Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଷ୍ଟ୍ର ଉଦ୍ଦେଶ୍ୟରେ 56 ସିଏନଜି ଷ୍ଟେସନକୁ ଉତ୍ସର୍ଗୀକୃତ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଆଜିର ଖବର

ରାଷ୍ଟ୍ର ଉଦ୍ଦେଶ୍ୟରେ 56 ସିଏନଜି ଷ୍ଟେସନକୁ ଉତ୍ସର୍ଗୀକୃତ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

September 10, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ରାଷ୍ଟ୍ର ଉଦ୍ଦେଶ୍ୟରେ 56 ସିଏନଜି ଷ୍ଟେସନକୁ ଉତ୍ସର୍ଗୀକୃତ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ, ଦେଶର ତୈଳ ଏବଂ ଗ୍ୟାସ ରାଷ୍ଟ୍ରାୟତ୍ତ ଉଦ୍ୟୋଗ(ପିଏସୟୁ) ଓ ସେମାନଙ୍କ ଯୌଥ ଉଦ୍ୟୋଗ ସାହାଯ୍ୟରେ ଗ୍ୟାସ ଆଧାରିତ ଭିତ୍ତିଭୂମି ନିର୍ମାଣ ଦିଗରେ ଭାରତ ଅଗ୍ରସର ବୋଲି ଆଜି ଭିଡିଓ କନଫରେନ୍ସିଂ ଯୋଗେ ରାଷ୍ଟ୍ର ଉଦ୍ଦେଶ୍ୟରେ 56ଟି ସିଏନଜି ଷ୍ଟେସନ ଲୋକାର୍ପଣ କରିବା ଅବସରରେ କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଲୋକାର୍ପିତ ସିଏନଜି ଷ୍ଟେସନ ଭାରତର ସ୍ୱଚ୍ଛ ଓ ସବୁଜ ଭବିଷ୍ୟତ ଗଠନ ଦିଗରେ ଥିବା ପ୍ରଚେଷ୍ଟାକୁ ସଶକ୍ତ କରିବ ବୋଲି ପ୍ରଧାନ କହିଛନ୍ତି।

ମନ୍ତ୍ରୀ କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜଳବାୟୁ ନ୍ୟାୟକୁ ନିଶ୍ଚିତ କରିବା ଓ ସମସ୍ତଙ୍କ ପାଇଁ ସୁଲଭ ମୂଲ୍ୟରେ ସ୍ୱଚ୍ଛ ଇନ୍ଧନ ଯୋଗାଇଦେବା ପାଇଁ ଦୃଢ ନିଶ୍ଚିତ। ଆଜି ରାଷ୍ଟ୍ର ଉଦ୍ଦେଶ୍ୟରେ ଅନେକ ସିଏନଜି ଷ୍ଟେସନ ଲୋକାର୍ପିତ କରାଯାଇଛି। ସେ କହିଛନ୍ତି ଆଗାମୀ ଦିନରେ ଭାରତକୁ ଗ୍ୟାସ ଆଧାରିତ ଅର୍ଥନୀତିରେ ପରିଣତ କରାଯିବା ପାଇଁ ଚେଷ୍ଟା କରାଯାଉଛି।

ଦେଶର 5 କୋଟି ଘରକୁ ପାଇପ ଯୋଗେ ପ୍ରାକୃତିକ ଗ୍ୟାସ ପହଁଚାଇବାର ଲକ୍ଷ୍ୟ ରଖାଯାଇଛି । ସେହିପରି ସ୍ୱର୍ଣ୍ଣ ଚତୁର୍ଭୁଜରେ 100 ଏଲଏନଜି ଷ୍ଟେସନ ପ୍ରତିଷ୍ଠା କରିବାକୁ ହୋଇଥିବା ଯୋଜନା ସ୍ୱଚ୍ଛ ଇନ୍ଧନ ବ୍ୟବହାରରେ ନୂଆ ମାପଦଣ୍ଡ ଆଣିବ । ଏହାସହ ସାରା ଦେଶରେ 5000 କମ୍ପ୍ରେସଡ୍ ବାୟୋ ଗ୍ୟାସ ପ୍ଳାଣ୍ଟ ପ୍ରତିଷ୍ଠା କରିବା ଦିଗରେ ଭାରତ ସରକାର ଅଗ୍ରସର ବୋଲି ଶ୍ରୀ ପ୍ରଧାନ କହିଛନ୍ତି।

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026

ସୁବର୍ଣ୍ଣପୁର ଜିଲ୍ଲାର ହାଇଟେକ୍ ସର୍ଭେ ସମ୍ପର୍କରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 5, 2026
Latest News

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026

ସୁବର୍ଣ୍ଣପୁର ଜିଲ୍ଲାର ହାଇଟେକ୍ ସର୍ଭେ ସମ୍ପର୍କରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 5, 2026

୩୯୮.୩୬ କୋଟିର ଅପ୍ଟିକାଲ ଫାଇବର କେବୁଲ ପ୍ରକଳ୍ପକୁ ଭାରତୀୟ ରେଳବାଇର ମଞ୍ଜୁରୀ

April 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.