ଭୁବନେଶ୍ବର: କୋଭିସିଲ୍ଡ ଟୀକା ପାଇଁ ସାନି ଗାଇଡଲାଇନ ଜାରି ହୋଇଛି। ବ୍ୟବଧାନ ଅବଧି ବୃଦ୍ଧି ପରେ ସାନି ଗାଇଡଲାଇନ ଜାରି କରାଯାଇଛି। ପ୍ରଥମ ଡୋଜ ନେବାର ୮୪ ଦିନ ପୂର୍ବରୁ ଦ୍ଵିତୀୟ ଡୋଜ ନେବାକୁ ବାରଣ କରାଯାଇଛି। ୮୪ ଦିନ ପୂର୍ବରୁ […]
ସୀତାରାମ ଅଗ୍ରୱାଲ ବାଣପୁର: ବର୍ତ୍ତମାନ ଓଡ଼ିଶାରେ କରୋନା ତାର କାୟାବିସ୍ତାର ଜାରି ରଖିଥିବାବେଳେ ଖୋର୍ଦ୍ଧାରେ ଏହା ଡେଣା ମେଳାଇବାରେ ଲାଗିଛି। ଆଜି ଖୋର୍ଦ୍ଧାରୁ ରେକର୍ଡ଼ ୨ ହଜାର ୨୦୧ କୋଭିଡ ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି। ଏହି ହିସାବରେ ଖୋର୍ଦ୍ଧା ଜିଲ୍ଲା ବାଣପୁର ଅଞ୍ଚଳରେ […]
ନୂଆଦିଲ୍ଲୀ: ରୁଷୀୟ ଟୀକା ସ୍ପୁଟିନିକ-ଭି ଟୀକାର ଦର ପ୍ରକାଶ ହୋଇଛି। ଡ.ରେଡ୍ଡୀ ଲ୍ୟାବ ପକ୍ଷରୁ ସ୍ପୁଟିନିକ-ଭି ଟୀକାର ଦର ପ୍ରକାଶ କରାଯାଇଛି। ଡୋଜ ପିଛା ଏହାର ଦର ୯୪୮ ଟଙ୍କା ରହିଛି। କିନ୍ତୁ ଏଥିରେ ୫ ପ୍ରତିଶତ ଜିଏସଟି ପରେ ମୋଟ […]
ଭୁବନେଶ୍ବର: ପୁରୀରେ ଚନ୍ଦନ ଯାତ୍ରା ପାଇଁ କଟକଣାକୁ କଡାକଡି କରାଯାଇଛି। କୋଭିଡ଼ କଟକଣା ଭିତରେ ଚନ୍ଦନ ଯାତ୍ରା ଅନୁଷ୍ଠିତ ହେବ। ସେଥିପାଇଁ ୧୪୪ ଧାରା ଜାରି ହେବ ବୋଲି ପୁରୀ ଏସପି କହିଛନ୍ତି। ନରେନ୍ଦ୍ର ପୁଷ୍କରିଣୀ ଚତୁଃପାର୍ଶ୍ଵ ସହ ଶ୍ରୀମନ୍ଦିର ସମ୍ମୁଖରେ […]
ନୂଆଦିଲ୍ଲୀ: ଦେଶରେ କରୋନା ମହାମାରୀ ଲକ୍ଷ ଲକ୍ଷଙ୍କ ଜୀବନ ନେଇଛି। ପ୍ରତ୍ୟେକ ଦିନ ଦେଶରେ ୪ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତଙ୍କ ମୃତ୍ୟୁ ହେଉଛି। ଏହି ଭୂତାଣୁ ନବଜାତ ଶିଶୁ ଠାରୁ ଆରମ୍ଭ କରି ବୟଜ୍ୟେଷ୍ଠ ବ୍ୟକ୍ତିମାନଙ୍କ ଜୀବନକୁ ଉଜାଡି ଦେଉଛି। ତେବେ […]
ନୂଆଦିଲ୍ଲୀ: ଅକ୍ଷୟ ତୃତୀୟା ଅବସରରେ ଆଜି ଦେଶର ସାଢେ ୯ କୋଟି ଚାଷୀଙ୍କୁ ପିଏମ କିଷାନ ସହାୟତା ରାଶି ମିଳିଛି। ମୋଟ ୧୯ ହଜାର କୋଟି ଟଙ୍କା କୃଷକଙ୍କ ଖାତାରେ ଜମା ହୋଇଛି। ଏହା ପିଏମ କିଷାନ ସହାୟତାର ଅଷ୍ଟମ କିସ୍ତି […]
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୩ ଲକ୍ଷ ୪୩ ହଜାର ୧୪୪ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୪ ହଜାର ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୨ କୋଟି ୪୦ ଲକ୍ଷ […]
ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୨୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୨୨ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୨୭୩ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା […]
ଭୁବନେଶ୍ବର, ପୁଣି ଥରେ ଓଡିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି। ସୂଚନା ଓ ଲୋକ ସଂପର୍କ ବିଭାଗର ତଥ୍ୟ ଅନୁସାରେ ଗତକାଲି 12 ହଜାର 390 ଜଣ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ବାରଣ୍ଟାଇନରୁ 6 ହଜାର 938 ଆକ୍ରାନ୍ତ […]
ଭୁବନେଶ୍ବର, ବର୍ତ୍ତମାନ ଲକ ଡାଉନ ସମୟରେ ମଦ ଦୋକାନ ସବୁ ବନ୍ଦ ରହିଛି। ଏହିପରି ସମୟରେ ମଦୁଆମାନଙ୍କ ପାଇଁ ଆସିଛି ଏକ ଖୁସି ଖବର। ତାହା ହେଲା ଆପଣ ଏଣିକି ଅନ ଲାଇନରେ ମଦ ମଗାଇପାରିବେ। ଏ ନେଇ ଅବକାର କମିଶନର […]
ମେଷ: – ଆଜି ଏହି ରାଶିର ଲୋକଙ୍କୁ ସେମାନଙ୍କର ଭୟଙ୍କର ପ୍ରକୃତି ଉପରେ ସଂଯମତା ରଖିବାକୁ ପରାମର୍ଶ ଦିଆଯାଇଛି । ଆଜି ଆପଣ ମାନସିକ ସ୍ତରରେ କ୍ଳାନ୍ତ ଅନୁଭବ କରିପାରନ୍ତି ଏବଂ ଅଧିକ ପରିଶ୍ରମ ସତ୍ତ୍ବେ ଫଳାଫଳ କମ୍ ହେବ । […]
ବିଛା: – ଆଜି ଏକ ଶାନ୍ତିପୂର୍ଣ୍ଣ ଦିନ ହେବ । କୋର୍ଟ ସମ୍ବନ୍ଧୀୟ କାର୍ଯ୍ୟରେ ଯତ୍ନବାନ ହୁଅନ୍ତୁ । ପ୍ରତ୍ୟେକ ବିଷୟର ମଧ୍ୟମ ଆଚରଣ ଅପଚୟରୁ ଦୂରେଇ ରହନ୍ତୁ । ମନ ବ୍ୟସ୍ତ ରହିବ। କୁମ୍ଭ: – ଆଜି ପ୍ରତିଯୋଗୀମାନଙ୍କ ସହିତ […]
ମେଷ- ଆଜି ଏହି ରାଶିର ଲୋକଙ୍କୁ ସେମାନଙ୍କର ଭୟଙ୍କର ପ୍ରକୃତି ଉପରେ ସଂଯମତା ରଖିବାକୁ ପରାମର୍ଶ ଦିଆଯାଇଛି । ଆଜି ଆପଣ ମାନସିକ ସ୍ତରରେ କ୍ଳାନ୍ତ ଅନୁଭବ କରିପାରନ୍ତି ଏବଂ ଅଧିକ ପରିଶ୍ରମ ସତ୍ତ୍ବେ ଫଳାଫଳ କମ୍ ହେବ। ମିଥୁନ: – […]
ମୀନ- ଆଜିର ଦିନ ସବୁ କ୍ଷେତ୍ରରେ ଆପଣଙ୍କ ପାଇଁ ଲାଭଦାୟକ। ଆଜି କିଛି ଦାନ କରନ୍ତୁ। ଉପଯୁକ୍ତ ଯୋଜନା ମାଧ୍ୟମରେ ବ୍ୟବସାୟ ବୃଦ୍ଧି ପାଇବ । ବ୍ୟବସାୟ ସହ ଜଡିତ ସ୍ଥାନାନ୍ତରଣର ରାଶି ଗଠନ କରାଯାଉଛି । ପିତା ଏବଂ ଗୁରୁଜନମାନଙ୍କ […]
