Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସାମସଙ୍ଗ୍ ଇଲେକ୍ଟ୍ରୋନିକ୍ସର ଚେୟାରମ୍ୟାନ ଲି କୁନ-ହିଙ୍କ ପରଲୋକ
ଆଜିର ଖବର

ସାମସଙ୍ଗ୍ ଇଲେକ୍ଟ୍ରୋନିକ୍ସର ଚେୟାରମ୍ୟାନ ଲି କୁନ-ହିଙ୍କ ପରଲୋକ

October 25, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ସାମସଙ୍ଗ ଇଲେକ୍ଟ୍ରୋନିକ୍ସର ଅଧ୍ୟକ୍ଷ ଲି କୁନ୍ ହି’ଙ୍କର ଦେହାନ୍ତ ହୋଇନ୍ତି। ସିଓଲର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ 78 ବର୍ଷ ବୟସରେ  ଆଖି ବୁଜିଛନ୍ତି ଲି କୁନ୍ ହି । କମ୍ପାନୀ ପକ୍ଷରୁ ତାଙ୍କର ମୃତ୍ୟୁ ସମ୍ପର୍କରେ ବିଧିବଦ୍ଧ ସୂଚନା ଦିଆଯାଇଛି । ସାମସଙ୍ଗକୁ ବିଶ୍ବର ଏକ ପ୍ରତିଷ୍ଠିତ ସୁନାମ ଅର୍ଜନ କରିଥିବା କମ୍ପାନୀ ଭାବେ ପରିଚୟ ଦେଇଥିଲେ ସେ । ତାଙ୍କର ଅବଦାନ ସର୍ବଦା କମ୍ପାନୀକୁ ଆଗକୁ ବଢାଇନେବାରେ ସାହାଯ୍ୟ କରିବ ବୋଲି କମ୍ପାନୀ କହିଛି ।ଏହା ପୂର୍ବରୁ ଲି-କୁନ-ହିଙ୍କୁ 2014ରେ ହାର୍ଟ ଆଟାକ୍ ହୋଇଥିଲା । ଏହାପରେ ସେ ଅସୁସ୍ଥ ହୋଇପଡିଥିଲେ । ଭାଇସ ଚେୟାରମ୍ୟାନ ଲି ଜେ-ୟୋଙ୍ଗ କମ୍ପାନୀକୁ ସମ୍ଭାଳିଥିଲେ। (ଏଜେନ୍ସି)

Share. Facebook Twitter LinkedIn Email WhatsApp Copy Link

Related Posts

ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ କାର୍ଯ୍ୟର ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 7, 2026

ଅପ୍ରେଲ ୧୪ ରେ ବାଲୁଗାଁରେ ଅଷ୍ଟଶମ୍ଭୁ ମିଳନ: ପ୍ରସ୍ତୁତି ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

April 7, 2026

ଆଜି ଏପ୍ରିଲ ୭ ତାରିଖ ଏହି ଚାରୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

April 7, 2026

୯ ପୋଲିସକୁ ଫାଶୀ

April 6, 2026
Latest News

ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ କାର୍ଯ୍ୟର ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 7, 2026

ଅପ୍ରେଲ ୧୪ ରେ ବାଲୁଗାଁରେ ଅଷ୍ଟଶମ୍ଭୁ ମିଳନ: ପ୍ରସ୍ତୁତି ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

April 7, 2026

ଆଜି ଏପ୍ରିଲ ୭ ତାରିଖ ଏହି ଚାରୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

April 7, 2026

ବିଜେଡିରୁ ପୁଣି ନିଲମ୍ବନ ହେଲେ ଜଣେ ପୂର୍ବତନ ବିଧାୟକ ଏବଂ ଜଣେ ପୂର୍ବତନ ସାଂସଦ

April 6, 2026

୯ ପୋଲିସକୁ ଫାଶୀ

April 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.