ଭୁବନେଶ୍ବର: ଲୋକାର୍ପିତ ହେଲା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ। ଦୀର୍ଘ ୪ ବର୍ଷର ପରିଶ୍ରମ ପରେ ଶେଷରେ ପୂର୍ଣ୍ଣ ରୂପରେଖ ନେଲା ଏହି ପ୍ରକଳ୍ପ। ଯେଉଁଥିରେ ପ୍ରାୟ ଆଠଶହ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି। ପୂର୍ବରୁ ଯେଉଁମାନେ ପୁରୀ ଯାଇଥିବେ ଏବଂ ଯଦି […]
ଭୁବନେଶ୍ୱର : ପୁଣି ଥରେ ବିରୋଧୀ ନେତାଙ୍କୁ ତେରଛା ବାଣ ମାରିଛନ୍ତି ଫାଇଭ ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ବିରୋଧୀ ନେତାମାନଙ୍କ ଅସଲ ଚେହେରାକୁ ମଧ୍ୟ ପଦାରେ ପକାଇ ଦେଇଛନ୍ତି । ସେ କହିଛନ୍ତି, ନିର୍ବାଚନ ଥିବାରୁ ବହୁତ ବଡ ବଡ […]
ଭୁବନେଶ୍ବର: ମୋର ଦଳ ନାହିଁ କି ଖବରକାଗଜ ନାହିଁ। ତେଣୁ ନିର୍ବାଚନ କଥା କାହିଁକି ଚିନ୍ତା କରିବି। ହେଲେ ବଡ ଦୁଃଖର କଥା ଯେ, ଯେଉଁମାନଙ୍କୁ ମୁଁ ସାମ୍ବାଦିକ କରିଥିଲି ସେମାନେ ମୋ ବିରୋଧରେ ମିଛ କହିଲେ। ସେମାନେ ମୋ ବିରୋଧରେ […]
ଭୁବନେଶ୍ବର: ଆଜି ନୂଆବର୍ଷ ଉପଲକ୍ଷେ ରାଜ୍ୟର ବରିଷ୍ଠ ଆଇଏଏସ ଏବଂ ଆଇପିଏସ ଅଧିକାରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି। ଆଜି ସମସ୍ତେ ନବୀନ ନିବାସ ଆସି ମୁଖ୍ୟମନ୍ତ୍ରୀଙ୍କୁ ଫୁଲତୋଡା ପ୍ରଦାନ କରି 2024ର ଶୁଭେଚ୍ଛା ଜଣାଇଥିଲେ। ମୁଖ୍ୟଶାସନ ସଚିବ ପ୍ରଦୀପ […]
ନୂଆଦିଲ୍ଲୀ: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ସାଧାରଣତନ୍ତ୍ର ଦିବସ ପରେଡରେ ଯୋଗ ଦେବେ ନାହିଁ ବୋଲି ନିଶ୍ଚିତ କରିବା ପରେ ଭାରତ ଏବେ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନଙ୍କୁ ନୂଆଦିଲ୍ଲୀ ଗସ୍ତ ପାଇଁ ନିମନ୍ତ୍ରଣ କରିଛି। ଯଦି ଫ୍ରାନ୍ସ ରାଷ୍ଟ୍ରପତି ଏହି […]
