Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ପାଇଁ ଭୁବନେଶ୍ବର ଷ୍ଟେସନରେ ସ୍ବତନ୍ତ୍ର ବ୍ୟବସ୍ଥା, ବ୍ୟାଗ ସାନିଟାଇଜସନ ସହ ହେବ ଲାମିନେସନ
ଆଜିର ଖବର

କରୋନା ପାଇଁ ଭୁବନେଶ୍ବର ଷ୍ଟେସନରେ ସ୍ବତନ୍ତ୍ର ବ୍ୟବସ୍ଥା, ବ୍ୟାଗ ସାନିଟାଇଜସନ ସହ ହେବ ଲାମିନେସନ

October 22, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
କରୋନା ପାଇଁ ଭୁବନେଶ୍ବର ଷ୍ଟେସନରେ ସ୍ବତନ୍ତ୍ର ବ୍ୟବସ୍ଥା, ଏଣିକି ବ୍ୟାଗ ସାନିଟାଇଜସନ ସହ ଲାମିନେସନ କରିପାରିବେ

ଭୁବନେଶ୍ବର, କରୋନାରୁ ଯାତ୍ରୀମାନଙ୍କୁ ସୁରକ୍ଷିତ ରଖିବା ପାଇଁ ପୂର୍ବତଟ ରେଳ ବିଭାଗ ଏକ ଅଭିନବ ପଦକ୍ଷେପ ଗ୍ରହଣ କରିଛି। ସେହି ଅନୁସାରେ ଭୁବନେଶ୍ବର ଷ୍ଟେସନରେ ଯାତ୍ରାମାନଙ୍କ ବ୍ୟାଗ ସାନିଟାଇଜେସନ ସହ ଲାମିନେସନ ବ୍ୟବସ୍ଥା ମଧ୍ୟ କରାଯାଇଛି। ତେବେ ଯାତ୍ରୀମାନେ ଏଥିପାଇଁ କିଛି ଖର୍ଚ୍ଚ କରିବାକୁ ପଡିବ। ଷ୍ଟେସନରେ ଯାତ୍ରୀମାନେ ନିଜ ବ୍ୟାଗ ସାନିଟାଇଜେସନ କରିବା ପାଇଁ ଏକ ସ୍ବତନ୍ତ୍ର ମେସିନ ଲଗାଯାଇଛି। ଏଥିରେ ଯାତ୍ରୀ ନିଜର ବ୍ୟାଗ ସେହି ମେସିନ ଉପରେ ରଖିଲା ତାହା ସାନିଟାଇଜେସନ ହେବ। ଏଥିପାଇଁ 10 ଟଙ୍କା ମୂଲ୍ୟ ଧାର୍ଯ୍ୟ କରାଯାଇଛି।

ସେହିପରି ସାନିଟାଇଜେସନ ସହିତ ପୁରା ବ୍ୟାଗକୁ ପତଳା ପଲିଥିନରେ ଢାଙ୍କିବା ପାଇଁ ମଧ୍ୟ ବ୍ୟବସ୍ଥା କରାଯାଇଛି। ଏଥିପାଇଁ ଯାତ୍ରୀମାନେ ବ୍ୟାଗ ପିଛା 50 ଟଙ୍କା ଦେବାକୁ ପଡିବ। ଯାତ୍ରୀମାନେ ଘରେ ପହଁଚି ବ୍ୟାଗରୁ ଏହି ପଲିଥିନ ଆବରଣ ବାହାର କରି ଘର ଭିତରକୁ ସୁରକ୍ଷିତ ଭାବେ ବ୍ୟାବଗ ନେଇପାରିବେ।

ପୂର୍ବତଟ ରେଳପଥ ଭୁବନେଶ୍ବର ଷ୍ଟେସନ
Share. Facebook Twitter LinkedIn Email WhatsApp Copy Link

Related Posts

ପଞ୍ଚାୟତ-ପୌର ନିର୍ବାଚନ ଭୋଟର ତାଲିକା ପ୍ରସ୍ତୁତି, ଅକ୍ଟୋବର ୨୬ରୁ ସର୍ଭେ

September 11, 2026

ଉତ୍କଳ ବିଶ୍ୱବିଦ୍ୟାଳୟ ସମାଜଶାସ୍ତ୍ର ବିଭାଗର ପ୍ରବେଶୋତ୍ସବ ଅନୁଷ୍ଠିତ

September 11, 2026

ବ୍ରିକ୍ସ ସମ୍ମିଳନୀ ଅବସରରେ ଷୋଡ଼ଶ ରୁଷ ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

September 11, 2026

ଟଙ୍କା ଫେରସ୍ତ ହେବା ସତ୍ତ୍ୱେ ବିଜୟ ମାଲ୍ୟାଙ୍କ ମାମଲା ବନ୍ଦ ହେବ ନାହିଁ?: କୋର୍ଟରେ ଇଡି ର ଗୁହାରୀ

September 11, 2026
Latest News

ପଞ୍ଚାୟତ-ପୌର ନିର୍ବାଚନ ଭୋଟର ତାଲିକା ପ୍ରସ୍ତୁତି, ଅକ୍ଟୋବର ୨୬ରୁ ସର୍ଭେ

September 11, 2026

ଉତ୍କଳ ବିଶ୍ୱବିଦ୍ୟାଳୟ ସମାଜଶାସ୍ତ୍ର ବିଭାଗର ପ୍ରବେଶୋତ୍ସବ ଅନୁଷ୍ଠିତ

September 11, 2026

ବ୍ରିକ୍ସ ସମ୍ମିଳନୀ ଅବସରରେ ଷୋଡ଼ଶ ରୁଷ ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

September 11, 2026

ଟଙ୍କା ଫେରସ୍ତ ହେବା ସତ୍ତ୍ୱେ ବିଜୟ ମାଲ୍ୟାଙ୍କ ମାମଲା ବନ୍ଦ ହେବ ନାହିଁ?: କୋର୍ଟରେ ଇଡି ର ଗୁହାରୀ

September 11, 2026

ଭିତରକନିକାରେ ଶେଷ ହେଲା ଦେଶୀୟ ପକ୍ଷୀ ଗଣନା: ୧ ଲକ୍ଷ ୩୨ ହଜାର ୨୭୯ ପକ୍ଷୀ ଚିହ୍ନଟ

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.