ଭୁବନେଶ୍ୱର: ଭାରତ ସରକାରଙ୍କ ଅଧୀନରେ ଜିଏସଟି କାଉନ୍ସିଲ ଗଠନ କରାଯାଇଛି। ଏଥିରେ ଦେଶର ବିଭିନ୍ନ ରାଜ୍ୟର ମନ୍ତ୍ରୀମାନଙ୍କୁ ସଦସ୍ୟ ଭାବେ ଚୟନ କରାଯାଇଛି। ଆମ ରାଜ୍ୟ ଓଡିଶାରୁ ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଏହି ସମ୍ମାନନୀୟ ପରିଷଦର ସଦସ୍ୟ ରୂପେ […]
ଭୁବନେଶ୍ବର: ଆଜିଠାରୁ ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେସନ ଆରମ୍ଭ ହୋଇଛି। ଏଥିରେ ରାଜ୍ୟପାଳ ରଘୁବର ଦାସ ନିଜର ଅଭିଭାଷଣ ରଖିଛନ୍ତି। ନୂଆ ସରକାରର ନୂଆ ଅଧିବେସନ ହୋଇଥିବାରୁ ବିଧାୟକଙ୍କ ମନରେ ବେଶ ଉତ୍ସାହ ଦେଖା ଦେଇଛି। କେତେକ ବିଧାୟକ ବିଧାନସଭା ଭିତରକୁ […]
ଭୁବନେଶ୍ବର: ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡାଃ କୃଷ୍ଣଚନ୍ଦ୍ର ମହାପାତ୍ର ଆଜି କ୍ୟାପିଟାଲ ହସପିଟାଲ ପରିସରରେ ଥିବା ଆହାର କେନ୍ଦ୍ରକୁ ଅଚାନକ ପରିଦର୍ଶନ କରିଥିଲେ। ମନ୍ତ୍ରୀ ଡାଃ ମହାପାତ୍ର ଆହାର କେନ୍ଦ୍ରରେ ପହଂଚିବା ପରେ ଧାଡିରେ ରହି କୁପନ […]
ପୁରୀ: ରତ୍ନ ଭଣ୍ଡାର ଖୋଲିବା ପରେ ଘଟିଲା ଏକ ଅଘଟଣ। ତାହା ହେଲା ଯେ, ରତ୍ନ ଭଣ୍ଡାର ଖୋଲିବା ପରେ ସେଠାରେ ଅସୁସ୍ଥ ହୋଇପଡିଲେ ପୁରୀ ଏସପି ପିନାକ ମିଶ୍ର। ସେ ଶ୍ବାସ ପ୍ରଶ୍ବା, ନେବାରେ କଷ୍ଟ ଅନୁଭବ କଲେ। ଫଳରେ […]
ଭୁବନେଶ୍ବର: ଗୁଣ୍ଡିଚା ମନ୍ଦିରକୁ ବଡଠାକୁର ପହଣ୍ଡି ବିଜେ ବେଳେ ଚାରମାଳ ଉପରେ ପଡିଯିବା ଘଟଣାକୁ ସରକାର ଗୁରୁତର ସହ ନେଇଛନ୍ତି। ଆଜି ସକାଳେ ଶ୍ରୀମନ୍ଦିର ପ୍ରଶାସନର ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବଙ୍କୁ ସରକାର ବଦଳି କରିଛନ୍ତି। ତାଙ୍କ ସ୍ଥାନରେ ବରିଷ୍ଠ […]
ପୁରୀ: ଆଜି ସକାଳୁ ପୁରୀ ବେଳାଭୂମିରେ ମର୍ଣ୍ଣିଂୱାକ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ନିଜର ସୁରକ୍ଷା କର୍ମୀଙ୍କ ଗହଣରେ ସେ ବେଳାଭୂମିରେ ବେଶ କିଛି ସମୟ ଚାଲିଥିଲେ। ହଠାତ ରାଷ୍ଟ୍ରପତି ବେଳାଭୂମିରେ ଚାଲୁଥିବାର ଦେଖି ଲୋକେ ଆଶ୍ଚର୍ଯ୍ୟ ହୋଇଯାଇଥିଲା। ରାଷ୍ଟ୍ରପତି ରଥଯାତ୍ରା […]
