Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ବନ୍ୟା କ୍ଷତିଗସ୍ତଙ୍କ ପାଇଁ ନବୀନ ପଟ୍ଟନାୟକଙ୍କ ତିନିଶହ କୋଟି ଟଙ୍କାର ପ୍ୟାକେଜ ଘୋଷଣା, ଜାଣନ୍ତୁ କଣ ଅଛି
ଜାତୀୟ ଖବର

ବନ୍ୟା କ୍ଷତିଗସ୍ତଙ୍କ ପାଇଁ ନବୀନ ପଟ୍ଟନାୟକଙ୍କ ତିନିଶହ କୋଟି ଟଙ୍କାର ପ୍ୟାକେଜ ଘୋଷଣା, ଜାଣନ୍ତୁ କଣ ଅଛି

September 11, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ବନ୍ୟା କ୍ଷତିଗସ୍ତଙ୍କ ପାଇଁ ନବୀନ ପଟ୍ଟନାୟକଙ୍କ ତିନିଶହ କୋଟି ଟଙ୍କାର ପ୍ୟାକେଜ ଘୋଷଣା, ଜାଣନ୍ତୁ କଣ ଅଛି

ଭୁବନେଶ୍ବର, ନିକଟରେ ହୋଇଥିବା ବନ୍ୟାରେ ଚାଷୀ, ବୁଣାକାର ଏବଂ ଅନ୍ୟମାନଙ୍କ ଜୀବନ ଜୀବିକା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ବଡ ଘୋଷଣା କରିଛନ୍ତି। ଏଥିରେ ଚାଷୀମାନଙ୍କୁ ପ୍ରାୟ 300 କୋଟି ଟଙ୍କାର ସହାୟତା ପ୍ରଦାନ କରାଯିବ। ଆଜି ବସିଥିବା ଏକ ଉଚ୍ଚ ସ୍ତରୀୟ ବୈଠକ ପରେ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି। ତେବେ ଏହି ପ୍ୟାକେଜରେ ଯାହା ରହିଛି ତାହା ହେଲା

1-ବନ୍ୟାରେ 33 ପ୍ରତିଶତରୁ ଅଧିକ କ୍ଷତି ହୋଇଥିବା ଚାଷୀଙ୍କୁ 6800 ଟଙ୍କାରୁ 18000 ଟଙ୍କା ପର୍ଯ୍ୟନ୍ତ ସହାୟତା ପ୍ରଦାନ

2-ଡାଲି ଜାତୀୟ ଫସଲ ଚାଷୀଙ୍କୁ ମିଳିବ 20 ହଜାର ଟଙ୍କାର ମିନି କିଟ୍

3-50 ପ୍ରତିଶତ ରିହାତିରେ ଦୁଇ ହଜାର ପମ୍ପ ସେଟ୍  ଯୋଗାଇ ଦିଆଯିବ

4-ପାଞ୍ଚ ହଜାର ଶକ୍ତି ଚାଳିତ ସ୍ପ୍ରେୟାର 50 ପ୍ରତିଶତ ରିହାତିରେ ପ୍ରଦାନ

5-ପ୍ରଭାବିତ ଅଞ୍ଚଳ ଚାଷୀଙ୍କୁ 10 କୋଟି ଟଙ୍କା ବିଭିନ୍ନ ସବସିଡ ବାବଦକୁ ପ୍ରଦାନ

6-ଏକ ଲକ୍ଷ ଚାଷିଙ୍କୁ ପରିବା କିଟ୍ ପ୍ରଦାନ

7-ବନ୍ୟାରେ ଦୁଧିଆଳି ଗାଈ କିମ୍ବା ମଇଁଷ ମରିଥିଲେ 30000 ଟଙ୍କା, ଅନ୍ୟ ଗୃହପାଳିତ ପଶୁଙ୍କ ପାଇଁ 20000 ଟଙ୍କା ଦେବାକୁ ଘୋଷଣା

