Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଋଣଗ୍ରହୀତାଙ୍କୁ ଆଶ୍ବସ୍ତି : ଏଣିକି ସୁଧ ଉପରେ ଆଉ ପଡିବନି ସୁଧ
ଆଜିର ଖବର

ଋଣଗ୍ରହୀତାଙ୍କୁ ଆଶ୍ବସ୍ତି : ଏଣିକି ସୁଧ ଉପରେ ଆଉ ପଡିବନି ସୁଧ

October 3, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଋଣ ନେଇଥିବା ବ୍ୟାଙ୍କ ଗ୍ରାହକଙ୍କୁ ବଡ ଧରଣର ଆଶ୍ୱସ୍ତି । ଏଣିକି ସୁଧ ଉପରେ ଆଉ ପଡିବନି ସୁଧ । ଦୁଇ କୋଟି ଟଙ୍କାର ଋଣ ଯାଏଁ ଏହି ସୁବିଧା ମିଳିବ । ସୁପ୍ରିମକୋର୍ଟଙ୍କୁ ଏହା ଜଣାଇଛନ୍ତି କେନ୍ଦ୍ର ସରକାର । ସମସ୍ତ ପ୍ରକାର ଏମ୍‌ଏସ୍‌ଏମ୍‌ଇ, ଶିକ୍ଷା ଋଣ, ଗୃହଋଣ, କ୍ରେଡିଟ କାର୍ଡ, ଗାଡି ଋଣ, ପର୍ସନାଲ ଋଣ ପ୍ରତି ଏହା ଲାଗୁ ହେବ । ମାର୍ଚ୍ଚରୁ ଅଗଷ୍ଟ ମଧ୍ୟରେ ପରିଶୋଧ କରିଥିବା ଋଣଗ୍ରହୀତା ବି ଏହି ସୁବିଧା ପାଇବେ ।  ପୂର୍ବରୁ ଆରବିଆଇ 6 ମାସ ମୋରାଟୋରିୟମ୍‌ ଛାଡିଥିଲେ ବି ଋଣ ଦାତା ସୁଧ ଛାଡିନଥିଲେ । ମୂଳଧନ ସହ ସୁଧ ଉପରେ ସୁଧ ଦାବି ନେଇ ମାମଲା ସୁପ୍ରିମ୍‌କୋର୍ଟକୁଯାଇଥିଲା । ଏକ୍ସପର୍ଟ ପ୍ୟାନେଲର ରିପୋର୍ଟ ଆଧାରରେ ସୁଧ ଉପରେ ସୁଧ ଛାଡ ନିଷ୍ପତ୍ତି ନିଆଯାଇଛି ।

ସୁପ୍ରିମକୋର୍ଟରେ କେନ୍ଦ୍ର ସରକାର ସତ୍ୟପାଠ ଦାଖଲ କରି କହିଛନ୍ତି ଯେ, ସୁଧ ଉପରେ ସୁଧ ଆଦାୟ ନକରିବାକୁ ବ୍ୟାଙ୍କଗୁଡିକୁ କୁହାଯାଇଛି । ସୁପ୍ରିମକୋର୍ଟରେ ସରକାର କହିଛନ୍ତି ଯେ, ଏହି ବିପତ୍ତି ସମୟରେ କ୍ଷୁଦ୍ର ଋଣକାରୀଙ୍କ ସହିତ ସରକାର ଅଛନ୍ତି । ତେଣୁ 2 କୋଟି ଯାଏଁ ଋଣ ଉପରେ ଏହି ଅତିରିକ୍ତ ସୁଧ ବା ସୁଧ ଉପରେ ସୁଧ ଅସୁଲ କରାଯିବ ନାହିଁ ବୋଲି ଜଣାପଡିଛି । (ଏଜେନ୍ସି)

loan moratorium
Share. Facebook Twitter LinkedIn Email WhatsApp Copy Link

Related Posts

କଂଗ୍ରେସ ନେତା ପବନ ଖେଡ଼ାଙ୍କ ଘରେ ପୋଲିସ: ଆସାମ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଦେଇଥିଲେ ବୟାନ

April 7, 2026

ୟୁପିରୁ ୪ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ: ଆଶ୍ଚର୍ଯ୍ୟଜନକ ଖୁଲାସା କଲା ଏଟିଏସ୍

April 7, 2026

ନୂଆ ଦଳ ଗଠନ କଲେ ନବଜୋତ କୌର ସିଦ୍ଧୁ: ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ ନେଲେ ବଡ଼ ନିଷ୍ପତ୍ତି

April 7, 2026

ପଶ୍ଚିମବଙ୍ଗ ଭୋଟର ତାଲିକାରୁ ହଟିଲା ୯୧ ଲକ୍ଷ ନାମ: ଜିଲ୍ଲାୱାରୀ ତାଲିକା ପ୍ରକାଶ କଲେ ନିର୍ବାଚନ କମିଶନ 

April 7, 2026
Latest News

କଂଗ୍ରେସ ନେତା ପବନ ଖେଡ଼ାଙ୍କ ଘରେ ପୋଲିସ: ଆସାମ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଦେଇଥିଲେ ବୟାନ

April 7, 2026

ୟୁପିରୁ ୪ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ: ଆଶ୍ଚର୍ଯ୍ୟଜନକ ଖୁଲାସା କଲା ଏଟିଏସ୍

April 7, 2026

ନୂଆ ଦଳ ଗଠନ କଲେ ନବଜୋତ କୌର ସିଦ୍ଧୁ: ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ ନେଲେ ବଡ଼ ନିଷ୍ପତ୍ତି

April 7, 2026

ପଶ୍ଚିମବଙ୍ଗ ଭୋଟର ତାଲିକାରୁ ହଟିଲା ୯୧ ଲକ୍ଷ ନାମ: ଜିଲ୍ଲାୱାରୀ ତାଲିକା ପ୍ରକାଶ କଲେ ନିର୍ବାଚନ କମିଶନ 

April 7, 2026

ଫଳ ପେଟିରେ ଗଞ୍ଜେଇ : ଦୁଇ ଗିରଫ

April 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.