ଭୁବନେଶ୍ବର: ଆସନ୍ତାକାଲି ହେଉଛି ବିଶ୍ବ ପ୍ରସିଦ୍ଧ ରଥଯାତ୍ରା। ଏହି ଉପଲକ୍ଷେ ପୁରୀରେ ଯାତ୍ରୀଙ୍କ ଭିଡ ପରିଲକ୍ଷିତ ହେବାରେ ଲାଗିଛି। ତେବେ ରଥଯାତ୍ରା ପୂର୍ବରୁ ବଡ ଦାଣ୍ଡକୁ ସଫାସୁତୁରା ରଖିବା ପାଇଁ ଖୋଦ ମୁଖ୍ୟମନ୍ତ୍ରୀ ମୋହନ ମାଝି ଆଗେଇ ଆସିଛନ୍ତି। ଆଜି ସକାଳୁ […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ମାଝୀ ହେଉଛନ୍ତି ବଡ ବାସ୍ତୁ ବିଶ୍ବାସୀ। ଏ କଥା ଗତକାଲି ସେ ଲୋକସେବା ଭବନ ତୃତୀୟ ମହଲାରେ ବସିବା ପରେ ସ୍ପଷ୍ଟ ହେଲା। କାରଣ ଲୋକସେବା ଭବନର ତୃତୀୟ ମହଲାରେ ଥିବା ତାଙ୍କ ପ୍ରକୋଷ୍ଠରେ ବସିବା ଆସନ […]
ଭୁବନେଶ୍ବର: ପ୍ରାୟ ଦୁଇମାସ ନିରବତା ପରେ ଏବେ ଭୁବନେଶ୍ବର ସଂସଦୀୟ ଅଞ୍ଚଳରେ ପ୍ରବେଶ କରିଛନ୍ତି ବିଜେଡି ନେତ୍ରୀ ଶ୍ରୀମୟୀ ମିଶ୍ର। ଚଳିତ ନିର୍ବାଚନରେ ଶ୍ରୀମୟୀଙ୍କୁ ନେଇ ସାରା ରାଜ୍ୟରେ ବେଶ ଚର୍ଚ୍ଚା ଚାଲିଥିଲା। କାରଣ ତାଙ୍କୁ ଭୁବନେଶ୍ବରର ସାଂସଦ ପ୍ରାର୍ଥୀ କରିବ […]
କଟକ: ‘ସମାଜ’ର ନୂତନ ସମ୍ପାଦକ ଭାବେ ଦାୟିତ୍ବ ନେଇଛନ୍ତି ଡଃ ପ୍ରଭାସ ଆଚାର୍ଯ୍ୟ। ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିଷ୍ଠିତ ସର୍ବ ପୁରାତନ ଦୈନିକ ସମ୍ବାଦପତ୍ର ‘ସମାଜ’ର ନୂତନ ସମ୍ପାଦକ ଭାବେ ଡଃ ପ୍ରଭାସ ଆଚାର୍ଯ୍ୟ ମଙ୍ଗଳବାର ଦାୟିତ୍ଵ ଗ୍ରହଣ କରିଛନ୍ତି। […]
ନୂଆଦିଲ୍ଲୀ: ଦେଶର ପ୍ରତିଷ୍ଠିତ ମିଡିଆ ବ୍ୟକ୍ତିତ୍ବ ତଥା ବିଖ୍ୟାତ ଫିଲ୍ମ ଷ୍ଟୁଡିଓ ଏବଂ ଚଳଚିତ୍ର ପ୍ରଯୋଜକ ରାମୋଜୀ ରାଓଙ୍କ 87 ବର୍ଷ ବୟସରେ ପରଲୋକ ହୋଇଯାଇଛି। ସେ ଗତ 5 ତାରିଖରୁ ଅସୁସ୍ଥ ହୋଇ ହାଇଦ୍ରାବାଦରେ ଏକ ହସପିଟାଲରେ ଚିକିତ୍ସିତ ହେଉଥିଲେ। […]
ଭୁବନେଶ୍ୱର: ରାଜ୍ୟ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନାଙ୍କ ମାତା ଶ୍ରୀମତୀ ଶକୁନ୍ତଳା ଜେନାଙ୍କର ଗତକାଲି ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୧ ବର୍ଷ ବୟସ ହୋଇଥିଲା। ତାଙ୍କ ବିୟୋଗରେ ପରିବାର ବର୍ଗ, ବନ୍ଧୁ ଓ ଆତ୍ମୀୟ […]
ଭୁବନେଶ୍ବର: ଆଜି ରାଜ୍ୟର ଜଣେ ବର୍ଷିୟାନ କଳାକାର ତଥା ନିର୍ଦ୍ଦେଶକ ସଚ୍ଚି ଦାସଙ୍କ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ 91 ବର୍ଷ ବୟସ ହୋଇଥିଲା। ସେ କଟକ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବେଳେ ମୃତ୍ୟୁବରଣ କରିଛନ୍ତି। ସେ ଶତାଧିକ ନାଟକରେ […]
ଭୁବନେଶ୍ବର: ଆଜି ନବୀନ ନିବାସ ଆଗରେ ଏକ ଭିନ୍ନ ପରିବେଶ ଦେଖିବାକୁ ମିଳିଥିଲା। ଆଜି ନବୀନ ନିବାସରେ ନେତାଙ୍କ ବଦଳରେ ଅଭିନେତାଙ୍କୁ ବେଶୀ ଦେଖିବାକୁ ମିଳିଥିଲା। ଯାହାକୁ ନେଇ ସେଠାରେ ଉପସ୍ଥିତ ସାମ୍ବାଦିକମାନେ ଆଶ୍ଚର୍ଯ୍ୟ ପ୍ରକଟ କରିଥିଲେ। ଜଣେ କିମ୍ବା ଦୁଇ […]
