ଭୁବନେଶ୍ବର, ଆଜି ହେଉଛି ଅଲମ୍ପିକ ଦିବସ। ଏହି ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭାରତୀୟ ଅଲମ୍ପିୟାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ ଏକ ଟୁଇଟ ଯୋଗେ କହିଛନ୍ତି ଯେ, ଅଲମ୍ପିକରେ ଭାଗ ନେବାକୁ ଥିବା ଅଲମ୍ପିୟାନଙ୍କୁ ଶୁଭେଚ୍ଛା। ସେମାନେ ଭାରତର ପତାକାକୁ ଉପରକୁ […]
ନୂଆଦିଲ୍ଲୀ, ବିଭିନ୍ନ ଅଲିମ୍ପିକ ପ୍ରତିଯୋଗିତାରେ ଭାରତର ପ୍ରତିନିଧିତ୍ୱ କରିଥିବା ପ୍ରତିଯୋଗୀଙ୍କ ପାଇଁ ଦେଶ ଗର୍ବିତ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଲିମ୍ପିକ ଦିବସ ଅବସରରେ କହିଛନ୍ତି । ଏହାସହିତ ସେ ଟୋକିଓ ଅଲିମ୍ପିକରେ ଭାଗ ନେଉଥିବା ଭାରତୀୟ ଦଳକୁ ଶୁଭେଚ୍ଛା ଜଣାଇଛନ୍ତି […]
ପୁରୀ, ଦେବେସ୍ନାନ ପୂର୍ଣ୍ଣିମା ପାଇଁ ପୁରୀରେ ଆଜି ରାତି ୧୦ଟାରୁ ଆସନ୍ତା ୨୫ ତାରିଖ ସକାଳ ପର୍ଯ୍ୟନ୍ତ ୧୪୪ ଧାରା ଲାଗୁ କରାଯାଇଛି। ଭକ୍ତମାନେ ନ ଥିଲେ ମଧ୍ୟ ସୁରକ୍ଷା ଦୃଷ୍ଟିରୁ ମୁତୟନ ହେବେ ୩୫ ପ୍ଲାଟୁନ ଫୋର୍ସ। ଏହି ସୁରକ୍ଷା […]
ପୁରୀ, ଆଜି ଦୁତୀୟ ଭୁଇଁ ସମ୍ପୁର୍ଣ୍ଣ ପରେ ତୃତୀୟ ଭୁଇଁ ଚାରି କାଠ ଉପରେ ପୋଟଳ ଖମ୍ବୀ ଏବଂ ପୋଟଳ ଓରା ଉଠି ତିନି ରଥରେ ତୃତୀୟ ଭୁଇଁ ସେଟିଙ୍ଗ ଶେଷ ହୋଇଅଛି। ତିନି ରଥର ଗୋଟିଏ ଲେଖାଁଏ ଆଜିଆଣି ଢମକ […]
ନୂଆଦିଲ୍ଲୀ: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ୱାର୍ଲ୍ଡ ଟେଷ୍ଟ ଚମ୍ପିୟାନଶିପ ଫାଇନାଲ ମ୍ୟାଚ ଜାରି ରହିଛି। ଆଜି ଷଷ୍ଠ ଦିନରେ (ରିଜର୍ଭ ଡେ’) ଭାରତର ଦ୍ଵିତୀୟ ପାଳିର ଖେଳ ଶେଷ ହୋଇଯାଇଛି। ଦ୍ଵିତୀୟ ପାଳିରେ ଭାରତ ମାତ୍ର ୧୭୦ ରନରେ ସମସ୍ତ […]
ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୩୭୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୩୭୫ ଆକ୍ରାନ୍ତଙ୍କ ମଧ୍ୟରୁ ୭୫ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୩୦୦ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ […]
ସୀତାରାମ ଅଗ୍ରୱାଲ ଟାଙ୍ଗୀ: ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ଟାଙ୍ଗୀ ଥାନା ଆଇଆଇସି ବିଜୟ କୁମାର ମଲ୍ଲିକ ପାଇବେ ଓଡିଶା ଡ଼ିଜିପିଙ୍କ ଠାରୁ ପ୍ରଶଂସାପତ୍ର। ଗତ ଦୁଇ ଦିନ ତଳେ ଏ ନେଇ ଓଡିଶା ପୋଲିସ ମୁଖ୍ୟାଳୟରୁ ଏକ ସୂଚନା ପତ୍ର ଜାରି […]
ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଣପୁର ଏନଏସି ଦିନକୁ ଦିନ ଉନ୍ନତି କରିବା ବଦଳରେ ଉପାନ୍ତ ଅଞ୍ଚଳରେ ପରିବର୍ତ୍ତନ ହେବାକୁ ବସିଲାଣି। କେବଳ ନାମକୁ ମାତ୍ର ଏନଏସି ମାନ୍ୟତା। ସହରରେ ଅସରାଏ ବର୍ଷା ହେଲେ ଏହା କୃତ୍ରିମ ହ୍ରଦର […]
ଭୁବନେଶ୍ୱର: କୋଭିଡ୍ ପଜିଟିଭ୍ ମା’ଙ୍କ ଠାରୁ ଜନ୍ମ ଗ୍ରହଣ କରିବା ପରେ କରୋନା ସଂକ୍ରମିତ ହୋଇଥିବା ମାତ୍ର ୧ ସପ୍ତାହର ନବଜାତ ଶିଶୁକୁ ସୁସ୍ଥ କଲେ ସମ୍ ଅଲ୍ଟିମେଟ୍ ମେଡିକେୟାରର ଡାକ୍ତର। ଏକ ଘରୋଇ ଡାକ୍ତରଖାନାରେ ଜନ୍ମନେଇଥିବା ଶିଶୁଟି ମାଙ୍କ ଠାରୁ […]
ନୂଆଦିଲ୍ଲୀ, କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ ରାଜେଶ ଭୂଷଣ ମଧ୍ୟପ୍ରଦେଶ, କେରଳ ଏବଂ ମହାରାଷ୍ଟ୍ରର ମୁଖ୍ୟ ସଚିବମାନଙ୍କୁ ଡେଲଟା ପ୍ଲସ୍ ଭାରିଆଣ୍ଟ ନିୟନ୍ତ୍ରଣ ପାଇଁ ଦେଲେ ନିର୍ଦ୍ଦେଶ। ଯେଉଁ ସ୍ଥାନରେ ଏହି ଭାଇରସ ଆକ୍ରାନ୍ତ ଦେଖାଯାଇଛନ୍ତି ସେହି ଅଞ୍ଚଳକୁ ତୁରନ୍ତ ନିୟନ୍ତ୍ରଣକୁ ଆଣ। […]
ନୂଆଦିଲ୍ଲୀ: ପଳାତକ ବ୍ୟବସାୟୀ ବିଜୟ ମାଲ୍ୟା, ନୀରବ ମୋଦୀ ଏବଂ ମେହୁଲ ଚୋକସିଙ୍କ ମୋଟ ୯ ହଜାର ୩୭୧ କୋଟି ଟଙ୍କାର ସମ୍ପତ୍ତିକୁ ସରକାରୀ ବ୍ୟାଙ୍କରେ ଜମା ହୋଇଯାଇଛି। ଫଳରେ ସେମାନଙ୍କ ଠକାମି ଯୋଗୁଁ ବ୍ୟାଙ୍କକୁ ହୋଇଥିବା କ୍ଷତି ଟଙ୍କାର ଭରଣ […]
କଟକ: ପୁରୀ ବ୍ୟତୀତ ରାଜ୍ୟର ଆଉ କୌଣସି ସ୍ଥାନରେ ରଥଯାତ୍ରା ହେବ ନାହିଁ। ଏନେଇ ଓଡିଶା ଉଚ୍ଚ ନ୍ୟାୟାଳୟ ସ୍ପଷ୍ଟ କରିଛନ୍ତି। ସ୍ଵତନ୍ତ୍ର ରିଲିଫ କମିଶନରଙ୍କ ନିର୍ଦ୍ଦେଶନାମା ମାନିବାକୁ ଉଚ୍ଚ ନ୍ୟାୟଳୟ ନିର୍ଦ୍ଦେଶ ଦେଇଛନ୍ତି। ଓଡିଶା ସରରକରଙ୍କ ଏସମ୍ପର୍କିତ ବିଷୟରେ ହସ୍ତକ୍ଷେପ […]
ନୂଆଦିଲ୍ଲୀ: ଦ୍ଵିତୀୟ ଲହରୀରେ କରୋନାର ଡେଲ୍ଟା ଭ୍ୟାରିଏଣ୍ଟ ଦେଶରେ ଲକ୍ଷାଧିକ ଲୋକଙ୍କ ଜୀବନ ନେଇଛି। ଏହାର ପ୍ରଭାବ ଏବେ ବି ଥମିନଥିବା ବେଳେ କରୋନାର ଡେଲ୍ଟା ପ୍ଲସ ଭ୍ୟାରିଏଣ୍ଟକୁ ନେଇ ଚିନ୍ତା ବଢାଇଛି। ଡେଲ୍ଟା ଭ୍ୟାରିଏଣ୍ଟ ଠାରୁ ଏହା ଆହୁରି ବିପଦ ଜନକ […]
ଭୁବନେଶ୍ବର, ଗତ 24 ଘଣ୍ଟା ମଧ୍ୟରେ ରାଜଧାନୀରେ ପ୍ରବଳ ବର୍ଷା ଲାଗି ରହିଛି। ଭୁବନେଶ୍ବର ପାଣିପାଗ ବିଭାଗର ସୂଚନା ଅନୁସାରେ ଭୁବନେଶ୍ବରର ଏୟାରପୋର୍ଟ ଅଞ୍ଚଳରେ ସର୍ବାଧିକ ବର୍ଷା ରେକର୍ଡ କରାଯାଇଛି। ଏହି ଅଞ୍ଚଳରେ ଗତ 24 ଘଣ୍ଟାରେ 113.2 ମିଲିମିଟର ବର୍ଷା […]