ନୂଆଦିଲ୍ଲୀ: ଉପରାଷ୍ଟ୍ରପତିଙ୍କ ମିମିକ୍ରିକୁ ଯୋଗୁ ସୃଷ୍ଟି ହୋଇଥିବା ବିବାଦକୁ ନେଇ ବିରୋଧୀ ଇଣ୍ଡି ମେଣ୍ଟ ପାଇଁ ସମସ୍ୟା ସୃଷ୍ଟି ହୋଇଛି। ସଂସଦର ସୁରକ୍ଷା ଉଲ୍ଲଂଘନ ପ୍ରସଙ୍ଗ ବିରୋଧୀଙ୍କ ପାଇଁ ଏକ ବଡ଼ ସୁଯୋଗ ଥିଲା। ସମଗ୍ର ଅଧିବେଶନ ପାଇଁ ସାଂସଦମାନଙ୍କୁ ବ୍ୟାପକ […]
ଭୁବନେଶ୍ବର: ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ୫୦୭ଟି ଧାର୍ମିକ ଓ ଗୋଷ୍ଠୀ ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୧୫ କୋଟି ୨୦ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି। ଏହି ଅର୍ଥରେ ଭୁବନେଶ୍ୱର ଉତ୍ତର, ଏକାମ୍ର ଭୁବନେଶ୍ୱର ଏବଂ ଭୁବନେଶ୍ୱର […]
ଭୁବନେଶ୍ୱର: ଦେଶର ସ୍ୱାଧୀନତା ଆନ୍ଦୋଳନରେ ନିଜକୁ ଉତ୍ସର୍ଗ କରିଥିବା ମହିଳା ସ୍ୱାଧୀନତା ସଂଗ୍ରାମୀମାନଙ୍କ ମଧ୍ୟରେ ରମାଦେବୀ ହେଉଛନ୍ତି ଅନ୍ୟତମ। ରାଜ୍ୟର ପ୍ରଥମ ମହିଳା ସ୍ୱାଧୀନତା ସଂଗ୍ରାମୀ ଭାବେ ମହାତ୍ମାଗାନ୍ଧୀଙ୍କ ଆହ୍ୱାନରେ ସେ ଲବଣ ସତ୍ୟାଗ୍ରହ, ଖଦି ଆନ୍ଦୋଳନ, ବିନୋବା ଭାବେଙ୍କ ଭୂଦାନ […]
ଭୁବନେଶ୍ୱର: ଗଙ୍ଗଶିଉଳି ରାତିରେ ଫୁଟି ସକାଳକୁ ଝଡ଼ିଯାଇଥାଏ ସତ ମାତ୍ର ରାତିକ ମଧ୍ୟରେ ତା’ର ମହକରେ ଖେଳିଯାଏ ଚତୁର୍ଦିଗ। ସେହି ଗଙ୍ଗଶିଉଳିକୁ ନେଇ ‘ଶେଫାଳି ପ୍ରତି’ କବିତାରେ ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତଙ୍କ ଭାବପୂର୍ଣ୍ଣ ପଦପଂକ୍ତି ଅତ୍ୟନ୍ତ ହୃଦୟସ୍ପର୍ଶୀ। ମାତ୍ର […]
ନୂଆଦିଲ୍ଲୀ: ତେଲେଙ୍ଗାନାର ମୁଖ୍ୟମନ୍ତ୍ରୀ ଭାବେ ରେବାନ୍ତ ରେଡ୍ଡୀ ହେବେ ବୋଲି ଗତକାଲି କଂଗ୍ରେସ ଘୋଷଣା କରିଛି। ସେ ଆସନ୍ତାକାଲି ଶପଥ ନେବେ ବୋଲି କୁହାଯାଇଛି। ଏହାପରେ ଆଜି ରେବାନ୍ତ ନୂଆଦିଲ୍ଲୀରେ କଂଗ୍ରେସ କର୍ତ୍ତୁପକ୍ଷଙ୍କୁ ସାକ୍ଷାତ କରିଛନ୍ତି। ସେ ସୋନିଆ ଗାନ୍ଧି, ରାହୁଳ […]
