କର୍କଟ- ଭାଗ୍ୟ ଆପଣଙ୍କ ସହିତ ହୋଇପାରେ। ଆପଣଙ୍କୁ ଦେଖା କରୁଥିବା ଲୋକମାନେ ଆପଣଙ୍କୁ କିଛି ନୂଆ ଚେଷ୍ଟା କରିବାକୁ ପ୍ରେରଣା ଦେଇପାରିବେ। ଏହି ସମୟରେ କରାଯାଇଥିବା ପ୍ରୟାସ ସଫଳ ହେବାର ସମ୍ଭାବନା ଅଧିକ। ବୋଧହୁଏ ଆପଣ ଅତିରିକ୍ତ ଦାୟିତ୍ବ ପାଇବେ କିମ୍ବା […]
ମେଷ-ଧର୍ଯ୍ୟବାନ ହେବା ଉଚିତ୍। ଟଙ୍କା କ୍ଷେତ୍ରରେ, କ୍ଷତି ହୋଇପାରେ। କିଛି ଆଇନଗତ ପ୍ରସଙ୍ଗରେ ଆପଣ ଜଡିତ ହୋଇପାରନ୍ତି। ସମୟର ଯତ୍ନ ନିଅନ୍ତୁ । କିଛି ବିଶେଷ କାର୍ଯ୍ୟ ପାଇଁ ଆପଣଙ୍କୁ ବହୁତ କଠିନ ପରିଶ୍ରମ କରିବାକୁ ପଡିପାରେ। ମିଥୁନ- ପରିବାର ସଦସ୍ୟ […]
ବିଛା- ଶୀଘ୍ର କୈଣସି କାମ କରନ୍ତୁ ନାହିଁ । ପରିସ୍ଥିତିକୁ ନେଇ ଟଙ୍କା ଚିନ୍ତା କରିବାକୁ ପଡିବ। ଆପଣଙ୍କର ଅନାବଶ୍ୟକ ଖର୍ଚ୍ଚ ଥାଇପାରେ। ଚାକିରି ଏବଂ ବ୍ୟବସାୟରେ ଦ୍ୱନ୍ଦ୍ୱ ବଢିପାରେ। ଟଙ୍କା ମାମଲାରେ ଯତ୍ନବାନ ହେବାକୁ ପଡିବ। ବୃଷ- କାରବାର ଏବଂ ସଞ୍ଚୟ […]
ମକର- ଆଜି ରୋଗ ପାଇଁ ବିଶ୍ରାମ ନେଇପାରନ୍ତି। ଅନେକ ଦିନ ଧରି ବନ୍ଦ ହୋଇ ଯାଇଥିବା କାର୍ଯ୍ୟଗୁଡ଼ିକ ମଧ୍ୟ ସଂପୂର୍ଣ୍ଣ ହୋଇପାରିବ । ପାରିବାରିକ ସମ୍ପର୍କ ଆନ୍ତରିକ ହେବ। କନ୍ୟା- ଦୈନିକ କାର୍ଯ୍ୟଗୁଡିକ କିଛି ବିପଦ ବହନ କରିପାରେ। ଚାକିରିରେ ସମସ୍ୟା ହୋଇପାରେ। […]
ଭୋପାଳ: ଗୋମୁତ୍ର କରୋନା ସଂକ୍ରମଣରୁ ରକ୍ଷା କରିପାରିବ। କରୋନାରେ ସଂକ୍ରମିତ ଫୁସଫୁସକୁ ଗୋମୁତ୍ର ଚିକିତ୍ସା ଦ୍ଵାରା ସୁସ୍ଥ କରାଯାଇପାରିବ। ବିଜେପି ସାଂସଦ ପ୍ରଜ୍ଞା ସିଂହ ଠାକୁର ଏଭଳି ଏକ ମନ୍ତବ୍ୟ ରଖିଛନ୍ତି। ପ୍ରଜ୍ଞା କହିଛନ୍ତି ଯେ, ସେ ଦୈନିକ ଗୋମୁତ୍ର ପିଉଛନ୍ତି। […]
ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୮୬୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୮୬୪ ଆକ୍ରାନ୍ତଙ୍କ ମଧ୍ୟରୁ ୧୩୪ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୭୩୦ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ […]
ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୧୧ ହଜାର ୮୨୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଆଜି ସର୍ବାଧିକ ସୁନ୍ଦରଗଡରୁ ୧୯୨୧, ଖୋର୍ଦ୍ଧାରୁ ୧୫୯୬, କଟକରୁ ୧୦୫୨, କଳାହାଣ୍ଡିରୁ […]
