉଥିବା ସାମଗ୍ରୀ ଉପରେ ରାଜସ୍ୱ ଆଦାୟ 77 ଶତାଂଶ  (ଘରୋଇ ମାଲ ପରିବହନ କ୍ଷେତ୍ରରୁ ସଂଗୃହୀତ ରାଜସ୍ୱ ସହ) ହୋଇଥିବାବେଳେ ଗତବର୍ଷ ଏହି ସମୟରେ ଏହା ଥିଲା 92 ଶତାଂଶ । ଏଠାରେ ସୂଚନାଯୋଗ୍ୟ ଯେ ବାର୍ଷିକ 5 କୋଟି ଟଙ୍କା ପର୍ଯ୍ୟନ୍ତ କାରବାର କରୁଥିବା ଟିକସଦାତାଙ୍କୁ ଚଳିତମାସ ଯାଏଁ ରିଟର୍ଣ୍ଣ ଫାଇଲ କରିବାକୁ କୋହଳ ସମୟ ଦିଆଯାଇଛି।

Share. Facebook Twitter LinkedIn Email WhatsApp Copy Link

Related Posts

ଅଟକିପାରେ ପ୍ରଧାନମନ୍ତ୍ରୀ କିଷାନ ଯୋଜନାର ୨୩ତମ କିସ୍ତି : ପାଇବା ପାଇଁ କରିବାକୁ ପଡିବ ଏହି କାମ

April 7, 2026

କେରଳର ମନ୍ଦିର ଏବଂ ହାତୀ କଲ୍ୟାଣ ପାଇଁ ୧୮ କୋଟି ପ୍ରଦାନ କଲେ ଅନନ୍ତ ଅମ୍ବାନୀ

April 7, 2026

ଆଜି ରାଜସ୍ଥାନ ଏବଂ ମୁମ୍ବାଇ ମୁହାଁମୁହିଁ: ଜାଣନ୍ତୁ କାହାର ପଲ୍ଲା ଭାରି?

April 7, 2026

କଂଗ୍ରେସ ନେତା ପବନ ଖେଡ଼ାଙ୍କ ଘରେ ପୋଲିସ: ଆସାମ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଦେଇଥିଲେ ବୟାନ

April 7, 2026
Latest News

ଜମି ପାଇଁ ହାଣିଲେ : ପରିବାରର ୬ ଆହତ

April 7, 2026

ଏଣିକି ଗାଡ଼ି ନମ୍ବର ପ୍ଲେଟରେ ପୋଲିସ୍ ଲୋଗା ମନା

April 7, 2026

କାଳବୈଶାଖୀ ତାଣ୍ଡବ : ଭାଙ୍ଗିଲା ତିନିଶହ ଘର

April 7, 2026

ଅଟକିପାରେ ପ୍ରଧାନମନ୍ତ୍ରୀ କିଷାନ ଯୋଜନାର ୨୩ତମ କିସ୍ତି : ପାଇବା ପାଇଁ କରିବାକୁ ପଡିବ ଏହି କାମ

April 7, 2026

ବିଶ୍ୱ ସ୍ୱାସ୍ଥ୍ୟ ଦିବସ ଅବସରରେ ଯୁବପିଢ଼ିଙ୍କ ପାଇଁ ସଚେତନତା କାର୍ଯ୍ୟକ୍ରମ- ‘ଷ୍ଟ୍ରୋକ୍‌କୁ ଜାଣନ୍ତୁ, ଜୀବନ ବଞ୍ଚାନ୍ତୁ’

April 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.