ଆଜିର ଖବର

ଭୁବନେଶ୍ବର: ସୋନପୁରର ସଦର ବ୍ଲକ୍‌ର ଶରଧାବାଲି ସ୍କୁଲଠାରେ କାର୍‌ ଦୁର୍ଘଟଣାରେ ୩ ଜଣ ଛାତ୍ର ପ୍ରାଣ ହରାଇବା ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ…

ଭୁବନେଶ୍ଵର: ୨୦୩୦ ସୁଦ୍ଧା ନେଟ୍‌ ଜିରୋ କାର୍ବନ ଏମିଟର ବା ଶୂନ୍ୟ ଅଙ୍ଗାରକାମ୍ଳ ନିର୍ଗମନ ଲକ୍ଷ୍ୟ ହାସଲ ନିମନ୍ତେ ଭାରତୀୟ ରେଳବାଇର ପ୍ରୟାସ ଜାରି ରହିଛି। ଏହି…

ଭୁବନେଶ୍ୱର: ଆସନ୍ତା ୨୦୨୩-୨୪ ଶିକ୍ଷା ବର୍ଷରୁ ରାଜ୍ୟରେ ୧୦୬ ଗୋଟି ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଏକାଦଶ ଶ୍ରେଣୀ ଖୋଲାଯାଇ ଶିକ୍ଷାଦାନ ଆରମ୍ଭ ପାଇଁ ଏକ ଦିନିକିଆ…

ନୂଆଦିଲ୍ଲୀ: ଖାଲିସ୍ତାନ ସମର୍ଥକଙ୍କ ଆକ୍ରମଣ ତଥା ହିଂସାକୁ ଏଡାଇବା ପାଇଁ ବୁଧବାର ଲଣ୍ଡନରେ ଥିବା ଭାରତୀୟ ହାଇ କମିଶନ ବାହାରେ ସୁରକ୍ଷା ବୃଦ୍ଧି କରାଯାଇଛି। ଏଠାରେ ଅଧିକ…

ବାଲେଶ୍ୱର: ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ ପତ୍ର ସୂଚନା କାର୍ଯ୍ୟାଳୟ (ପିଆଇବି) ଭୁବନେଶ୍ୱର ପକ୍ଷରୁ ବାଲେଶ୍ୱର ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା (ଡିଆରଡିଏ)…

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଚାଲିଥିବା ୪ ଦିନିଆ ସ୍ପୋର୍ଟ୍ସ ଫେଷ୍ଟ ମଙ୍ଗଳବାର ଉଦ୍‌ଯାପିତ ହୋଇଥିବା ବେଳେ କ୍ରିକେଟ ଏବଂ ଟେନିସ୍‌ରେ ସୋଆ ବିଶ୍ୱବିଦ୍ୟାଳୟ ବିଜୟୀ…

ସ୍ୱାସ୍ଥ୍ୟ ଟିପ୍ସ: ଭାରତରେ ବେଲପତ୍ରର ବିଶେଷ ଗୁରୁତ୍ୱ ରହିଛି। କାରଣ ତାହାକୁ ଭଗବାନ ଶିବଙ୍କୁ ଅର୍ପଣ କରାଯାଏ। ଧାର୍ମିକ ଗୁରୁତ୍ୱ ବ୍ୟତୀତ ବେଲପତ୍ର ସ୍ୱାସ୍ଥ୍ୟ ପାଇଁ ମଧ୍ୟ…

ନୂଆଦିଲ୍ଲୀ: ଗତକାଲି ରାତିରେ ଦିଲ୍ଲୀ ଏନସିଆର ସମେତ ପାକିସ୍ତାନ ଏବଂ ଆଫଗାନିସ୍ତାନରେ ବଡ ଧରଣର ଭୂକମ୍ପ ଅନୁଭୂତ ହୋଇଥିଲା। ବିଶେଷଜ୍ଞମାନେ କହିଛନ୍ତି ଯେ, ଭୂକମ୍ପ ଏକ ଅକସ୍ମାତ…

ଭୁବନେଶ୍ୱର: ଆଜି ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀ ରୋହିତ ପୂଜାରୀ କୋରାପୁଟଠାରେ ଏନ୍‌ସିସି ଗ୍ରୁପ୍‌ ହେଡ୍‌କ୍ୱାଟରର ଉଦ୍‌ଘାଟନ କରିଛନ୍ତି । ୨୦୧୭ ମସିହାରେ କୋରାପୁଟଠାରେ ଗ୍ରୁପ୍‌ ହେଡ୍‌କ୍ୱାଟର ନିର୍ମାଣ…