ଧନୁ: – ଆଜି ଆପଣଙ୍କ ଆୟ ଏବଂ ଲାଭର ବୃଦ୍ଧିକୁ ସୂଚାଉଛି । ସାମାଜିକ କାର୍ଯ୍ୟରେ ଅଂଶଗ୍ରହଣ କରି ମନ ଖୁସି ହେବ । ବ୍ୟବସାୟରୁ ଲାଭବାନ ହେବେ । ସ୍ୱାସ୍ଥ୍ୟ ଖରାପ ହୋଇପାରେ । ମକର – ଆଜି ବାକି […]
ସିଂହ: – ତୁମର ଦିନ ଶୁଭ ଅଟେ । ସ୍ୱାସ୍ଥ୍ୟ ଭଲ ହେବ ଏବଂ ତୁମେ ତୁମର ଭାଇମାନଙ୍କ ସହିତ ସମୟ ବିତାଇବ । ସୁନ୍ଦର ଦର୍ଶନୀୟ ସ୍ଥାନ ଯାଇପାରନ୍ତି । ସାଙ୍ଗ ଏବଂ ସମ୍ପର୍କୀୟଙ୍କୁ ଭେଟିବାର ସମ୍ଭାବନା ଅଛି । […]
କର୍କଟ: – ଆଜି ଛାତି ଯନ୍ତ୍ରଣା କିମ୍ବା ଅନ୍ୟାନ୍ୟ ବ୍ୟାଧିରୁ ଯନ୍ତ୍ରଣା ଅନୁଭବ ହେବ । ଘରେ ସଦସ୍ୟଙ୍କ ସହ ତୀବ୍ର ଆଲୋଚନା କିମ୍ବା ବିତର୍କ ହେତୁ ମନରେ ଦୁଃଖ ମଧ୍ୟ ରହିବ । ବୃଷ: – ଦିନର ଆରମ୍ଭରେ, ଆପଣଙ୍କର […]
ରମେଶ ମହାନ୍ତି ଜଗତସିଂହପୁର: ଜଗତସିଂହପୁର ଜିଲ୍ଲାରେ ଆଜି ୨୭୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବିରିଡ଼ି ବ୍ଲକରୁ ଜଣେ ୩୫ ବର୍ଷୀୟ ଯୁବକର ମୃତ୍ୟୁ ହୋଇଛି। ଆଜି ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଜଗତସିଂହପୁର ବ୍ଲକରୁ ସର୍ବାଧିକ […]
ଭୁବନେଶ୍ବର: ଆଜି ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ବଡ ଘୋଷଣା କରାଯାଇଛି। ଟୀକା ପାଇଁ ସମ୍ମୁଖ ଯୋଦ୍ଧା ଭାବେ ରାଜ୍ୟରେ ବିଭିନ୍ନ ବର୍ଗର କର୍ମଚାରୀଙ୍କୁ ସାମିଲ କରାଯାଇଛି। ବନ ଅଧିକାରୀ, ଫରେଷ୍ଟ ଗାର୍ଡ, ବ୍ୟାଙ୍କ କର୍ମଚାରୀ, ବୀମା କମ୍ପାନୀ କର୍ମଚାରୀ, ଏଟିଏମ ଦାୟିତ୍ଵରେ […]
ଭୁବନେଶ୍ବର: ଆସନ୍ତାକାଲି ରାଜ୍ୟରେ ଅକ୍ଷୟ ତୃତୀୟା ଏବଂ କୃଷକ ଦିବସ ପାଳନ କରାଯାଉଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚାଷୀଙ୍କୁ ସହାୟତା ରାଶି ପ୍ରଦାନ କରିବେ। ଆସନ୍ତାକାଲି ସନ୍ଧ୍ୟା ୫ ଟା ସମୟରେ ମୁଖ୍ୟମନ୍ତ୍ରୀ ଚାଷୀମାନଙ୍କ ପାଇଁ କାଳିଆ ଟଙ୍କା […]
ନୂଆଦିଲ୍ଲୀ: କରୋନା ବର୍ଦ୍ଧିତ ମାମଲା ମଧ୍ୟରେ ଏକ ଆଶ୍ବସ୍ତିକର ଖବର ମିଳିଛି। ଚଳିତ ବର୍ଷ ଅଗଷ୍ଟରୁ ଡିସେମ୍ବର ମାସ ମଧ୍ୟରେ ୨୦୦ରୁ ଉର୍ଦ୍ଧ୍ଵ ଟୀକା ଡୋଜ ଉପଲବ୍ଧ ହେବା ନେଇ ସମ୍ଭାବନା ରହିଛି। ଆଜି କେନ୍ଦ୍ର ସରକାରର ପ୍ରମୁଖ ପରାମର୍ଶଦାତା ଏନେଇ […]