Happy Birthday To Naveen Patnaik: ଜାତୀୟ ରାଜନୀତିରେ ଏକ ସ୍ବତନ୍ତ୍ରସ୍ଥାନ ଦଖଲ କରିଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଜି ହେଉଛି ଜନ୍ମଦିନ। ସେ ୧୯୪୬ ମସିହା ଅକ୍ଟୋବର ୧୬ ତାରିଖରେ ଜନ୍ମଗ୍ରହଣ କରିଛନ୍ତି। ଏବେ ସେ ୭୭ ବର୍ଷ ବୟସରେ […]
Happy Birthday Amitabh Bachchan: ଆଜି ପ୍ରଖ୍ୟାତ ଅଭିନେତା ଅମିତାଭ ବଚନ ୮୦ ବର୍ଷ ବୟସରେ ପଦାର୍ପଣ କରିଛନ୍ତି। ତାଙ୍କର ଜନ୍ମଦିନରେ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଆସିବାରେ ଲାଗିଛି। ତେବେ ଆପଣ ଜାଣିଲେ ଆଶ୍ଚର୍ଯ୍ୟ ହେବେ କୋଲକାତାରେ ଅମିତାଭ ବଚନଙ୍କର ରହିଛି […]
ଭୁବନେଶ୍ବର: ଆଜି ସଂଧ୍ୟାରେ ଓଡିଶା ପ୍ରଦେଶ କଂଗ୍ରେସର ବରିଷ୍ଠ ନେତ୍ରୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ପତ୍ନୀ ଜୟନ୍ତୀ ପଟ୍ଟନାୟକଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ 90 ବର୍ଷ ବୟସ ହୋଇଥିଲା। ସେ ବୟସାଧିକ ରୋଗରେ ପିଡିତ […]
ରାଜୁ ଶ୍ରୀବାସ୍ତବଙ୍କର ଦେହାନ୍ତ: ଲୋକପ୍ରିୟ ଷ୍ଟାଣ୍ଡ ଅପ୍ ହାସ୍ୟ ଅଭିନେତା ରାଜୁ ଶ୍ରୀବାସ୍ତବଙ୍କର ୫୮ ବର୍ଷ ବୟସରେ ଦେହାନ୍ତ ହୋଇଛି। ଅଗଷ୍ଟ ୧୦ ରେ ସେ ହଠାତ୍ ହୃଦଘାତରେ ପୀଡିତ ହୋଇ ତାଙ୍କୁ ଦିଲ୍ଲୀ ଏମଏସକୁ ନିଆଯାଇଥିଲା। ତାଙ୍କୁ ତୁରନ୍ତ ଆଇସିୟୁକୁ […]
ଭୁବନେଶ୍ବର: ଧାମନଗର ବିଜେପି ବିଧାୟକ ବିଷ୍ଣୁ ସେଠୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ସେ ଏକ ବାର୍ତ୍ତାରେ କହିଛନ୍ତି ଯେ, “ଧାମନଗର ବିଧାୟକ ବିଷ୍ଣୁ ଚରଣ ସେଠୀଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଜନପ୍ରତିନିଧି ଭାବେ […]
ଭୁବନେଶ୍ୱର: ରବିନ୍ଦ୍ର ମଣ୍ଡପରେ ଚାଲିଥିବା ଗୁରୁ କେଳୁ ଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟା ବେଶ ଆକର୍ଷଣୀୟ ଥିଲା। ବହୁମୁଖୀ ତଥା ପ୍ରତିଭାଶାଳୀ କର୍ଣ୍ଣାଟକୀ କଣ୍ଠ ସଙ୍ଗୀତଜ୍ଞ ଗାୟକ ସିକ୍କିଲ ଗୁରୁଚରଣଙ୍କ କର୍ଣ୍ଣାଟକୀ ସଙ୍ଗୀତରୁ ଏହି ସଂଧ୍ୟାର ପ୍ରଥମ କାର୍ଯ୍ୟକ୍ରମ […]
ଭୁବନେଶ୍ୱର : ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ସେପ୍ଟେଟମ୍ବର ୬ ତାରିଖରେ ରବୀନ୍ଦ୍ର ମଣ୍ଡପରେ ୨୮ ତମ ଓ.ଏମ୍.ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଦ୍ୱିତୀୟ ସନ୍ଧ୍ୟା ଆୟୋଜିତ ହୋଇଥିଲା। ଉଦ୍ଘାଟନୀ ସନ୍ଧ୍ୟାରେ ବଂଶୀ ଉପରେ ପଣ୍ଡିତ ରୋନୁ […]