ସୀତାରାମ ଅଗ୍ରୱାଲ ବାଣପୁର: ଆଜି ଖୋର୍ଦ୍ଧା ଜିଲ୍ଲା ଅରାକ୍ଷୀ ଅଧିକ୍ଷକଙ୍କ ଅନୁମୋଦନ କ୍ରମେ ଜିଲ୍ଲାର ବହୁ ଥାନାର ଆଇଆଇସିମାନଙ୍କୁ ଅଦଳ ବଦଳ କରାଯିବା ସହ କେତେ ଗୋଟି ଥାନାରେ ନୂଆ ଆଇଆଇସି ନିଯୁକ୍ତି ଦିଆଯାଇଛି। ଏହି କ୍ରମରେ ଖୋର୍ଦ୍ଧା ଜିଲ୍ଲାର ସବୁଠାରୁ […]
ଭୁବନେଶ୍ବର, ବର୍ତ୍ତମାନ କୋଭିଡି ପାଇଁ ଲକଡାଉନ ଚାଲିଥିବାରୁ ରାଜ୍ୟର ସମସ୍ତ ଅଙ୍ଗନବାଡି ବନ୍ଦ ରହିଛି। ତେବେ ପରିସ୍ଥିତିକୁ ଦୃଷ୍ଟିରେ ରଖି ଅଙ୍ଗନବାଡି କାର୍ଯ୍ୟ ଚାଲୁ କରିବା ପାଇଁ ଆଜି ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ ନିର୍ଦ୍ଦେଶ ଦେଇଛନ୍ତି। […]
ଦୁଷ୍ମନ୍ତ କୁମାର ପଣ୍ଡା କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା ନର୍ଲା ନିର୍ବାଚନ ମଣ୍ଡଳୀରେ ଏବେ କରୋନା ସଂକ୍ରମଣ ସଂଖ୍ୟା ଉପର ମୁହାଁ ହେଉଛି। ପ୍ରତ୍ୟେକ ଦିନ ଅଂଚଳରେ ଶହ ଶହ ଜଣଙ୍କ କରୋନା ଟେଷ୍ଟ କରାଯାଉଛି। କଳାହାଣ୍ଡି ଜିଲ୍ଲାରେ କରୋନା ଗ୍ରାଫ ଉପର […]
ଭୁବନେଶ୍ବର, ପ୍ରଖ୍ୟାତ ସଂଗୀତ ନିର୍ଦ୍ଦେଶକ ଅମରେନ୍ଦ୍ର ମହାନ୍ତିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ସେ ଟୁଇଟି କରି କହିଛନ୍ତି ଯେ, ‘ ପ୍ରଖ୍ୟାତ ସଙ୍ଗୀତ ନିର୍ଦ୍ଦେଶକ ଅମରେନ୍ଦ୍ର ମହାନ୍ତିଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ସ୍ୱତନ୍ତ୍ର […]
ନୂଆଦିଲ୍ଲୀ: ପଶ୍ଚିମବଙ୍ଗରେ ପୁଣିଥରେ ରାଜନୈତିକ ବିବାଦ ଆରମ୍ଭ ହୋଇଯାଇଛି। ମମତା ବାନାର୍ଜୀଙ୍କ ଦୁଇ ମନ୍ତ୍ରୀ ଫରହଦ ହକିମ ଏବଂ ସୁବ୍ରତ ମୁଖାର୍ଜୀଙ୍କୁ ନାରଦା ଷ୍ଟିଙ୍ଗ ଅପରେସନ ମାମଲାରେ ସିବିଆଇ ଆଜି ଗିରଫ କରିଛି। ସେହି ଦୁଇଜଣଙ୍କ ବ୍ୟତୀତ ବରିଷ୍ଠ ବିଧାୟକ ମଦନ […]
ସୀତାରାମ ଅଗ୍ରୱାଲ ଚିଲିକା: ରାଜ୍ୟରେ କରୋନା ସଂକ୍ରମଣକୁ ରୋକିବା ପାଇଁ ଦୀର୍ଘ ୧୩ ଦିନ ହେଲା ଲକଡାଉନ କଟକଣା ଜାରି ରହିଛି। ଏହି ସମୟରେ ଅତ୍ୟାବଶ୍ୟକ ସାମଗ୍ରୀ ଯଥା ପନିପରିବା, ଗ୍ରସେରୀ ସାମଗ୍ରୀ କିଣିବା ପାଇଁ ଅନୁମତି ମିଳିଛି। କୌଣସି ବ୍ୟକ୍ତି […]
