ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ମାଝୀ ହେଉଛନ୍ତି ବଡ ବାସ୍ତୁ ବିଶ୍ବାସୀ। ଏ କଥା ଗତକାଲି ସେ ଲୋକସେବା ଭବନ ତୃତୀୟ ମହଲାରେ ବସିବା ପରେ ସ୍ପଷ୍ଟ ହେଲା। କାରଣ ଲୋକସେବା ଭବନର ତୃତୀୟ ମହଲାରେ ଥିବା ତାଙ୍କ ପ୍ରକୋଷ୍ଠରେ ବସିବା ଆସନ […]
ଭୁବନେଶ୍ବର: ପ୍ରାୟ ଦୁଇମାସ ନିରବତା ପରେ ଏବେ ଭୁବନେଶ୍ବର ସଂସଦୀୟ ଅଞ୍ଚଳରେ ପ୍ରବେଶ କରିଛନ୍ତି ବିଜେଡି ନେତ୍ରୀ ଶ୍ରୀମୟୀ ମିଶ୍ର। ଚଳିତ ନିର୍ବାଚନରେ ଶ୍ରୀମୟୀଙ୍କୁ ନେଇ ସାରା ରାଜ୍ୟରେ ବେଶ ଚର୍ଚ୍ଚା ଚାଲିଥିଲା। କାରଣ ତାଙ୍କୁ ଭୁବନେଶ୍ବରର ସାଂସଦ ପ୍ରାର୍ଥୀ କରିବ […]
କଟକ: ‘ସମାଜ’ର ନୂତନ ସମ୍ପାଦକ ଭାବେ ଦାୟିତ୍ବ ନେଇଛନ୍ତି ଡଃ ପ୍ରଭାସ ଆଚାର୍ଯ୍ୟ। ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିଷ୍ଠିତ ସର୍ବ ପୁରାତନ ଦୈନିକ ସମ୍ବାଦପତ୍ର ‘ସମାଜ’ର ନୂତନ ସମ୍ପାଦକ ଭାବେ ଡଃ ପ୍ରଭାସ ଆଚାର୍ଯ୍ୟ ମଙ୍ଗଳବାର ଦାୟିତ୍ଵ ଗ୍ରହଣ କରିଛନ୍ତି। […]
ନୂଆଦିଲ୍ଲୀ: ଦେଶର ପ୍ରତିଷ୍ଠିତ ମିଡିଆ ବ୍ୟକ୍ତିତ୍ବ ତଥା ବିଖ୍ୟାତ ଫିଲ୍ମ ଷ୍ଟୁଡିଓ ଏବଂ ଚଳଚିତ୍ର ପ୍ରଯୋଜକ ରାମୋଜୀ ରାଓଙ୍କ 87 ବର୍ଷ ବୟସରେ ପରଲୋକ ହୋଇଯାଇଛି। ସେ ଗତ 5 ତାରିଖରୁ ଅସୁସ୍ଥ ହୋଇ ହାଇଦ୍ରାବାଦରେ ଏକ ହସପିଟାଲରେ ଚିକିତ୍ସିତ ହେଉଥିଲେ। […]
ଭୁବନେଶ୍ୱର: ରାଜ୍ୟ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନାଙ୍କ ମାତା ଶ୍ରୀମତୀ ଶକୁନ୍ତଳା ଜେନାଙ୍କର ଗତକାଲି ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୧ ବର୍ଷ ବୟସ ହୋଇଥିଲା। ତାଙ୍କ ବିୟୋଗରେ ପରିବାର ବର୍ଗ, ବନ୍ଧୁ ଓ ଆତ୍ମୀୟ […]
ଭୁବନେଶ୍ବର: ଆଜି ରାଜ୍ୟର ଜଣେ ବର୍ଷିୟାନ କଳାକାର ତଥା ନିର୍ଦ୍ଦେଶକ ସଚ୍ଚି ଦାସଙ୍କ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ 91 ବର୍ଷ ବୟସ ହୋଇଥିଲା। ସେ କଟକ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବେଳେ ମୃତ୍ୟୁବରଣ କରିଛନ୍ତି। ସେ ଶତାଧିକ ନାଟକରେ […]
ଭୁବନେଶ୍ବର: ଆଜି ନବୀନ ନିବାସ ଆଗରେ ଏକ ଭିନ୍ନ ପରିବେଶ ଦେଖିବାକୁ ମିଳିଥିଲା। ଆଜି ନବୀନ ନିବାସରେ ନେତାଙ୍କ ବଦଳରେ ଅଭିନେତାଙ୍କୁ ବେଶୀ ଦେଖିବାକୁ ମିଳିଥିଲା। ଯାହାକୁ ନେଇ ସେଠାରେ ଉପସ୍ଥିତ ସାମ୍ବାଦିକମାନେ ଆଶ୍ଚର୍ଯ୍ୟ ପ୍ରକଟ କରିଥିଲେ। ଜଣେ କିମ୍ବା ଦୁଇ […]
