Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆର୍ଥିକ ପ୍ରତିବନ୍ଧକରୁ ଦୂରେଇ ରହିବା ପାଇଁ ଏହି ସହଜ ଉପାୟ କରନ୍ତୁ, ଅର୍ଥର ଅଭାବ ରହିବ ନାହିଁ
ଆଜିର ଖବର

ଆର୍ଥିକ ପ୍ରତିବନ୍ଧକରୁ ଦୂରେଇ ରହିବା ପାଇଁ ଏହି ସହଜ ଉପାୟ କରନ୍ତୁ, ଅର୍ଥର ଅଭାବ ରହିବ ନାହିଁ

October 26, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ଦୀପ
ଆମେ ଘରେ କଣ ପାଇଁ ଦୀପ ଜାଳୁ, କଣ ରହିଛି ଏହାର ନିୟମ, ଜାଣନ୍ତୁ

ନୂଆଦିଲ୍ଲୀ, ବେଳେ ବେଳେ ଅନେକ ବ୍ୟକ୍ତି ଆର୍ଥିକ ପ୍ରତିବନ୍ଧକ ଦ୍ୱାରା ବହୁ ଅସୁବିଧାର ସମ୍ମୁଖୀନ ହୁଅନ୍ତି। ଏହି ସମସ୍ୟାରୁ ଉଦ୍ଧାର ପାଇବା ପାଇଁ ସେମାନେ ଅନେକ ଉପାୟରେ ଚେଷ୍ଟା କଲେ ମଧ୍ୟ ସେହି ସମସ୍ୟାରୁ ମୁକ୍ତି ପାଇପାରନ୍ତି ନାହିଁ। ଜାଣନ୍ତୁ ଏହାର ପ୍ରତିକାର ଯାହା ଦ୍ବାରା ଆପଣ ଏହି ଆର୍ଥିକ ସମସ୍ୟାରୁ ମୁକ୍ତି ପାଇପାରିବେ। ଏହି ପୂଜା କଲେ ଆପଣଙ୍କର ଅର୍ଥର ଅଭାବ ରହିବ ନାହିଁ।

କୌଣସି ଏକ ଶୁକ୍ରବାର ଦିନ ଆପଣ ଏହି ବ୍ରତ ପାଳନ କରନ୍ତୁ। ଗୋଟିଏ ଦିନ ଆପଣ କୌଣସି କାମ ରଖନ୍ତୁ ନାହିଁ। ସକାଳୁ ସ୍ନାନ ସାରି ଏହି ବ୍ରତ ଆରମ୍ଭ କରନ୍ତୁ। ସେହିଦିନ ଘରେ ମହିଳାମାନଙ୍କୁ ନାଲି ଶାଢୀ ପିନ୍ଧିବାକୁ କୁହନ୍ତୁ। ଘରେ ଏକ ଉଚ୍ଚ ଆସନରେ ନୂଆ ନାଲି କନା ଉପରେ ମା ଦୁର୍ଗାଙ୍କ ମୂର୍ତ୍ତି କିମ୍ବା ଫଟୋ ରଖନ୍ତୁ। ତାଙ୍କ ଆଗରେ ଏକ ଘିଅ ଦୀପ ପ୍ରଜ୍ୱଳନ କରି ଦୁର୍ଗା ସପ୍ତସତୀ ପାଠ କରନ୍ତୁ। ଦୀପ ଜାଳିବାବେଳେ ଦେବୀ ଦୁର୍ଗାଙ୍କୁ ଆପଣଙ୍କର ସମସ୍ତ ସମସ୍ୟା କୁହନ୍ତୁ।

ଦୁର୍ଗା ସପ୍ତସତୀ ପାଠ କରିବା ପରେ, ମା’ଙ୍କୁ ଘିଅରେ ତିଆରି ଏକ ହାଲୱା କିମ୍ବା ଲଡୁ ଅର୍ପଣ କରନ୍ତୁ ଏବଂ ଦୀପ ଉଠାନ୍ତୁ। ସେହି ଦୀପକୁ ଘରର ମୁଖ୍ୟ ଦ୍ୱାରର ଡାହାଣ ପାର୍ଶ୍ୱରେ ରଖନ୍ତୁ। ଏହା କରିବା ପରଦିନ, ଦୀପକୁ ପାଣିରେ ବିସର୍ଜନ କରନ୍ତୁ। ଏହା କରିବା ଦ୍ୱାରା ଘରର ସମସ୍ତ ସମସ୍ୟା, ନକାରାତ୍ମକ ଶକ୍ତି ବାହାରେ ଏବଂ ଘରେ ସୁଖ ଏବଂ ସମୃଦ୍ଧି ବୃଦ୍ଧି ପାଇଥାଏ।

ପୂଜାପାଠ ରାଶିଫଳ ସମାଧାନ
Share. Facebook Twitter LinkedIn Email WhatsApp Copy Link

Related Posts

ବାୟୁସେନାର ବିମାନ ଦୁର୍ଘଟଣାଗ୍ରସ୍ତ: ୧୧୦ ସୈନିକ କରୁଥିଲେ ଯାତ୍ରା

March 24, 2026

ଆଜି ମାର୍ଚ୍ଚ ୨୪ ତାରିଖ ମଙ୍ଗଳବାରରେ ଏହି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

March 24, 2026

ପ୍ରଶଂସନୀୟ କାର୍ଯ୍ୟ ପାଇଁ ଦୁଇଜଣ ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ସମ୍ମାନିତ

March 23, 2026

IPL 2026: ଦିଲ୍ଲୀ କ୍ୟାପିଟାଲ୍ସର ବଦଳିବ ପ୍ଲେଇଂ ଇଲେଭେନ, KL ରାହୁଲଙ୍କୁ ମିଳିବ ବଡ଼ ଦାୟିତ୍ୱ

March 23, 2026
Latest News

ବାୟୁସେନାର ବିମାନ ଦୁର୍ଘଟଣାଗ୍ରସ୍ତ: ୧୧୦ ସୈନିକ କରୁଥିଲେ ଯାତ୍ରା

March 24, 2026

ବାଧାମୁକ୍ତ ଜାହାଜ ଚଳାଚଳ ଉପରେ ଗୁରୁତ୍ୱ ଦେଲେ ପ୍ରଧାନମନ୍ତ୍ରୀ

March 24, 2026

ଇରାନ ଯୁଦ୍ଧ କେବେ ଶେଷ ହେବ?: ଦିନ ଧାର୍ଯ୍ୟ କଲା ଆମେରିକା, ମଧ୍ୟସ୍ଥତା କରିବ ପାକିସ୍ତାନ

March 24, 2026

ଆଜି ମାର୍ଚ୍ଚ ୨୪ ତାରିଖ ମଙ୍ଗଳବାରରେ ଏହି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

March 24, 2026

ପ୍ରଶଂସନୀୟ କାର୍ଯ୍ୟ ପାଇଁ ଦୁଇଜଣ ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ସମ୍ମାନିତ

March 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.