Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅଭିବୃଦ୍ଧି 11.5% ଖସିବ: ମୁଡିସ୍
ଆଜିର ଖବର

ଅଭିବୃଦ୍ଧି 11.5% ଖସିବ: ମୁଡିସ୍

September 12, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
Moody's
ଆର୍ଥିକ ବର୍ଷ ୨୦୨୬ରେ ୭.୩% ଗତିରେ ବଢିବ ଭାରତ: ମୁଡିଜ୍ ର ଆକଳନ

ନୂଆଦିଲ୍ଲୀ: ରେଟିଂ ଏଜେନ୍ସିଂ ଗୁଡ଼ିକ ଭାରତୀୟ ଅର୍ଥନୀତିକୁ ନେଇ ଯେଉଁ ଆକଳନ କରୁଛନ୍ତି ତାହା ଚିନ୍ତାର ବିଷୟ ପାଲଟିଛି । ଭାରତୀୟ ଅର୍ଥନୀତି ଚଳିତ ଆର୍ଥିକ ବର୍ଷରେ 9 ପ୍ରତିଶତରୁ ଅଧିକ ହ୍ରାସ ପାଇବ ବୋଲି ଅନ୍ୟତମ ପ୍ରମୁଖ ରେଟିଂ ଏଜେନ୍ସିଂ କି୍ରସିଲ ଆକଳନ କରିଥିଲା । ବିଶ୍ୱସ୍ତରୀୟ ରେଟିଂ ଏଜେନ୍ସିଂ ମୁଡିସ ଆକଳନ କରିଛି ଯେ ଭାରତୀୟ ଅର୍ଥନୀତିରେ 11.5 ପ୍ରତିଶତ ହ୍ରାସ ଘଟିବ । ପୂର୍ବରୁ ଏହି ସଂସ୍ଥା କହୁଥିଲା ଭାରତର ଅଭିବୃଦ୍ଧି 4 ପ୍ରତିଶତ କମିବ । ମାତ୍ର ଚଳିତ ଆର୍ଥିକ ବର୍ଷ ପ୍ରଥମ ତିନି ମାସରେ ଅଭିବୃଦ୍ଧି ହାର 23.9ପ୍ରତିଶତ କମିବା ପରେ ମୁଡିସ ଏହାର ଆକଳନ ବଦଳାଇ ଦେଇଛି । ଆର୍ଥିକ ସ୍ଥିତି ଖରାପ ହେବା, ଋଣ ଭାର ବଢ଼ିବା ଓ ଅଭିବୃଦ୍ଧି ହାର କମ ହେବା କାରଣରୁ ଦେଶର କ୍ରେଡିଟ ରେଟିଂ ଉପରେ ଚାପ ସୃଷ୍ଟି ହୋଇଛି । କରୋନା ମହାମାରୀ ଏହି ସ୍ଥିତିକୁ ଆହୁରି ଜଟିଳ କରି ଦେଇଛି ବୋଲି ମୁଡିସ ପକ୍ଷରୁ କୁହାଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଜମି ପାଇଁ ହାଣିଲେ : ପରିବାରର ୬ ଆହତ

April 7, 2026

ଏଣିକି ଗାଡ଼ି ନମ୍ବର ପ୍ଲେଟରେ ପୋଲିସ୍ ଲୋଗା ମନା

April 7, 2026

କାଳବୈଶାଖୀ ତାଣ୍ଡବ : ଭାଙ୍ଗିଲା ତିନିଶହ ଘର

April 7, 2026

ଅଟକିପାରେ ପ୍ରଧାନମନ୍ତ୍ରୀ କିଷାନ ଯୋଜନାର ୨୩ତମ କିସ୍ତି : ପାଇବା ପାଇଁ କରିବାକୁ ପଡିବ ଏହି କାମ

April 7, 2026
Latest News

ଜମି ପାଇଁ ହାଣିଲେ : ପରିବାରର ୬ ଆହତ

April 7, 2026

ଏଣିକି ଗାଡ଼ି ନମ୍ବର ପ୍ଲେଟରେ ପୋଲିସ୍ ଲୋଗା ମନା

April 7, 2026

କାଳବୈଶାଖୀ ତାଣ୍ଡବ : ଭାଙ୍ଗିଲା ତିନିଶହ ଘର

April 7, 2026

ଅଟକିପାରେ ପ୍ରଧାନମନ୍ତ୍ରୀ କିଷାନ ଯୋଜନାର ୨୩ତମ କିସ୍ତି : ପାଇବା ପାଇଁ କରିବାକୁ ପଡିବ ଏହି କାମ

April 7, 2026

ବିଶ୍ୱ ସ୍ୱାସ୍ଥ୍ୟ ଦିବସ ଅବସରରେ ଯୁବପିଢ଼ିଙ୍କ ପାଇଁ ସଚେତନତା କାର୍ଯ୍ୟକ୍ରମ- ‘ଷ୍ଟ୍ରୋକ୍‌କୁ ଜାଣନ୍ତୁ, ଜୀବନ ବଞ୍ଚାନ୍ତୁ’

April 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.