ଆଜିର ଖବର

ଭୁବନେଶ୍ଵର: ବାହାନଗା ଟ୍ରେନ ଦୁର୍ଘଟଣା ଆଜିକୁ ୬ ଦିନ ବିତିଯାଇଛି। ହେଲେ ଏପର୍ଯ୍ୟନ୍ତ ସମସ୍ୟାର ସମାଧାନ ହୋଇପାରିନାହିଁ। ଟ୍ରେନ ଦୁର୍ଘଟଣାରେ ୨୮୮ ଲୋକଙ୍କ ମୃତ୍ୟୁବରଣ କରିଥିବା ବେଳେ…

ନୂଆଦିଲ୍ଲୀ: ଆଜି ସାଧାରଣ ଲୋକଙ୍କୁ ଆଶ୍ବସ୍ତିକର ଖବର ମିଳିଛି। ଭାରତୀୟ ରିଜର୍ଭ ବ୍ୟାଙ୍କ୍‌ ରେପୋ ରେଟ୍‌ ଅପରିବର୍ତ୍ତିତ ରଖିଛି। ରେପୋ ରେଟ୍‌ ୬.୫%ରେ ଅପରିବର୍ତ୍ତିତ ରଖାଯାଇଥିବା ଗଭର୍ଣ୍ଣର୍‌ ଶକ୍ତିକାନ୍ତ…

ନୂଆଦିଲ୍ଲୀ: ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ବୁଧବାର କହିଛନ୍ତି ଯେ, ଆସନ୍ତା ପାଞ୍ଚ ବର୍ଷ ମଧ୍ୟରେ ଭାରତରେ ୨୦୦ରୁ ଅଧିକ ବିମାନବନ୍ଦର ହେବ ଏବଂ…

ଭୁବନେଶ୍ୱର: ଆଜି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଅଧୀନରେ ଯୁକ୍ତ ଦୁଇ କଳା ପରୀକ୍ଷା ଫଳ ପ୍ରକାଶ ପାଇବ। ଯୁକ୍ତ ଦୁଇ କଳା ଏବଂ ଧନ୍ଦାମୂଳକ ପରୀକ୍ଷା…

ଗାଜିଆବାଦ (ୟୁପି): ଉତ୍ତରପ୍ରଦେଶର ଗାଜିଆବାଦରେ ନାବାଳକ ପିଲାମାନଙ୍କର ଧର୍ମାନ୍ତରଣ ମାମଲାରେ ପ୍ରତିଦିନ ନୂଆ ଖୁଲାସା ହେଉଛି। ଏହି ବିଷୟରେ ପ୍ରକାଶ କରିଥିବା ଡିସିପି ସିଟି ନିପୁଣ ଅଗ୍ରୱାଲ…

ଭୁବନେଶ୍ବର: ରେଳ ଦୁର୍ଘଟଣାର ନିରପେକ୍ଷ ତଦନ୍ତ ପାଇଁ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ଇସ୍ତଫା ଦାବୀ କରି ରାଜଭବନ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଓଡିଶାର ୧୨ଟି ରାଜନୈତିକ…

ଭୁବନେଶ୍ୱର: ବାଲେଶ୍ବର ବାହନଗା ରେଳ ଦୁର୍ଘଟଣାରେ ମନ୍ତ୍ରୀ ଅଶ୍ବନୀ ବୈଷ୍ଣବଙ୍କ ଇସ୍ତଫା ଦାବୀ କରି ଓଡିଶା ଛାତ୍ର କଂଗ୍ରେସ ତରଫରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ବହୁ ଛାତ୍ରଛାତ୍ରୀ…

ଚକ୍ରଧର ବିଶ୍ବଶ୍ରୀ ସାଧାରଣତଃ ଘରଟିଏ ନିର୍ମାଣ କରିବା ପୂର୍ବରୁ ସମସ୍ତେ ବାସ୍ତୁ ଶାସ୍ତ୍ର ଉପରେ ନଜର ଦେବା ଉଚିତ। କାରଣ ବାସ୍ତୁ ଅନୁସାରେ ଘରଟିଏ ନ କଲେ…

ଭୁବନେଶ୍ୱର: ଭୋଗରାଇ ବିଧାୟକ ଶ୍ରୀ ଅନନ୍ତ ଦାସ ଓ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ନିର୍ଦ୍ଦେଶକ ଶ୍ରୀ ଦିଲୀପ ରାଉତରାଏ ବାଲେଶ୍ୱର ଜିଲ୍ଲାର ଶଙ୍ଖାରୀ…

ଚାଣକ୍ୟ ନୀତି, ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ଚାଣକ୍ୟ ନୀତିରେ ସାଧାରଣ ମଣିଷ ତା ଜୀବନ କାଳ ମଧ୍ୟରେ କଣ କର୍ତ୍ତବ୍ୟ କରିବା ଉଚିତ ତାହା ଉଲ୍ଲେଖ କରିଛନ୍ତି। ତାଙ୍କ…