ଭୁବନେଶ୍ୱର: ବିଶିଷ୍ଟ କଣ୍ଠ ଶିଳ୍ପୀ ଶାନ୍ତିଲତା ବାରିକ ଙ୍କ ବିୟୋଗ ରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି। ଏକ ଶୋକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଜଣେ ଲୋକପ୍ରିୟ ଭଜନ ଗାୟିକା ଶାନ୍ତି ଲତା ବାରିକ […]
ଭୁବନେଶ୍ବର: ଆଜି ବିଜେଡିରେ ସାମିଲ ହେବେ କଂଗ୍ରେସ ଦଳର ଭେଟରାନ ଲିଡର ଚିରଞ୍ଜୀବ ବିଶ୍ବାଳ। ସେ ଗତକାଲି କଂଗ୍ରେସରୁ ଇସ୍ତଫା ପ୍ରଦାନ କରିଥିଲେ। ସେ ହେଉଛନ୍ତି ଜଗତସିଂହପୁର ର ପୂର୍ବତନ ବିଧାୟକ। ଏଥିସହିତ ସେ ହେଉଛନ୍ତି ପୂର୍ବତନ ଉପମୁଖ୍ୟମନ୍ତ୍ରୀ ବସନ୍ତ ବିଶ୍ବାଳଙ୍କ […]
ଭୁବନେଶ୍ବର: ମୋନିଦୀପା ସର୍ଖେଲ। ନିକଟରେ ସେ ବିଜେଡିରେ ସାମିଲ ହୋଇଛନ୍ତି। ଯାହାକୁ ନେଇ ପାରାଦୀପ ରାଜନୀତି ହୋଇଉଠିଛି ସରଗରମ। କାରଣ ହେଲା, ସେ କଣ ଏଥର ପାରାଦୀପରୁ ବିଜେଡିର ପ୍ରାର୍ଥୀ ହେବେ କି ? ଏ ନେଇ ବିଜେଡି କର୍ମି ମହଲରେ […]
ଭୁବନେଶ୍ବର: ଶେଷରେ ବିଜେଡିରୁ ଇସ୍ତଫା ଦେଇଛନ୍ତି ରେମୁଣାର ପୂର୍ବତନ ବିଧାୟକ ସୁଦର୍ଶନ ଜେନା। ସେ ଆଜି ନିଜର ଇସ୍ତଫା ପତ୍ର ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପଠାଇ ଦେଇଛନ୍ତି। ସେ ଦଳର କାର୍ଯ୍ୟକଳାପ ଉପରେ ଅସନ୍ତୁଷ୍ଠ ହୋଇ ଏପରି […]
ଭୁବନେଶ୍ବର: ଖୁବ ଶିଘ୍ର କାଦମ୍ବିନୀ ପତ୍ରିକାର ସଂପାଦିକା ତଥା ସୁଲେଖିକା ଡ. ଇତିରାଣୀ ସାମନ୍ତ ରାଜନୀତିରେ ପାଦ ଦେବେ। ସେ ବିଜେଡିରେ ସାମିଲି ହେବେ ବୋଲି ଏକ ବିଶେଷ ସୁତ୍ରରୁ ଜଣାପଡିଛି। ତାଙ୍କ ଭାଇ ଡ ଅଚ୍ୟୁତ ସାମନ୍ତ ବର୍ତ୍ତମାନ ବିଜେଡିର […]
ଆଲେଖ୍ୟ: ପ୍ରଭୁକଲ୍ୟାଣ ମହାପାତ୍ର ବିଧାନସଭାରେ ପ୍ରଥମ ଅଭିଭାଷଣ : ଗତାନୁତିକ ବଜେଟ ଦ୍ବାରା ଗରିବଙ୍କୁ ସୁଫଳ ମିଳିବ ନାହିଁ : ବିଜୁ ବିଧାନସଭାର ପ୍ରଥମ ଅଭିଭାଷଣରୁ ହିଁ ବିଜୁ ପଟ୍ଟନାୟକଙ୍କ ମନରେ କୁହୁଳିଥିବା ବିଦ୍ରୋହ ସମ୍ପର୍କରେ ସ୍ପଷ୍ଟ ସୂଚନା ମିଳିଥିଲା। ସେହି […]
ନୂଆଦିଲ୍ଲୀ: କିମ୍ବଦନ୍ତୀ ଗଜଲ ଗାୟକ ପଙ୍କଜ ଉଦାସଙ୍କର ଆଜି ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ 72 ବର୍ଷ ବୟସ ହୋଇଥିଲା। ଦୀର୍ଘ ଦିନ ଧରି ଅସୁସ୍ଥ ହେବା ପରେ ଆଜି ସେ ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତି। ଏନେଇ ତାଙ୍କ […]
