ଆଜିର ଖବର

ଭୁବନେଶ୍ବର: ଆଜି ପ୍ରଦେଶ କଂଗ୍ରେସ ଭୁବନେଶ୍ବରରେ କରିବ ବିଶାଳ ମହିଳା ସମ୍ମିଳନୀ। ଯାହାର ନାମ ରଖାଯାଇଛି ନାରୀ ନ୍ୟାୟ ସମ୍ମିଳନୀ। ଏଥିସହିତ ରାଜ୍ୟ ସରକାରଙ୍କ ବିଫଳତା ନେଇ…

ଭୁବନେଶ୍ବର: ବର୍ତ୍ତମାନ ଆକ୍ସନ ମୁଡରେ ରହିଛି ବିଜୁ ଜନତା ଦଳ ବା ବିଜେଡି। ଜଣେ ନେତାଙ୍କୁ ଦଳ ବିରୋଧୀ କାର୍ଯ୍ୟ ପାଇଁ ନିଲମ୍ବିତ କରାଯାଇଛି। ସେ ହେଉଛନ୍ତି…

ଭୁବନେଶ୍ୱର: କେନ୍ଦ୍ର ସରକାରଙ୍କ ପ୍ରମୁଖ କଲ୍ୟାଣକାରୀ ଯୋଜନା ଗ୍ରାମାଞ୍ଚଳର ଗରିବଙ୍କ ପାଇଁ ବରଦାନ ସାବ୍ୟସ୍ତ ହୋଇଛି। ଏହାର ପରିଣାମ ସ୍ୱରୂପ ବିଗତ ୧୦ ବର୍ଷ ମଧ୍ୟରେ ଦେଶର…

ରେଢାଖୋଲ (କନ୍ଦର୍ପ ବେହେରା): ରେଢାଖୋଲ ଯୁବ ବିଜେଡି ସଭାପତି ମହିଳା ବିପିଏମ୍ ଙ୍କୁ ଅସଦାଚରଣ ସହ ଗାଳିଗୁଲଜ ଓ ଅସମ୍ମାନ କରିବା ଅଭିଯୋଗରେ ଗିରଫ ଦାବୀ କରି…

ଭୁବନେଶ୍ବର: ଦୀର୍ଘ ବର୍ଷର ଜମିଜମା ସମସ୍ୟାର ହେଲା ସମାଧାନ। ସିକିମ ସ୍ୱତ୍ୱ ରୟତ ଚାଷୀଙ୍କୁ ମିଳିଲା ଜମି ପଟ୍ଟା। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଏକ…

ଭୁବନେଶ୍ଵର: କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ସମ୍ବଲପୁର ଷ୍ଟେସନରେ ପବିତ୍ର ଅଯୋଧ୍ୟାରେ ଭକ୍ତମାନଙ୍କୁ ପ୍ରଭୁ ଶ୍ରୀରାମ ଲାଲାଙ୍କ ପ୍ରତ୍ୟକ୍ଷ…

ଭୁବନେଶ୍ୱର: ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ(ଓଷ୍ଟା)ର ଡାକରାରେ ବିଧାନ ସଭା ସମ୍ମୁଖରେ ଚାଲିଥିବା ଅହୋରାତ୍ର ଗଣଧାରଣା ଗତକାଲି ସରକାରଙ୍କ ସହ ଆଲୋଚନା ପରେ ପ୍ରତୀକାତ୍ମକ ଭାବରେ…

ସମ୍ବଲପୁର: ଡାକ ଟିକେଟ୍ ଆମର ଅସ୍ମିତା, ଗୌରବ, ସ୍ୱାଭିମାନ, ସମ୍ମାନ ଓ ପରିଚୟର ପ୍ରତୀକ। ଆଜି ସମ୍ବଲପୁର ବିଶ୍ୱବିଦ୍ୟାଳୟ ପରିସରରେ ସନ୍ଥକବି ଭୀମ ଭୋଇ ଓ ସ୍ୱଭାବ…

ଖୋର୍ଦ୍ଧା: ରାଜ୍ୟରେ ସିକିମ ସ୍ୱତ୍ୱ ଭାବେ ରେକର୍ଡ଼ ହୋଇଥିବା ଜମିର ଦଖଲକାରୀଙ୍କୁ ସେହି ଜମି ଉପରେ ସ୍ଥିତିବାନ ସ୍ୱତ୍ୱର ପଟ୍ଟା ପ୍ରଦାନ ଏକ ଲୋକାଭିମୁଖୀ ପଦକ୍ଷେପ। ବର୍ଷ…

ଭୁବନେଶ୍ବର: ବିଜୁ ଜନତା ଦଳ ଆଜି କେନ୍ଦ୍ରାପଡାର ନୂଆ ସଭାପତିଙ୍କ ନାମ ଘୋଷଣା କରିଛନ୍ତି। ସେ ହେଉଛନ୍ତି ଧିରେନ କୁମାର ସାହୁ। ଆଜି ଦଳର ସଭାପତି ତଥା…

