Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରଧାନମନ୍ତ୍ରୀଙ୍କ ଦ୍ଵାରା ଲୋକାର୍ପିତ ହେଲା ପେଟ୍ରୋଲିୟମ କ୍ଷେତ୍ରରେ ବିହାରର ତିନୋଟି ପ୍ରମୁଖ ପ୍ରକଳ୍ପ
ଆଜିର ଖବର

ପ୍ରଧାନମନ୍ତ୍ରୀଙ୍କ ଦ୍ଵାରା ଲୋକାର୍ପିତ ହେଲା ପେଟ୍ରୋଲିୟମ କ୍ଷେତ୍ରରେ ବିହାରର ତିନୋଟି ପ୍ରମୁଖ ପ୍ରକଳ୍ପ

September 13, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ପ୍ରଧାନମନ୍ତ୍ରୀଙ୍କ ଦ୍ଵାରା ଲୋକାର୍ପିତ ହେଲା ପେଟ୍ରୋଲିୟମ କ୍ଷେତ୍ରରେ ବିହାରର ତିନୋଟି ପ୍ରମୁଖ ପ୍ରକଳ୍ପ

ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସ ଜରିଆରେ ବିହାରର ତିନୋଟି ପ୍ରମୁଖ ପ୍ରକଳ୍ପକୁ ଜାତି ଉଦ୍ଦେଶ୍ୟରେ ଆଜି (୧୩.୦୯.୨୦୨୦) ଲୋକାର୍ପଣ କରିଛନ୍ତି। ଏହି ପ୍ରକଳ୍ପଗୁଡ଼ିକ ହେଲା, ହଳଦିଆ – ଦୁର୍ଗାପୁର ପାଇପଲାଇନ ଅନ୍ତର୍ଗତ ଦୁର୍ଗାପୁର ବାଙ୍କା ସେକ୍ସନ ଏବଂ ଦୁଇଟି ଏଲପିଜି ବଟଲିଙ୍ଗ ପ୍ଳାଣ୍ଟ । ସେଗୁଡିକ କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ବାଷ୍ପ ମନ୍ତ୍ରଣାଳୟ ଅଧିନସ୍ଥ ଭାରତୀୟ ତୈଳ ନିଗମ ଓ ଏଚପିସିଏଲରେ କମିଶନଭୁକ୍ତ ଅଛନ୍ତି।

ଏହି ଅବସରରେ ଉଦବୋଧନ ଦେଇ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, କିଛି ବର୍ଷ ଆଗରୁ ବିହାର ପାଇଁ ଘୋଷିତ ସ୍ଵତନ୍ତ୍ର ପ୍ୟାପେକ ବିହାରର ଭିତ୍ତିଭୂମି ପାଇଁ ଉଦ୍ଦିଷ୍ଟ । ବିହାର ପାଇଁ ପେଟ୍ରୋଲିୟମ କ୍ଷେତ୍ର ବାବଦରେ ୨୧ ହଜାର କୋଟି ଟଙ୍କାର ୧୦ଟି ପ୍ରକଳ୍ପକୁ ସ୍ଵତନ୍ତ୍ର ପ୍ୟାକେଜ ହିସାବରେ ଘୋଷିତ ହୋଇଛି । ଆଜି ହେଉଛି ଏହା ସପ୍ତମ ପ୍ରକଳ୍ପ । ପୂର୍ବରୁ ଦିଆଯାଇଥିବା ୬ଟି ପ୍ୟାକେଜ ଯାହାର କି ନିର୍ମାଣ କାର୍ଯ୍ୟ ସଂପୂର୍ଣ୍ଣ ହୋଇଛି, ସେ ସମ୍ପର୍କରେ ମଧ୍ୟ ମୋଦୀ ଘୋଷଣା କରିଥିଲେ।

 

Share. Facebook Twitter LinkedIn Email WhatsApp Copy Link

Related Posts

୨୩ ବର୍ଷ ପୁରୁଣା ନିୟମ ହଟିଲା: ସରକାରୀ ଚାକିରି ପ୍ରାର୍ଥୀଙ୍କୁ ବଡ଼ ରାହତ ଦେଲେ ମୋହନ ଯାଦବ

June 10, 2026

ସ୍ୱତନ୍ତ୍ର ସଘନ ସଂଶୋଧନର ୧୧ତମ ଦିନ: ଓଡ଼ିଶାରେ ୮୭.୬୬% ଫର୍ମ ବଣ୍ଟନ ଶେଷ

June 10, 2026

ଭାରତରେ କେଉଁଠାରେ ଏବଂ କିପରି ଲାଇଭ୍ ଦେଖିବେ FIFA ବିଶ୍ୱକପ୍?: ଜାଣନ୍ତୁ ସମ୍ପୂର୍ଣ୍ଣ ବିବରଣୀ 

June 10, 2026

ଆଜି ଦିଲ୍ଲୀରେ ଏନଡିଏ ବୈଠକ: ଯୋଗଦେବେ ମେଣ୍ଟ ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ

June 10, 2026
Latest News

୨୩ ବର୍ଷ ପୁରୁଣା ନିୟମ ହଟିଲା: ସରକାରୀ ଚାକିରି ପ୍ରାର୍ଥୀଙ୍କୁ ବଡ଼ ରାହତ ଦେଲେ ମୋହନ ଯାଦବ

June 10, 2026

ମୁଦ୍ରା ଦୁର୍ବଳ, ଅର୍ଥନୀତି ମଜବୁତ: ଜାପାନର ଚମତ୍କାର କାହାଣୀ

June 10, 2026

ସ୍ୱତନ୍ତ୍ର ସଘନ ସଂଶୋଧନର ୧୧ତମ ଦିନ: ଓଡ଼ିଶାରେ ୮୭.୬୬% ଫର୍ମ ବଣ୍ଟନ ଶେଷ

June 10, 2026

ଭାରତରେ କେଉଁଠାରେ ଏବଂ କିପରି ଲାଇଭ୍ ଦେଖିବେ FIFA ବିଶ୍ୱକପ୍?: ଜାଣନ୍ତୁ ସମ୍ପୂର୍ଣ୍ଣ ବିବରଣୀ 

June 10, 2026

ଆଜି ଦିଲ୍ଲୀରେ ଏନଡିଏ ବୈଠକ: ଯୋଗଦେବେ ମେଣ୍ଟ ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ

June 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.