ଭୁବନେଶ୍ୱର: ରାଜ୍ୟ ସ୍ୱାର୍ଥକୁ ପ୍ରାଥମିକତା ଦେଇ ଦଳୀୟ ସ୍ୱାର୍ଥକୁ ଭୁଲି ଯାଇଥିବା ନେତାମାନଙ୍କ ମଧ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଗରେ ଅଛନ୍ତି। ୧୯୯୪ ମସିହାରେ ଯେତେବେଳେ କେନ୍ଦ୍ର ରେଳ ରାଷ୍ଟ୍ରମନ୍ତ୍ରୀ କାହ୍ନୁଚରଣ ଲେଙ୍କା ରାଜ୍ୟସଭାରୁ ଅବସର ନେଲେ ତାଙ୍କୁ ଆଉଥରେ ରାଜ୍ୟସଭାକୁ […]
କଟକ: ଓଡିଆ ଚଳଚିତ୍ରର ଅଭିନେତା ତଥା କେନ୍ଦ୍ରାପଡା ସାଂସଦ ଅନୁଭବ ମହାନ୍ତିଙ୍କ ବାପା ଅଭୟ ମହାନ୍ତିଙ୍କ ପରଲୋକ ହୋଇଯାଇଛି। କଟକସ୍ଥିତ ନନ୍ଦିସାହିରେ ଥିବା ତାଙ୍କ ବାସଭବନରେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ବୟସ ହୋଇଥିଲା। ଦୀର୍ଘଦିନ ଧରି […]
ଭୁବନେଶ୍ବର: ଶେଷରେ ସମସ୍ତ କଳ୍ପନା ଜଳ୍ପନାର ଅବସାନ ଘଟିଛି। କେନ୍ଦ୍ରୀୟ ବିଜେପି ଅଶ୍ବିନୀ ବୈଷ୍ଣବଙ୍କୁ ଓଡିଶା ରାଜ୍ୟସଭା ପ୍ରାର୍ଥୀ ଭାବେ ଘୋଷଣା କରିଛି। ଆଜି ଦିଲ୍ଲୀ ବିଜେପି କାର୍ଯ୍ୟାଳୟରୁ ପ୍ରକାଶିତ ରାଜ୍ୟସଭା ପ୍ରାର୍ଥୀ ତାଲିକାରେ ଓଡିଶାରୁ ଅଶ୍ବିନୀ ବୈଷ୍ଣବଙ୍କ ନାମ ରହିଛି। […]
ଭୁବନେଶ୍ବର: ବିଶିଷ୍ଠ ସାହିତ୍ୟିକ ସାତକଡ଼ି ହୋତାଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନ ସହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏଥିସହିତ ମୁଖ୍ୟମନ୍ତ୍ରୀ ତାଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ, ବିଶିଷ୍ଟ ସାହିତ୍ୟିକ, ଓଡିଶା ସାହିତ୍ୟ ଏକାଡେମୀର ପୂର୍ବତନ […]
ଭୁବନେଶ୍ବର: ଓଡିଆ ସାହିତ୍ୟ ଜଗତର ପ୍ରତିଷ୍ଠିତ ସାହିତ୍ୟିକ ସାତୋକଡି ହୋତାଙ୍କ ପରଲୋକ ଘଟିଛି। ସେ ଅସୁସ୍ଥତା ଅନୁଭବ କରିବାରୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ହେଲେ ଆଜି ସକାଳେ ତାଙ୍କର ପରଲୋକ ହୋଇଥିବାର ଜଣାପଡିଛି। ମୃତ୍ୟୁ ବେଳକୁ ତାଙ୍କୁ 95 ବର୍ଷ […]
ବ୍ରହ୍ମପୁର: ଆଜି ରାଣୀ ଭି ସୁଜ୍ଞାନ କୁମାରୀ ଦେଓଙ୍କ ହେବ ଶେଷ କୃତ୍ୟ। ବର୍ତ୍ତମାନ ଖଲ୍ଲିକୋଟ ନିର୍ମଳଝରସ୍ଥିତ ରାଣୀ ମାଙ୍କ ବାସଭବନରେ ଶେଷ ଦର୍ଶନ ଚାଲିଛି। ଏଥିରେ ଗଂଜାମ ଜିଲ୍ଲାର ନେତା, ବିଧାୟକ ଓ ସାଂସଦ ଶେଷ ଦର୍ଶନ କରୁଛନ୍ତି। ଗତକାଲି […]
ଭୁବନେଶ୍ବର: ରାଣୀ ଭି ସୁଜ୍ଞାନ କୁମାରୀ ଦେବୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ସେ ଏକ ବାର୍ତ୍ତାରେ କହିଛନ୍ତି ଯେ, ବିଶିଷ୍ଟ ରାଜନୀତିଜ୍ଞ ତଥା ପୂର୍ବତନ ବିଧାୟିକା ଭି. ସୁଜ୍ଞାନ କୁମାରୀ ଦେଓଙ୍କ ଦେହାନ୍ତ ବିଷୟରେ ଜାଣି […]