ଭୁବନେଶ୍ବର: ବିଶିଷ୍ଟ ସଙ୍ଗୀତଜ୍ଞ ଅମରେନ୍ଦ୍ର ମହାନ୍ତିଙ୍କ ଆଜି ପରଲୋକ ହୋଇଯାଇଛି। ସେ କରୋନାରେ ଆକ୍ରାନ୍ତ ହୋଇ ଘରୋଇ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ସ୍ବାସ୍ଥ୍ୟବସ୍ଥା ଗୁରୁତର ହେବାରୁ ସେ ୩ ଦିନ ହେଲା ଭେଣ୍ଟିଲେଟରରେ ଥିଲେ। ହେଲେ ମାତ୍ର ୬୩ ବର୍ଷ […]
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୨ ଲକ୍ଷ ୮୧ ହଜାର ୩୮୬ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୪ ହଜାର ୧୦୬ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୨ କୋଟି […]
ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୨୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୨୨ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୩୩୫ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା […]
ଭୁବନେଶ୍ବର: ଆଜି ରାଜ୍ୟରେ ୧୦ ହଜାର ୭୫୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ ୬୦୨୪ ଜଣ […]
ମେଷ: ଜୀବନସାଥୀଙ୍କୁ କହିବା କଷ୍ଟକର ହୋଇପାରେ । ବଡ ସମ୍ପତ୍ତି କାରବାର ବହୁତ ଲାଭ ଦେଇପାରେ । ବେକାରୀ ଦୂର ହେବ । ଆପଣ କ୍ୟାରିୟର କରିବାକୁ ସୁଯୋଗ ପାଇବେ । ଚାକିରିରେ ପ୍ରଶଂସା ପାଇବେ । ପାରିବାରିକ ସହାୟତା କାର୍ଯ୍ୟକୁ […]
ଭୁବନେଶ୍ବର, ଭୁବନେଶ୍ଵର ମହାନଗର ନିଗମ କମିଶନର ସଞ୍ଜୟ କୁମାର ସିଂହ ଏକ ପ୍ରେସ ବିବୃତ୍ତିରେ କହିଛନ୍ତି ଯେ, ଆମ୍ଭେମାନେ ବର୍ତ୍ତମାନ ଏକ ଗଭୀର ସମସ୍ୟା ମଧ୍ୟରେ ଗତି କରୁଛନ୍ତି । କରୋନା ଭଳି ଏକ ଆଦେଖା ଶତ୍ରୁ ସହ ଲଢେଇ କରୁଛନ୍ତି […]
କୁମ୍ଭ : ଅପ୍ରତ୍ୟାଶିତ ଖର୍ଚ୍ଚ ଆସିବ । ଯାତ୍ରାରେ ଶୀଘ୍ର ଯାଆନ୍ତୁ ନାହିଁ । ଚିନ୍ତା ଏବଂ ଟେନସନ ରହିବ । ସ୍ୱାସ୍ଥ୍ୟ ଦୁର୍ବଳ ରହିବ । ସ୍ୱାସ୍ଥ୍ୟ ପାଇଁ ଏକ ବଡ ଖର୍ଚ୍ଚ ହୋଇପାରେ। ବିବାଦକୁ ପ୍ରୋତ୍ସାହିତ କରନ୍ତୁ ନାହିଁ […]
ମେଷ: ଜୀବନସାଥୀଙ୍କୁ କହିବା କଷ୍ଟକର ହୋଇପାରେ । ବଡ ସମ୍ପତ୍ତି କାରବାର ବହୁତ ଲାଭ ଦେଇପାରେ । ବେକାରୀ ଦୂର ହେବ। ଆପଣ କ୍ୟାରିୟର କରିବାକୁ ସୁଯୋଗ ପାଇବେ । ଚାକିରିରେ ପ୍ରଶଂସା ପାଇବେ । କନ୍ୟା : ପ୍ରେମ ସଂପର୍କରେ ତରତର […]