ଭୁବନେଶ୍ୱର: ବିଶିଷ୍ଟ କଣ୍ଠ ଶିଳ୍ପୀ ଶାନ୍ତିଲତା ବାରିକ ଙ୍କ ବିୟୋଗ ରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି। ଏକ ଶୋକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଜଣେ ଲୋକପ୍ରିୟ ଭଜନ ଗାୟିକା ଶାନ୍ତି ଲତା ବାରିକ […]
ଭୁବନେଶ୍ବର: ଆଜି ବିଜେଡିରେ ସାମିଲ ହେବେ କଂଗ୍ରେସ ଦଳର ଭେଟରାନ ଲିଡର ଚିରଞ୍ଜୀବ ବିଶ୍ବାଳ। ସେ ଗତକାଲି କଂଗ୍ରେସରୁ ଇସ୍ତଫା ପ୍ରଦାନ କରିଥିଲେ। ସେ ହେଉଛନ୍ତି ଜଗତସିଂହପୁର ର ପୂର୍ବତନ ବିଧାୟକ। ଏଥିସହିତ ସେ ହେଉଛନ୍ତି ପୂର୍ବତନ ଉପମୁଖ୍ୟମନ୍ତ୍ରୀ ବସନ୍ତ ବିଶ୍ବାଳଙ୍କ […]
ଭୁବନେଶ୍ବର: ମୋନିଦୀପା ସର୍ଖେଲ। ନିକଟରେ ସେ ବିଜେଡିରେ ସାମିଲ ହୋଇଛନ୍ତି। ଯାହାକୁ ନେଇ ପାରାଦୀପ ରାଜନୀତି ହୋଇଉଠିଛି ସରଗରମ। କାରଣ ହେଲା, ସେ କଣ ଏଥର ପାରାଦୀପରୁ ବିଜେଡିର ପ୍ରାର୍ଥୀ ହେବେ କି ? ଏ ନେଇ ବିଜେଡି କର୍ମି ମହଲରେ […]
ଭୁବନେଶ୍ବର: ଶେଷରେ ବିଜେଡିରୁ ଇସ୍ତଫା ଦେଇଛନ୍ତି ରେମୁଣାର ପୂର୍ବତନ ବିଧାୟକ ସୁଦର୍ଶନ ଜେନା। ସେ ଆଜି ନିଜର ଇସ୍ତଫା ପତ୍ର ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପଠାଇ ଦେଇଛନ୍ତି। ସେ ଦଳର କାର୍ଯ୍ୟକଳାପ ଉପରେ ଅସନ୍ତୁଷ୍ଠ ହୋଇ ଏପରି […]
ଭୁବନେଶ୍ବର: ଖୁବ ଶିଘ୍ର କାଦମ୍ବିନୀ ପତ୍ରିକାର ସଂପାଦିକା ତଥା ସୁଲେଖିକା ଡ. ଇତିରାଣୀ ସାମନ୍ତ ରାଜନୀତିରେ ପାଦ ଦେବେ। ସେ ବିଜେଡିରେ ସାମିଲି ହେବେ ବୋଲି ଏକ ବିଶେଷ ସୁତ୍ରରୁ ଜଣାପଡିଛି। ତାଙ୍କ ଭାଇ ଡ ଅଚ୍ୟୁତ ସାମନ୍ତ ବର୍ତ୍ତମାନ ବିଜେଡିର […]
ଆଲେଖ୍ୟ: ପ୍ରଭୁକଲ୍ୟାଣ ମହାପାତ୍ର ବିଧାନସଭାରେ ପ୍ରଥମ ଅଭିଭାଷଣ : ଗତାନୁତିକ ବଜେଟ ଦ୍ବାରା ଗରିବଙ୍କୁ ସୁଫଳ ମିଳିବ ନାହିଁ : ବିଜୁ ବିଧାନସଭାର ପ୍ରଥମ ଅଭିଭାଷଣରୁ ହିଁ ବିଜୁ ପଟ୍ଟନାୟକଙ୍କ ମନରେ କୁହୁଳିଥିବା ବିଦ୍ରୋହ ସମ୍ପର୍କରେ ସ୍ପଷ୍ଟ ସୂଚନା ମିଳିଥିଲା। ସେହି […]
ନୂଆଦିଲ୍ଲୀ: କିମ୍ବଦନ୍ତୀ ଗଜଲ ଗାୟକ ପଙ୍କଜ ଉଦାସଙ୍କର ଆଜି ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ 72 ବର୍ଷ ବୟସ ହୋଇଥିଲା। ଦୀର୍ଘ ଦିନ ଧରି ଅସୁସ୍ଥ ହେବା ପରେ ଆଜି ସେ ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତି। ଏନେଇ ତାଙ୍କ […]