ନୂଆଦିଲ୍ଲୀ: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ହତ୍ୟା କରିବାକୁ ଧମକ ଦେଇଥିବା ବ୍ୟକ୍ତିଙ୍କୁ ସୁରଟରୁ ଗିରଫ କରାଯାଇଛି। ଗୁପ୍ତ ସୂଚନା ପରେ ବିହାର ପୋଲିସ ସୁରଟ କ୍ରାଇମ…

ଭୁବନେଶ୍ୱର: ଭୁବନେଶ୍ଵର ସ୍ଥିତ ସ୍ଵତନ୍ତ୍ର ପ୍ରଦକ୍ଷଣ ଗୃହ(ସର୍କିଟ୍ ହାଉସ) ଠାରେ” ଶିଶୁଙ୍କ ପାଇଁ ଦିନଟିଏ” କାଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାଯ୍ୟକ୍ରମରେ ଜିଲ୍ଲା ସମାଜ ମଙ୍ଗଳ…

ଭୁବନେଶ୍ୱର: ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ତରଫରୁ ଉଚ୍ଚ ମାଧ୍ୟମିକସ୍ତରୀୟ ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉତ୍କଳ କରାଟେ ସ୍କୁଲ ପରିସରଠାରେ ଉଦ୍‌ଯାପିତ ହୋଇଯାଇଛି। ଏଥିରେ…

ଭୁବନେଶ୍ବର: ପୁଣି ଥରେ ହୋଡିଂ ଉପରେ ଚଢି ଜଣେ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ କରିଥିବାର ଜଣାପଡିଛି। ଯୁବକ ଜଣଙ୍କ ହେଉଛନ୍ତି ବାଲେଶ୍ୱର ଜିଲ୍ଲା ସୋର ଅଞ୍ଚଳର ଟୁଲୁ…

ପୁର1: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଆଜି ଅନୁଷ୍ଠିତ ହେବାକୁ ଥିବାରୁ ସାଧାରଣ ଦର୍ଶନ ୪ ଘଣ୍ଟା ପାଇଁ ବନ୍ଦ ରହିବ। ଅପରାହ୍ନ ୫ ଟାରୁ ରାତି…

ନୂଆଦିଲ୍ଲୀ: ଦେଶରେ କରୋନା ମାମଲା ବୃଦ୍ଧି ଚିନ୍ତା ବଢାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ କୋଭିଡର ୧୧୦୦ ରୁ ଅଧିକ ମାମଲା ପଞ୍ଜିକୃତ ହୋଇଛି। ଗତ…

ନୂଆଦିଲ୍ଲୀ: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜର ଶେଷ ତଥା ନିର୍ଣ୍ଣାୟକ ମ୍ୟାଚ୍ ଆଜି ଅପରାହ୍ନ ୧.୩୦ ରେ ଆରମ୍ଭ ହେବ।…

କୈଳାଶ ଚନ୍ଦ୍ର ଚୌଧୁରୀ ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ଗୋପାଳପୁର ଛକରେ ଅବକାରୀ ଗୋଇନ୍ଦା ବିଭାଗ ପକ୍ଷରୁ ଚଢାଉ କରାଯାଇଛି। ଉକ୍ତ ଚଢାଉ ସମୟରେ ଅବକାରୀ ବିଭାଗ ପକ୍ଷରୁ ଗଞ୍ଜେଇ…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆପତ୍ତିଜନକ ପୋଷ୍ଟର ଲଗାଇବା ସଂପର୍କରେ ଦିଲ୍ଲୀ ପୋଲିସ ୧୦୦ ଟି ଏଫ୍ଆଇଆର୍ ପଞ୍ଜିକରଣ କରିଛି। ଖବର ଅନୁଯାୟୀ, ଏହି ପୋଷ୍ଟରରେ ଲେଖାଥିଲା…

ଭୁବନେଶ୍ୱର: ରିଲାଏନ୍ସ ଜିଓ ପକ୍ଷରୁ ୧୬ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଂଚଳର ୪୧ଟି ନୂଆ ସହରରେ ଟ୍ରୁ-୫ଜି ସେବାର ଶୁଭାରମ୍ଭ ଘୋଷଣା କରାଯାଇଛି। ଯେଉଁଥିରେ ଓଡ଼ିଶାର ଦୁଇଟି…

ଭୁବନେଶ୍ଵର: ଜୀ-ସାର୍ଥକ ବ୍ୟାନରରେ ଆସୁଥିବା ଚଳଚ୍ଚିତ୍ର ‘ସରଗପୁରରୁ ଆସିଚି ପ୍ରିୟା’ ର ଅଡିଓ ଲୋକାର୍ପଣ ଉତ୍ସବ ଏକ ତାରକା ହୋଟେଲରେ ଅନୁଷ୍ଠିତ ହୋଇଯାଇଛି। ଏହି ଅଡିଓ ଲୋକାର୍ପଣ…