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୫୦ ହଜାର ୮୪୮ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୧ ହଜାର ୩୫୮ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୨୮ ହଜାର ୭୩୯ […]
ଭୁବନେଶ୍ବର, ରାଜ୍ୟରେ ଗତକାଲିଠାରୁ ପ୍ରବଳ ବର୍ଷା ଲାଗିରହିଛି। ଫଳରେ ଜନଜୀବନ ବାଧାପ୍ରାପ୍ତ ହୋଇଛି। ଭୁବନେଶ୍ବର ପାଣିପାଗବିଭାଗ ତରଫରୁ ରେକର୍ଚ କରାଯାଇଥିବା ବର୍ଷାର ପରିମାଣ ଅନୁସାରେ କେନ୍ଦ୍ରାପଡାର ସର୍ବାଧିକ ରେକର୍ଡ କରାଯାଇଛି। ମାର୍ସାଘାଇରେ ହୋଇଥିବା ରେକର୍ଡ ଅନୁସାରେ ଜିଲ୍ଲାରେ 225 ମିଲିମିଟର ବର୍ଷା […]
ଭୁବନେଶ୍ବର: କରୋନା ଯୋଗୁଁ ଚଳିତ ବର୍ଷ ମଧ୍ୟ ଛାତ୍ରଛାତ୍ରୀଙ୍କ ସିଲାବସକୁ ୩୦ ପ୍ରତିଶତ ହ୍ରାସ କରାଯିବ। ନବମ ଏବଂ ଦଶମ ଶ୍ରେଣୀର ଛାତ୍ରଛାତ୍ରୀଙ୍କ ପାଇଁ ୩୦ ପ୍ରତିଶତ ସିଲାବସ କମିବ। ଏନେଇ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ […]
ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୪୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୪୬ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୩୭୧୬ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା […]
ଭୁବନେଶ୍ବର: ଆଜି ରାଜ୍ୟରେ ୩ ହଜାର ୪୫୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ ୧୯୭୩ ଜଣ […]
ମେଷ ରାଶି-ଛାତ୍ର ଶ୍ରେଣୀ ସଫଳତା ହାସଲ କରିବେ। ଆପଣ ପାର୍ଟୀ ଏବଂ ପିକନିକ୍ ଉପଭୋଗ କରିବେ। ଘର ବାହାରେ ସୁଖ ମିଳିବ। ରୋଜଗାର ଚିନ୍ତା ହୋଇପାରେ। ସ୍ୱାସ୍ଥ୍ୟ ଭଲ ରହିବ। ଏକ ଦୃଢ ନିଷ୍ପତ୍ତି ନେଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ଉଚିତ୍। […]
ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜୁନ ୨୪ ସକାଳ ୧୧ ବେଳେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଟୟକାଥନ-୨୦୨୧ ପ୍ରତିଯୋଗୀମାନଙ୍କ ସହ ଆଲୋଚନା କରିବେ । ଶିକ୍ଷା ମନ୍ତ୍ରଣାଳୟ, ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ, ଏମଏସଏମଇ ମନ୍ତ୍ରଣାଳୟ, ଡିପିଆଇଆଇଟି, ବୟନ ଶିଳ୍ପ […]