ଭୁବନେଶ୍ଵର: ରେଳ, ଯୋଗାଯୋଗ ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଭୁବନେଶ୍ୱରରେ ଗଣମାଧ୍ୟମ ସହ କଥାବାର୍ତ୍ତା କରି କହିଛନ୍ତି ଯେ ବହୁ ପ୍ରତୀକ୍ଷିତ…

ଭୁବନେଶ୍ବର: ଆଜି ରାଜ୍ୟସଭା ଆସନରେ ନିର୍ଦ୍ବନ୍ଦରେ ଜିତିବା ପରେ ଦୁଇ ବିଜେଡି ପ୍ରାର୍ଥୀ ଆଜି ମୁଖ୍ୟମନ୍ତ୍ରୀ ଏବଂ ପାଣ୍ଡିଆନଙ୍କୁ ସାକ୍ଷାତ କରିଛନ୍ତି। ସେମାନେ ହେଲେ ଦେବାଶିଷ ସାମନ୍ତରାୟ…

ଭୁବନେଶ୍ଵର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆଜି ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ୧୨୯ କୋଟି ଟଙ୍କାର ପ୍ରଶାସନିକ ଭବନ ସମେତ ବିଭିନ୍ନ ଭିତ୍ତିଭୂମି…

ଭୁବନେଶ୍ବର: 5-T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନ ଆଜି ଖଲ୍ଲିକୋଟ RCM ବିଜ୍ଞାନ କଲେଜରେ ପୂର୍ବତନ ବିଧାୟିକା ରାଣୀ ସୁଜ୍ଞାନ କୁମାରୀ ଦେଓଙ୍କ ଦ୍ବାଦଶାହ…

କଳାହାଣ୍ଡି (ଦୁଷ୍ମନ୍ତ କୁମାର ପଣ୍ଡା): ଆସନ୍ତା ମାର୍ଚ୍ଚ ମାସ ୩ ତାରିଖରେ ଆରମ୍ଭ ହେବାକୁ ଥିବା ପୋଲସ ପୋଲିଓ ଟୀକାକରଣ ନିମନ୍ତେ ଜିଲ୍ଲାପାଳ ପି. ଅନ୍ବେଶା ରେଡ୍ଡୀଙ୍କ…

ନୂଆଦିଲ୍ଲୀ: ଅନ୍ ଲାଇନ୍ ପୋର୍ଟାଲ ଉପରେ ସରକାରଙ୍କ ପକ୍ଷରୁ ଯଥେଷ୍ଟ ଧ୍ୟାନ ଦିଆଯାଉଛି। ସମୟ ସମୟରେ ସରକାର ଅନେକ ନୂଆ ୱେବସାଇଟ୍ ଓ ପୋର୍ଟାଲ ଆଣୁଛନ୍ତି। ଏବେ…

ସ୍ୱାସ୍ଥ୍ୟ ଟିପ୍ସ: ଆପଣ ନିଶ୍ଚୟ କଖାରୁ ତରକାରୀ, ହଲୱା ଖାଇଥିବେ। କିନ୍ତୁ ଆପଣ କେବେ କଖାରୁ ରସ ପିଇଥିବାର ଦେଖିଛନ୍ତି କି? କଖାରୁ ମିଳୁଥିବା ପୁଷ୍ଟିକର ଖାଦ୍ୟ ସ୍ୱାସ୍ଥ୍ୟ…

ଭୁବନେଶ୍ବର: ପ୍ରତିରକ୍ଷା ମନ୍ତ୍ରୀ ରଜାନଥ ସିଂ ଓଡିଶା ଆସୁଛନ୍ତି। ସେ ଆସନ୍ତା ୨୨ ତାରିଖରେ ଓଡିଶା ପହଞ୍ଚିବେ। ସେ ୩ ଟି ଜିଲ୍ଲା ନବରଙ୍ଗପୁର, ଗଂଜାମ ଓ ମୟୂରଭଂଜରେ…

ଭୁବନେଶ୍ବର: ନିର୍ଦ୍ବନ୍ଦରେ ବିଜୟ ଲାଭ କରିଛନ୍ତି ତିନି ରାଜ୍ୟସଭା ପ୍ରାର୍ଥୀ। ସେମାନେ ହେଲେ ବିଜେଡିର ଦେବାଶୀଷ ସାମନ୍ତରାୟ, ଶୁଭାଶିଷ ଖୁଣ୍ଟିଆଏବଂ ବିଜେପିର ଅଶ୍ବିନୀ ବୈଷ୍ଣବ। ଆଜି ଥିଲା…

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଜରଡା ଥାନା ଅନ୍ତର୍ଗତ ପାତ୍ରପୁର ହଳଦୀବାଡ ଗ୍ରାମର ଗୁରୁବାରିଆ ଡାକୁଆ ନାମକ ଜଣେ ବ୍ୟକ୍ତିକୁ ପିଟି ପିଟି ହତ୍ୟା କରିଥିବା ଅଭିଯୋଗରେ…