ଖୋର୍ଦ୍ଧା: ଆଜି ପୂର୍ବାହ୍ନ ୧୦ ଟା ରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଡେଙ୍ଗୁ ପ୍ରତିରୋଧ ଏବଂ ନିୟନ୍ତ୍ରଣ ସମ୍ବନ୍ଧରେ ସମ୍ମିଳନୀ ସଭା ଜିଲ୍ଲପାଳ କେ. ସୁଦର୍ଶନ ଚକ୍ରବର୍ତ୍ତିଙ୍କ…
ଆଜିର ଖବର
ନୂଆଦିଲ୍ଲୀ: ନିକଟରେ ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି -୨୦ ସିରିଜ୍ ପାଇଁ ଭାରତ ଦଳ ଘୋଷଣା କରିଛି। ଦ୍ରୁତ ବୋଲର ଆବେଶ ଖାନଙ୍କୁ ଟିମ୍ ଇଣ୍ଡିଆ ସୁଯୋଗ ଦେଇଛି।…
ନୂଆଦିଲ୍ଲୀ: ମାନହାନି ମାମଲାରେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କୁ ରାଉସ ଆଭେନ୍ୟୁ କୋର୍ଟ ନୋଟିସ ଜାରି କରିଛନ୍ତି। ଅଶୋକ ଗେହଲୋଟଙ୍କୁ ଅଗଷ୍ଟ ୭ ତାରିଖରେ କୋର୍ଟରେ ହାଜର…
ନୂଆଦିଲ୍ଲୀ: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) ଚନ୍ଦ୍ରାୟନ-୩ ର ଉତକ୍ଷେପଣ ତାରିଖ ଘୋଷଣା କରିଛି। ଟ୍ୱିଟ୍ କରି ISRO ଏହି ସୂଚନା ଦେଇଛି। ଜୁଲାଇ ୧୪…
ଭୁବନେଶ୍ଵର: ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଜୁନ ମାସ ୨୦ ଏବଂ ୨୧ତାରିଖରେ ବାହାନଗା ବଜାର ଏବଂ ବାଲେଶ୍ୱର ଗସ୍ତ ସମୟରେ ଦୁର୍ଘଟଣା ସ୍ଥଳରେ ପ୍ରଥମ ସହାୟତା ଯୋଗାଇଥିବା…
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଡ. ଶ୍ୟାମ ପ୍ରସାଦ ମୁଖାର୍ଜୀଙ୍କୁ ତାଙ୍କ ଜନ୍ମବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ପ୍ରଧାନମନ୍ତ୍ରୀ ଟୁଇଟ୍ କରି କହିଛନ୍ତି ଯେ, ‘ମହାନ ରାଷ୍ଟ୍ରବାଦୀ ଚିନ୍ତକ,…
ଜୀବନ ଶୈଳୀ: ଚର୍ମ ସଂକ୍ରମଣ କ୍ଷେତ୍ରରେ ତୁଳସୀକୁ ବିଭିନ୍ନ ଉପାୟରେ ବ୍ୟବହାର କରାଯାଏ। ଏହା କେଶ ପାଇଁ ମଧ୍ୟ ବହୁତ ଲାଭଦାୟକ। ତୁଳସୀର ସଠିକ୍ ବ୍ୟବହାର କେଶକୁ…
ସ୍ୱାସ୍ଥ୍ୟ ଟିପ୍ସ: ମଦ୍ୟପାନ ଯକୃତକୁ କ୍ଷତି ପହଞ୍ଚାଏ। ଏହା ପ୍ରାୟତଃ ସମସ୍ତେ କୁହନ୍ତି। ଏହା ମଧ୍ୟ କୁହାଯାଏ ଯେ, ଯେଉଁମାନେ ପ୍ରତିଦିନ ମଦ୍ୟପାନ କରନ୍ତି, ସେମାନଙ୍କର ଯକୃତ…
ନୂଆଦିଲ୍ଲୀ: ଆଜି ୧୦ ହଜାରରୁ ଅଧିକ ଭକ୍ତଙ୍କ ଏକ ନୂତନ ବ୍ୟାଚ୍ ବାଲଟାଲ ଏବଂ ପହଲଗାମରୁ ଅମରନାଥ ଯାତ୍ରା ଆରମ୍ଭ କରିଛନ୍ତି। ଅଧିକାରୀ କହିଛନ୍ତି ଯେ, ଅମରନାଥଙ୍କ…
ନୂଆଦିଲ୍ଲୀ: ୱେଷ୍ଟଇଣ୍ଡିଜ୍ ଗସ୍ତ ପାଇଁ ଏହାର ପ୍ରସ୍ତୁତିକୁ ମଜବୁତ କରିବା ପାଇଁ ଭାରତୀୟ ଦଳ ଜୁଲାଇ ୫ ତାରିଖରୁ ଦୁଇ ଦିନିଆ ଅଭ୍ୟାସ ମ୍ୟାଚ୍ ଖେଳୁଛି। ଯୁବ…
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସ୍ୱାସ୍ଥ୍ୟସେବାରେ ନିବେଶକୁ ଉଲ୍ଲେଖନୀୟ ଭାବେ ବୃଦ୍ଧି କରାଯିବା ଏବଂ ଶେଷ ମାଇଲ ପର୍ଯ୍ୟନ୍ତ ପହଞ୍ଚି ଭାରତର ସାମଗ୍ରିକ ସ୍ୱାସ୍ଥ୍ୟସେବାରେ ଉନ୍ନତି ଆଣିବା…
