Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡ଼ିଶାର ବିଦ୍ୟୁତ୍ ବିତରଣ କମ୍ପାନିକୁ ୮୪ କୋଟି ଟଙ୍କା ରିହାତି ଦେଲେ କେନ୍ଦ୍ର ସରକାର
ଆଜିର ଖବର

ଓଡ଼ିଶାର ବିଦ୍ୟୁତ୍ ବିତରଣ କମ୍ପାନିକୁ ୮୪ କୋଟି ଟଙ୍କା ରିହାତି ଦେଲେ କେନ୍ଦ୍ର ସରକାର

September 25, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ, ଆଜି କେନ୍ଦ୍ର ସରକାର ଓଡିଶାର ବିଦ୍ୟୁତ ବଣ୍ଟନ କଂପାନୀକୁ ଏକ ବଡ ରିହାତି ପ୍ରଦାନ କରିଛନ୍ତି। ଏଥିରେ ଏନଏଚପିସିକୁ ୩.୭୮ କୋଟି, ଏନଟିପିସିକୁ ୫୬.୮ କୋଟି ଏବଂ ପିଜିସିଆଇଏଲକୁ ୨୪.୩୫ କୋଟି ରିହାତି ଦିଆଯାଇଛି। ଏହିପରି ମୋଟ ୮୪ କୋଟି ଟଙ୍କା ରିହାତି ପ୍ରଦାନ କରାଯାଇଛି।

ବିଦ୍ୟୁତ୍ ବ୍ୟବହାର କ୍ଷେତ୍ରରେ ଉପୁଜିଥିବା ସମସ୍ୟା ଲାଘବ କରିବା ପାଇଁ ଏହି ରିହାତି ଦିଆଯାଇଛି। ଏହାଦ୍ବାରା ରାଜ୍ୟର ବିଦ୍ୟୁତ୍ ଉପଭୋକ୍ତାମାନେ ଅଧିକ ଉପକୃତ ହେବେ। କରୋନା ସମୟରେ ଉପଭୋକ୍ତାମାନଙ୍କ ପାଇଁ ନିରନ୍ତର ବିଦ୍ୟୁତ୍ ସରବରାହ ଲକ୍ଷ୍ୟ ରଖି ଏହି ରିହାତି ପ୍ରଦାନ କରାଯାଇଛି। ଏ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟୁଇଟ ମାଧ୍ୟମରେ ପ୍ରଧାନମନ୍ତ୍ରୀ ଏବଂ ଶକ୍ତିମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି।

କେନ୍ଦ୍ର ସରକାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଧର୍ମେନ୍ଦ୍ର ପ୍ରଧାନ
Share. Facebook Twitter LinkedIn Email WhatsApp Copy Link

Related Posts

ତୁରନ୍ତ ଶିକ୍ଷକ ଓ ଶିକ୍ଷାକର୍ମଚାରୀମାନଙ୍କର ସମସ୍ୟା ସମାଧାନ କରନ୍ତୁ: ସମନ୍ୱୟ ସମିତି

July 21, 2026

ପ୍ରଶାସନିକ ଏକକଗୁଡ଼ିକର ସଂଶୋଧିତ ଇଂରାଜୀ ବନାନ ତ୍ଵରିତ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ

July 21, 2026

ଜୁଲାଇ ୨୭ ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି: ୨୨ରୁ ପଞ୍ଜିକରଣ

July 21, 2026

ଆଜି ଜୁଲାଇ ୨୧ ତାରିଖ ମଙ୍ଗଳବାରରେ ସାତୋଟି ରାଶି ପାଇଁ ରହିଛି ଶୁଭ ଖବର

July 21, 2026
Latest News

ତୁରନ୍ତ ଶିକ୍ଷକ ଓ ଶିକ୍ଷାକର୍ମଚାରୀମାନଙ୍କର ସମସ୍ୟା ସମାଧାନ କରନ୍ତୁ: ସମନ୍ୱୟ ସମିତି

July 21, 2026

ପ୍ରଶାସନିକ ଏକକଗୁଡ଼ିକର ସଂଶୋଧିତ ଇଂରାଜୀ ବନାନ ତ୍ଵରିତ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ

July 21, 2026

ଜୁଲାଇ ୨୭ ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି: ୨୨ରୁ ପଞ୍ଜିକରଣ

July 21, 2026

ଆଜି ଜୁଲାଇ ୨୧ ତାରିଖ ମଙ୍ଗଳବାରରେ ସାତୋଟି ରାଶି ପାଇଁ ରହିଛି ଶୁଭ ଖବର

July 21, 2026

ପୁରୀରେ ପ୍ରାଣ ହରାଇଥିବା ମୃତକଙ୍କ ପରିବାରକୁ ୧୦ ଲକ୍ଷ ସହାୟତା ଘୋଷଣା

July 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.