ଭୁବନେଶ୍ବର: ବର୍ତ୍ତମାନ ଯେଉଁ ବିଧାୟକମାନେ ଆଉ ନିର୍ବାଚନ ଲଢିବେ ନାହିଁ ସେମାନେ ବର୍ତ୍ତମାନ ତାଙ୍କ ପୁଅଙ୍କୁ ଆଗକୁ ଆଣିବାରେ ଲାଗିଛନ୍ତି। ନିକଟରେ ଭୋଗରାଇ ବିଧାୟକ ଅନନ୍ତ ଦାସ ତାଙ୍କ ପୁଅଙ୍କୁ ଧରି କାର୍ତ୍ତିକ ପାଣ୍ଡିଆନଙ୍କୁ ସାକ୍ଷାତ କରିଛନ୍ତି। ଯାହାକୁ ନେଇ ଭୋଗରାଇରେ […]
ଭୁବନେଶ୍ୱର: ପ୍ରେରଣା ଇଣ୍ଟରନ୍ୟାସନାଲ ଗ୍ରୀନ୍ ଆର୍ମିର କମାଣ୍ଡାଣ୍ଟ ଇନ୍ ଚିଫ୍୍, ବିଶିଷ୍ଟ ପରିବେଶବିତ୍ ତଥା ପୂର୍ବତନ ବିଧାୟକ ଡକ୍ଟର ଦିଲ୍ଲୀପ ଶ୍ରୀଚନ୍ଦନଙ୍କୁ ବିଶ୍ୱ ମାନବିକ ଅଧିକାର ସୁରକ୍ଷା ସଂଗଠନ ପକ୍ଷରୁ ସ୍ଥାନୀୟ ଜୟଦେବ ଭବନଠାରେ ଆୟୋଜିତ ଉତ୍ସବରେ ଛତିଶଗଡ଼ ରାଜ୍ୟପାଳ ଶ୍ରୀ […]
ଭୁବନେଶ୍ବର: ଆଜି ଭୁବନେଶ୍ବରରେ ପହଞ୍ଚିଛନ୍ତି ପ୍ରଖ୍ୟାତ ଅଭିନେତା ତଥା ସମାଜସେବୀ ସୋନୁ ସୁଦ। ସେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ଧରିତ୍ରୀର ସଂପାଦକ ତଥାଗତ ଶତପଥୀ ଏବଂ ଆଦ୍ୟାଶା ଶତପଥୀ ସ୍ବାଗତ କରିଥିଲେ। ଆସନ୍ତାକାଲି ଓଡିଆ ଦୈନିକ ଖବରକାଗଜ […]
କେଦାର ମିଶ୍ର ଆଧୁନିକ ଶିଳ୍ପ ନଗରୀ ଅନୁଗୁଳର ଏକ ଅପରିଚିତ ଠିକଣା- ବାଜି ରାଉତ ଛାତ୍ରାବାସ। ସେଇ ପୁରୁଣାକାଳିଆ ଛାତ୍ରାବାସଟି ଆଜି ବି ଲାଗେ କେଉଁ ପ୍ରାଚୀନ ସମୟର ଗୁରୁକୁଳ ପରି। ସେହି ଛାତ୍ରାବାସର ଗୋଟେ ଚାଳ ଛପର ଥିବା ଏକ […]
ନୂଆଦିଲ୍ଲୀ: ଚଳିତ ବର୍ଷ ଦୀପାବଳି ନଭେମ୍ବର ୧୨ରେ ପାଳନ ହେବାକୁ ଯାଉଛି । ଠିକ୍ ୭୬ ବର୍ଷ ପୂର୍ବେ ୧୯୪୭ ମସିହା ନଭେମ୍ବର ୧୨ ତାରିଖରେ ସ୍ୱାଧୀନ ଭାରତ ନିଜର ପ୍ରଥମ ଦୀପାବଳି ପାଳନ କରିଥିଲା। ତେବେ ଦେଶ, ବିଶେଷ କରି […]
ନୂଆଦିଲ୍ଲୀ: ବରିଷ୍ଠ କବି ତଥା ଗୀତିକାର ଜାଭେଦ ଅଖତର ଗୁରୁବାର ହିନ୍ଦୁ ସମ୍ପ୍ରଦାୟକୁ ସହିଷ୍ଣୁ ବୋଲି ପ୍ରଶଂସା କରିବା ସହ ହିନ୍ଦୁ ସଂସ୍କୃତି ଓ ପରମ୍ପରା ଯୋଗୁଁ ଭାରତରେ ଗଣତନ୍ତ୍ର ରହିଛି ବୋଲି କହିଛନ୍ତି। ସମାଜରେ ଅସହିଷ୍ଣୁତା ବୃଦ୍ଧିକୁ ନେଇ ଚିନ୍ତା […]