ଭୁବନେଶ୍ବର: ଓଡିଶା ଟିଭି ମିଡିଆ ଜଗତର ପ୍ରତିଷ୍ଠିତ ବ୍ୟକ୍ତିତ୍ବ ଅକ୍ଷୟ ମହାନ୍ତିଙ୍କର ଆଜି ସକାଳ ସାତଟା ବେଳେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ବୟସ ହୋଇଥିଲା। ସେ ଭୁବନେଶ୍ୱରର ନୀଳାଦ୍ରି ବିହାର ସେକ୍ଟର ୧ରେ ଥିବା ନିଜ […]
ଭୁବନେଶ୍ବର: ଭଲିବଲ ଖେଳାଳୀ ଆଶିଷ ସ୍ବାଇଁଙ୍କୁ ଭଲିବଲ ଫେଡେରେଶନ ଅଫ ଇଣ୍ଡିଆର ସଭାପତି ଡ. ଅଚ୍ୟୁତ ସାମନ୍ତ ସମ୍ବର୍ଦ୍ଧନା କରିଛନ୍ତି। ଗତକାଲି ଭୁବନେଶ୍ବରର କିଟ୍ କାର୍ଯ୍ୟାଳୟରେ ତାଙ୍କୁ ଏହି ସମ୍ବର୍ଦ୍ଧନା ଦିଆଯାଇଛି। ଏଥିରେ ଆଶିଷଙ୍କ ସହିତ ତାଙ୍କ ବାପା ଭରତ ସ୍ବାଇଁ, […]
ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ଭବନରେ ସାକ୍ଷାତ କରିଛନ୍ତି ଭୁବନେଶ୍ବରର ବ୍ରହ୍ମାକୁମାରୀଗଣ। ପ୍ରଜାପତି ବ୍ରହ୍ମାକୁମାରୀ ଇଶ୍ବରୀୟ ବିଶ୍ବବିଦ୍ୟାଳୟ ସେବା କେନ୍ଦ୍ରର ସଂଚାଳିକା ବ୍ରହ୍ମାକୁମାରୀ ଗୀତା ଭଉଣୀଙ୍କ ନେତୃତ୍ବରେ ଏକ ଦଳ ସାକ୍ଷାତ କରିଛନ୍ତି। ଏଥିରେ ଅଛନ୍ତି ବ୍ରହ୍ମକୁମାର ଅରୁଣ, ବ୍ରହ୍ମାକୁମାରୀ […]
ଭୁବନେଶ୍ୱର: ଆଜି ପୂର୍ବାହ୍ନରେ ଓଡ଼ିଶା ବିଧାନସଭା ପକ୍ଷରୁ ସଦ୍ଭାବନା ଦିବସ ଅବସରରେ ଶପଥପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଓଡ଼ିଶା ବିଧାନସଭାର ସମସ୍ତ ଅଧିକାରୀ ଓ କର୍ମଚାରୀ ଦେଶର ଶାନ୍ତି, ଜାତୀୟ ସଂହତି ଓ ସାଂପ୍ରଦାୟିକ ସଦ୍ଭାବ ବଜାୟ ରଖିବା […]
ନୂଆଦିଲ୍ଲୀ: ଆଜି ଉପରାଷ୍ଟ୍ରପତି ଏମ ଭେଙ୍କେୟାନାଇଡୁ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ବିଦାୟକାଳିନ ଭୋଜି ଦେଇଛନ୍ତି। ଆଜି ମଧ୍ୟାହ୍ନରେ ଉପରାଷ୍ଟ୍ରପତି ଭବନରେ ଏହି କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏଥିରେ କେବଳ ଉପରାଷ୍ଟ୍ରପତି ଏବଂ ତାଙ୍କ ପରିବାର ସହିତ ରାଷ୍ଟ୍ରପତିଙ୍କ ପରିବାର ସଦସ୍ୟ ଥିଲେ। […]
ଭୁବନେଶ୍ବର: ଆଜି କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ତରଫରୁ ୬୮ତମ ଜାତୀୟ ଚଳଚିତ୍ର ପୁରସ୍କାର ଘୋଷଣା କରାଯାଇଛି। ଏଥିରେ ଓଡିଶାର ସିନେ ଲେଖକ, ଗବେଷକ ତଥା ବରିଷ୍ଠ ସାମ୍ବାଦିକ ସୂର୍ଯ୍ୟ ଦେଓ ପୁରସ୍କାର ପାଇବା ପାଇଁ ମନୋନିତ ହୋଇଛନ୍ତି। ତାଙ୍କ […]
ଭୁବନେଶ୍ବର: ସ୍ୱର୍ଗତ ନିତ୍ୟାନନ୍ଦ ପାଣିଗ୍ରାହୀଙ୍କ ଦ୍ୱାରା ଇଂରାଜୀରେ ଅନୂଦିତ ‘ଶ୍ରୀମଦ ଭଗବଦ୍ ଗୀତା’ର ନୂତନ ସଂସ୍କରଣକୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଲୋକାର୍ପଣ କରିଛନ୍ତି। ରାଜଭବନରେ ଆୟୋଜିତ ଏକ ଉତ୍ସବରେ ରାଜ୍ୟପାଳ ପ୍ରଫେସର ଲାଲ ଗୀତାର କାବ୍ୟିକ ଅନୁବାଦ ଏକ କଠିନ […]