ଭୁବନେଶ୍ବର: ଆଜି ଯୁକ୍ତ ଦୁଇ ପ୍ରଥମ କଟ୍ ଅଫ୍ ମାର୍କ ତାଲିକା ପ୍ରକାଶ ହୋଇଛିଛି। ଏଥର ରେଭେନ୍ସା କଲେଜ ଆଗରେ ରହିଛି। ଏହି ଶିକ୍ଷାନୁଷ୍ଠାନରେ କଳାରେ ୮୦,…
କୈଳାଶ ଚନ୍ଦ୍ର ଚୌଧୁରୀ ବ୍ରହ୍ମପୁର: ଗୋଳନ୍ଥରା ଥାନା ପିତାତଳି ଗ୍ରାମରେ ପୁଣି ରାଜନୈତିକ ହିଂସାକାଣ୍ଡ ସୃଷ୍ଟି ହୋଇଛି। ଯ’ଦ୍ଵାରା ସ୍ପଷ୍ଟ ଦିବାଲୋକରେ ସରପଞ୍ଚଙ୍କ ଜ୍ୱାଇଁ ଏସ୍ କାମେଶ୍ଵରକୁ…
ନୂଆଦିଲ୍ଲୀ/ଭୁବନେଶ୍ଵର: ଦୁଇଜଣ ବିଚାରପତିଙ୍କ ବ୍ୟତୀତ ସାତୋଟି ହାଇକୋର୍ଟରେ ମୁଖ୍ୟ ବିଚାରପତି ନିଯୁକ୍ତି ପାଇଁ ସୁପ୍ରିମକୋର୍ଟ କଲେଜିୟମ ସୁପାରିଶ କରିଛନ୍ତି। ଏଥିମଧ୍ୟରୁ ଓଡ଼ିଶା, କେରଳ, ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, ମଣିପୁର,…
ଭୁବନେଶ୍ବର: ଗତ ୨୪ ଘଣ୍ଟାରେ ରାଜ୍ୟରେ ଅନୁଭୂତ ହୋଇଛି ବିସ୍ତୃତି ବର୍ଷା। ଅଧିକାଂଶ ସ୍ଥାନରେ ହାଲୁକା ମଧ୍ୟମ ଧରଣର ବର୍ଷା ଅନୁଭୂତ ହୋଇଛି। ତେବେ ଦେବଗଡ ଜିଲ୍ଲାର…
କୈଳାଶ ଚନ୍ଦ୍ର ଚୌଧୁରୀ ବ୍ରହ୍ମପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ କନିଷି ହାଟ ନିକଟ ଜାତୀୟ ରାଜପଥ ରାସ୍ତା କଡ଼ରେ ପାର୍କିଂ ଅବସ୍ଥାରେ ଥିବା ଏକ ମୋଟର କାର୍…
ଭୁବନେଶ୍ଵର: ସୁଧାଂଶୁ ମୋହନ ସାହୁ ନିର୍ଦ୍ଦେଶିତ ଓଡ଼ିଆ ଚଳଚ୍ଚିତ୍ର “ଅପରେସନ ୧୨/୧୭” ପୋଷ୍ଟର ଲୋକାର୍ପଣ ଓ କଳାକାର ନାମ ଘୋଷଣା ଭୁବନେଶ୍ୱର ସତ୍ୟ ବିହାର ସ୍ଥିତ ଭବାନୀ…
ଭୁବନେଶ୍ବର: ଶେଷରେ ଓଡିଆ ବିଶ୍ବବିଦ୍ୟାଳୟରେ ନାମଲେଖା ପାଇଁ ଉଚ୍ଚ ଶିକ୍ଷା ବିଭାଗ ତରଫରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ସତ୍ୟବାଦୀଠାରେ ପ୍ରତିଷ୍ଠିତ ଏହି ବିଶ୍ବବିଦ୍ୟାଳୟ ପାଇଁ ପ୍ରଥମ ଥର…
ପ୍ରତାପଗଡ଼: କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡକରୀ ତାଙ୍କ ବିବୃତ୍ତି ସହିତ ଅନେକ ସମୟରେ ହେଡଲାଇନରେ ରହିଥା’ନ୍ତି। ପେଟ୍ରୋଲ ଏବଂ ଡିଜେଲର ବଢୁଥିବା…
ଚାଣକ୍ୟ ନୀତି: ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ଚାଣକ୍ୟ ନୀତିରେ ମଣିଷ କିପରି ସୁଖରେ ରହିବ ସେଥିପାଇଁ ସେ ପାଞ୍ଚୋଟି ଉପାୟ ଉଲ୍ଲେଖ କରିଛନ୍ତି। ଏଥିରେ ସାବଧାନ ରହିବା ସହିତ…
ନୂଆଦିଲ୍ଲୀ: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି -୨୦ ସିରିଜ୍ ପାଇଁ ଟିମ୍ ଇଣ୍ଡିଆ ଘୋଷଣା କରାଯାଇଛି। ଏହି ସିରିଜ୍ ପାଇଁ ତିଲକ ବର୍ମା, ଯଶସ୍ୱୀ ଜୟସୱାଲ ଏବଂ ମୁକେଶ…