ନୂଆଦିଲ୍ଲୀ: ଜି ଷ୍ଟୁଡିଓ ସନି ଦେଓଲ ଏବଂ ଆମିଷା ପଟେଲଙ୍କ ଫିଲ୍ମ ‘ଗଦର: ଏକ ପ୍ରେମ କଥା’ର ପୁନଃ ରିଲିଜ୍ ଘୋଷଣା କରିଛି। ଏହାର କାରଣ ସ୍ପଷ୍ଟ…

ନୂଆଦିଲ୍ଲୀ: ଲଣ୍ଡନର ଦ ଓଭାଲ ଗ୍ରାଉଣ୍ଡରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ (WTC) ର ଫାଇନାଲ ମ୍ୟାଚ୍ ଖେଳାଯାଉଛି। ପ୍ରଥମ ଦିନର ଖେଳ…

ମେଷ- ଛାତ୍ରଛାତ୍ରୀ ସଫଳତା ହାସଲ କରିବେ। ଆପଣ ସ୍ୱାଦିଷ୍ଟ ଖାଦ୍ୟ ଉପଭୋଗ କରିବେ। କ୍ଳାନ୍ତ ହୋଇଯିବ। ଟଙ୍କା ଗ୍ରହଣ ସହଜ ହେବ। ଶକ୍ତି ବୃଦ୍ଧି ପାଇବ। ପତି-ପତ୍ନୀଙ୍କ ଆର୍ଥିକ…

ଭୁବନେଶ୍ୱର: ନିକଟରେ କୁଆପଥର ଓ ଘୂର୍ଣ୍ଣିଝଡରେ କ୍ଷତିଗ୍ରସ୍ତ କୋରାପୁଟ ନାରାୟଣପାଟଣା ବ୍ଲକ ଲଙ୍ଗଳବେଡା ପଞ୍ଚାୟତର କନକପୁଟ ଓ ଦଳେଇପେଟା ଗାଁର ୨୧ଟି ଅତ୍ୟନ୍ତ ଗରିବ ଆଦିବାସୀ ପରିବାରଙ୍କ…

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍ ବୈଠକରେ ଧାନ ସମେତ ଖରିଫ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ(ଏମଏସପି) କ୍ୱିଣ୍ଟାଲ ପିଛା ୧୪୩ ଟଙ୍କା…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି (ସିସିଇଏ) ଆଜି 2980 କୋଟି ଟଙ୍କାର ଆନୁମାନିକ ବ୍ୟୟ ସହିତ କେନ୍ଦ୍ରୀୟ କ୍ଷେତ୍ରର…

କନ୍ଦର୍ପ ବେହେରା ରେଢ଼ାଖୋଲ: ରେଢ଼ାଖୋଲ ବନଖଣ୍ଡ ନାକଟିଦେଉଳ ବ୍ଲକ ଅଞ୍ଚଳରେ ଦିନକୁ ଦିନ ଝାଡଖଣ୍ଡ ଅନୁପ୍ରବେଶକାରୀଙ୍କ ପ୍ରାଦୁର୍ଭାବ ଯୋଗୁଁ ପ୍ରଶାସନର ମୁଣ୍ଡବ୍ୟଥାର କାରଣ ହୋଇଛି। ପୂର୍ବରୁ ମଧ୍ୟ…

ନୂଆଦିଲ୍ଲୀ: ଓଭାଲ ଗ୍ରାଉଣ୍ଡରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ୍ (ଡବ୍ଲୁଟିସି) ର ଦ୍ୱିତୀୟ ସଂସ୍କରଣର ଫାଇନାଲ ମ୍ୟାଚ୍ ଆରମ୍ଭ ହୋଇଯାଇଛି। ଏହି ମ୍ୟାଚ୍…

ଭୁବନେଶ୍ଵର: କୌସ୍ତଭ ଡ୍ରିମ୍ ୱ।ର୍କ୍ସ ବ୍ୟାନରରେ ତିଆରି ଓଡିଆ ଫିଲ୍ମ ‘ସୁକ ଭାଇର ସୋଲେ’ ସାରା ଓଡ଼ିଶାରେ ଏବେ ଚର୍ଚ୍ଚାରେ ଅଛି। ସ୍ନେହାସିସ ଦାସଙ୍କ ନିର୍ଦ୍ଦେଶନାରେ ‘ସୁକ…

ନୂଆଦିଲ୍ଲୀ: ଓଭାଲ ଗ୍ରାଉଣ୍ଡରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ବିଶ୍ୱ ଟେଷ୍ଟ ଚାମ୍ପିଅନସିପର ଫାଇନାଲ ଖେଳାଯାଉଛି। ଟେଷ୍ଟ ଚାମ୍ପିଅନସିପର ଫାଇନାଲରେ ଉଭୟ ଦଳର ଖେଳାଳି ଏକାଦଶ ଘୋଷଣା…