8-ମାଛ ଚାଷୀଙ୍କୁ ହେକ୍ଟର ପିଛା 12 ହଜାର 2ଶହ ଟଙ୍କାର ସହାୟତା ଘୋଷଣା

9-ବୁଣିକାରାମାନେ ଯନ୍ତ୍ରାଂଶ କିଣିବା ପାଇଁ 4 ହଜାର ଟଙ୍କା ଏବଂ କଞ୍ଚାମାଳ ପାଇଁ 4 ହଜାର ଟଙ୍କା ପାଇବେ

10-ବନ୍ୟା କମିବା ପରେ ମହାତ୍ମା ଗାନ୍ଧୀ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ବା ନରେଗା ରେ ତୁରନ୍ତ କାମ ଯୋଗାଇବା ରହିଛି।

ନବୀନ ପଟ୍ଟନାୟକଙ୍କ ଘୋଷଣା ବନ୍ୟା ସହାୟତା
Share. Facebook Twitter LinkedIn Email WhatsApp Copy Link

Related Posts

୬ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପାଇଁ ୧୯୧୩ କୋଟିର ଅତିରିକ୍ତ କେନ୍ଦ୍ରୀୟ ସହାୟତା ମଞ୍ଜୁର

March 13, 2026

ଯୁଦ୍ଧ ଯୋଗୁଁ ବିମାନ ଭଡ଼ା ବୃଦ୍ଧି କଲା ଇଣ୍ଡିଗୋ: ଆଜି ରାତି ୧୨ ଟା ପରେ ଲାଗୁ, ଜାଣନ୍ତୁ ନୂତନ ଦର

March 13, 2026

ପି.ଏମ୍ କିଷାନରେ ଆବଶ୍ୟକ ହେଉଥିବା ସମସ୍ତ ମାନଦଣ୍ଡକୁ ପୂରଣ କରି ସହାୟତା ଲାଭ କରନ୍ତୁ: ମୁଖ୍ୟମନ୍ତ୍ରୀ

March 13, 2026

ଓଡ଼ିଶାରେ କେତୋଟି ଆକାଶବାଣୀ କେନ୍ଦ୍ର କାର୍ଯ୍ୟ କରୁଛି?: ସଂସଦରେ ଉତ୍ତର ଦେଲେ କେନ୍ଦ୍ର ରାଷ୍ଟ୍ର ମନ୍ତ୍ରୀ

March 13, 2026
Latest News

ବ୍ୟକ୍ତି, ସମାଜ ଓ ଜାତିର ଭବିଷ୍ୟତ ଗଢ଼ିବାରେ ଶିକ୍ଷା ମୁଖ୍ୟ ଭୂମିକା ନିଭାଏ: ରାଜ୍ୟପାଳ

March 13, 2026

ଅବହେଳିତ ଅବସ୍ଥାରେ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷାକର୍ମଚାରୀ: ସମନ୍ୱୟ ସମିତି

March 13, 2026

୬ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପାଇଁ ୧୯୧୩ କୋଟିର ଅତିରିକ୍ତ କେନ୍ଦ୍ରୀୟ ସହାୟତା ମଞ୍ଜୁର

March 13, 2026

ଯୁଦ୍ଧ ଯୋଗୁଁ ବିମାନ ଭଡ଼ା ବୃଦ୍ଧି କଲା ଇଣ୍ଡିଗୋ: ଆଜି ରାତି ୧୨ ଟା ପରେ ଲାଗୁ, ଜାଣନ୍ତୁ ନୂତନ ଦର

March 13, 2026

‘ସୋଆ ପ୍ରକ୍ସିମା ୨୦୨୬’ର ଉଦ୍‌ଘାଟନୀ ଉତ୍ସବରେ ଯୋଗ ଦେଲେ ସନ୍ଥ ଗୌର ଗୋପାଳ ଦାସ

March 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.