ନୂଆଦିଲ୍ଲୀ: ପ୍ରତିଷ୍ଠିତ କଣ୍ଠଶିଳ୍ପୀ ଭୁପିନ୍ଦର ସିଂଙ୍କ ପରଲୋକରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି; “ଦଶନ୍ଧି ଧରି ସ୍ମରଣୀୟ ଗୀତ ଗାଇଥିବା ଶ୍ରୀ ଭୁପିନ୍ଦର ସିଂଙ୍କର ପରଲୋକରେ ମୁଁ ଦୁଃଖିତ। ତାଙ୍କର […]
ନୂଆଦିଲ୍ଲୀ: ଆଜି ସଂଧ୍ୟାରେ ପଶ୍ଚିମବଂଗର ରାଜ୍ୟପାଳ ଭାବେ ମଣିପୁର ରାଜ୍ୟପାଳ ଏଲ ଗଣେଷନଙ୍କୁ ଅତିରିକ୍ତ ଦାୟିତ୍ବ ଦିଆଯାଇଛି। ସେ ପଶ୍ଚିମବଂଗର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରି ଦାୟିତ୍ବ ଗ୍ରହଣ କରିଛନ୍ତି। ଏହି ଶପଥପାଠ ଉତ୍ସବରେ ପଶ୍ଚିମବଂଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ […]
ବିଶ୍ବବିଜୟୀ ଦାଶ କୀର୍ତ୍ତିମନ୍ତ ଜୀଇଁ ରହେ ଅନନ୍ତ କାଳର କଳାର କାଳିମାକୁ ଭେଦକରି କାଳଜୟୀ ଭାବରେ ସେମିତି ଜୀଇଁଛନ୍ତି କୀର୍ତ୍ତିସ୍ମାନ ପର୍ଶୁରାମ ହରିଚ଼ନ୍ଦନ। ଶୋଲରୀ, ଭାଲେରୀ, ଘଣ୍ଟଶିଳା, ଖଣ୍ଡାହଣା ପାହାଡ଼ ପରିବେଷ୍ଟିତ ମରାଳ ମାଳିନୀ ନୀଳାମ୍ବୁ ଚ଼ିଲିକାର ତଟ ଦେଶରେ ବାଣପୁର […]
ନୂଆଦିଲ୍ଲୀ: ସ୍ବାଧୀନ ଭାରତ ପରେ ଦେଶର ଶାସନ ଦାୟିତ୍ୱ ଗ୍ରହଣ କରିଥିବା ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ ଆଜି ଜନ୍ମ ବାର୍ଷିକୀ। ଦେଶର ସ୍ବାଧୀନତା ପରେ, 15 ଅଗଷ୍ଟ 1947 ରେ, ସେ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ହୋଇଥିଲେ। ଭାରତରେ […]
ଭୁବନେଶ୍ୱର: ଆମେରିକାର ଓ୍ୱାସିଂଟନ ଡିସି ସ୍ଥିତ ସ୍ମିଥ୍ସୋନିୟନ୍ ନ୍ୟାସନାଲ୍ ମ୍ୟୁଜିୟମ୍ ଅଫ୍ ଏସିଆନ୍ ଆର୍ଟର ବୋର୍ଡରେ ଇଶା ଅମ୍ବାନିଙ୍କୁ ନିଯୁକ୍ତି ପ୍ରଦାନ କରାଯାଇଛି । ସେ ହେଉଛନ୍ତି ବୋର୍ଡର ସବୁଠୁ କମ୍ ବୟସର (ଯୁବ) ସଦସ୍ୟା । ଚାରି ବର୍ଷ ଅବଧି […]
ଭୁବନେଶ୍ୱର: ଭାରତୀୟ ବୈଷୟକି ପ୍ରତିଷ୍ଠାନ (ଆଇଆଇଟ)ର ଗଣତ ଓ ପରିସଂଖ୍ୟାନ ବିଭାଗ, କାନପୁର, ଉତ୍ତର ପ୍ରଦେଶଠାରେ ପ୍ରଫେସର ରୂପ କାର୍ଯ୍ୟରତ ଡକ୍ଟର ପରାଶର ମହାନ୍ତି ସମ୍ମାନଜନକ ଭାରତୀୟ ଜାତୀୟ ବିଜ୍ଞାନ ଏକାଡେମୀ ଶିକ୍ଷକ ପୁରସ୍କାର-୨୦୨୧ ଲାଭ କରିଛନ୍ତି । ଏପରି ବିରଳ […]
ଭୁବନେଶ୍ବର: ମନୋରାମା ମହାପାତ୍ର, ବିଶିଷ୍ଟ ଲେଖକ, ସ୍ତମ୍ଭକାର, ବକ୍ତା, ସମ୍ପାଦକ ଏବଂ ସାମାଜିକ କର୍ମୀ ଭାବେ ବେଶ ପରିଚିତ। ସେହି ମହାନ ବ୍ୟକ୍ତି ୧୯୩୪ ମସିହା ଜୁନ ୧୦ ତାରିଖରେ ଜନ୍ମଗ୍ରହଣ କରିଥିଲେ। ଓଡିଶାର ସର୍ବ ପୁରାତନ ଦୈନିକ ଖବରକାଗଜ ‘ସମାଜ’ […]