ଭୁବନେଶ୍ୱର: କେନ୍ଦ୍ର ରାଷ୍ଟ୍ର ମନ୍ତ୍ରୀ ଶ୍ରୀ ବିଶେଶ୍ୱର ଟୁଡୁ ଓଡିଶାରେ ଚାଲୁଥିବା କେନ୍ଦ୍ରୀୟ ଯୋଜନାର ସମୀକ୍ଷା କରିଛନ୍ତି। ବୈଠକରେ ନ୍ୟାସନାଲ ହାଇୱେ ଅଥରିଟି ଅଫ୍ ଇଣ୍ଡିଆର ରିଜୋନାଲ ଅଫିସର ବିରେନ୍ଦ୍ର ସିଂ ଏବଂ ପ୍ରୋଜେକ୍ଟ ଡାଇରେକ୍ଟର ବାଲେଶ୍ୱର ପିଆଇଓ ଜେପି ବର୍ମ୍ମା […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର ଦିନ ଛତିଶଗଡର ରାଜନନ୍ଦନ ଜିଲ୍ଲାର ଏକ ଲୋକପ୍ରିୟ ତୀର୍ଥସ୍ଥାନ ଡୋଙ୍ଗରଗଡ ପରିଦର୍ଶନ କରି ଜୈନ ସାଧୁ ଆଚାର୍ଯ୍ୟ ବିଦ୍ୟାସାଗର ମହାରାଜଙ୍କୁ ସାକ୍ଷାତ କରିଛନ୍ତି। ତାଙ୍କର ପାଦତଳେ ମୁଣ୍ଡିଆ ମାରି ପ୍ରଧାନମନ୍ତ୍ରୀ ଆର୍ଶିବାଦ ଭିକ୍ଷା କରିଥିଲେ। […]
ପୁରୀ: ଆଧୁନିକ ଯୁଗର ଅନ୍ୟତମ ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ୍ ବିରାଟ କୋହଲିଙ୍କୁ ଆଜି 35 ବର୍ଷ ପୁରଣ ହୋଇଛି। ସେ 5 ନଭେମ୍ବର 1988 ମସିହାରେ ଜନ୍ମଗ୍ରହଣ କରିଥିଲେ। କୋହଲିଙ୍କୁ ଏଥର ଜନ୍ମଦିନର ଢେର କିଛି ଶୁଭେଚ୍ଛା ମିଳିବ। କାରଣ ବର୍ତ୍ତମାନ ଚାଲିଛି […]
ଭୁବନେଶ୍ବର: ଓଡିଶାର ବର୍ଷିୟାନ ସାମ୍ବାଦିକ ତଥା ସମାଜ ର ପୂର୍ବତନ ସମ୍ପାଦକ ଶରତ ମିଶ୍ରଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୭ ବର୍ଷ ବୟସ ହୋଇଥିଲା। ସେ ଓଡିଶା ଗଣ ମାଧ୍ୟମର ଜଣେ ପରିଚିତ ବ୍ୟକ୍ତିତ୍ବ। ସେ ବ୍ରହ୍ମପୁରରୁ ପ୍ରକାଶିତ […]
ଭୁବନେଶ୍ବର: ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ଏସଟି ମୋର୍ଚ୍ଚା ରାଜ୍ୟ ପଦାଧିକାରୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ମୋର୍ଚ୍ଚାର ରାଜ୍ୟ ସଭାପତି ବିଧାୟକ ନିତ୍ୟାନନ୍ଦ ଗଣ୍ଡଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଯୋଗ ଦେଇ ପୂର୍ବତନ ଆଦିବାସୀ କଲ୍ୟାଣ ମନ୍ତ୍ରୀ ତଥା ସାଂସଦ ଶ୍ରୀ […]