ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ବରପୁତ୍ରମାନଙ୍କର ପ୍ରତିମୂର୍ତ୍ତି ସ୍ଥାପିତ ହେବ।ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତି ନିର୍ମାଣ ଏବଂ ସ୍ଥାପନା ନିମନ୍ତେ ରାଜ୍ୟ ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ବିଧିବଦ୍ଧ ଭାବେ ନିଷ୍ପତି ନିଆଯାଇଛି। ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତି ନିର୍ମାଣ ଏବଂ […]
ଭୁବନେଶ୍ୱର: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୭୮ ବର୍ଷ ପୂର୍ଣ୍ଣ କରିଛନ୍ତି। ଏହି ଅବସରରେ ଦଳୀୟ ନେତା ତଥା ସମାଜର ବିଭିନ୍ନ ବର୍ଗର ଲୋକ ଛାତ୍ର ଛାତ୍ରୀ ନବୀନ ନିବାସକୁ ଯାଇ ଶ୍ରୀ ପଟ୍ଟନାୟକଙ୍କୁ […]
ଭୁବନେଶ୍ଵର: କାର୍ତ୍ତିକ ମାସରେ ଶ୍ରଦ୍ଧାଳୁ ତଥା ହବିଷ୍ୟ ବ୍ରତଧାରୀଙ୍କ ଭିଡକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ଏକ ବଡ ନିଷ୍ପତ୍ତି ନେଇଛି। ଆସନ୍ତା ୧୮ ତାରିଖରୁ ଶ୍ରୀମନ୍ଦିରର ପ୍ରବେଶ ଉପରେ ସାମାନ୍ୟ କଟକଣା ଲାଗୁ କରାଯାଇଛି। ଶ୍ରଦ୍ଧାଳୁମାନଙ୍କୁ କେବଳ ସିଂହଦ୍ଵାରା ଏବଂ […]
ନୂଆଦିଲ୍ଲୀ: ଭାରତ ସହ ବିବାଦ ମଧ୍ୟରେ କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋଙ୍କୁ ତାଙ୍କ ଘରେ ବିରୋଧ କରାଯାଇଥିବା ଦେଖାଦେଇଛି। ତାଙ୍କ ସାଂସଦ ଜଷ୍ଟିନ ଟ୍ରୁଡୋଙ୍କ ଇସ୍ତଫା ଦାବି କରିଛନ୍ତି। ଏଥିସହ ଅସନ୍ତୁଷ୍ଟ ଲିବରାଲ୍ ସାଂସଦ ଗୋଷ୍ଠୀମାନେ ତାଙ୍କୁ ହଟାଇବାକୁ ଚେଷ୍ଟା କରୁଛନ୍ତି। […]
ଭୁବନେଶ୍ୱର: ସୋଆ ବିଶ୍ୱବିଦ୍ୟାଳୟ ପରିଚାଳିତ ଇନ୍ଷ୍ଟିଚ୍ୟୁଟ ଅଫ୍ ଏଗ୍ରିକଲ୍ଚରାଲ ସାଇନ୍ସେସ ପକ୍ଷରୁ ବୁଧବାର ବିଶ୍ୱ ଖାଦ୍ୟ ଦିବସ ଉପଲକ୍ଷେ ଏକ ଜାତୀୟ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏହି ସମ୍ମିଳନୀର ଆଲୋଚ୍ୟ ବିଷୟ ଥିଲା ‘ବିଶ୍ୱ ଖାଦ୍ୟ ନିରାପତାରେ କୃତ୍ରିମ ବୁଦ୍ଧିମତାର ଭୂମିକା’। […]
ଭୁବନେଶ୍ୱର: ପୂର୍ବତଟ ରେଳପଥ ଅତ୍ୟାଧୁନିକ 96-ଷ୍ଟୋନ ରେଳ ଗ୍ରାଇଣ୍ଡିଂ ମେସିନ୍ (RGI96-5) କୁ ଟ୍ରାକ ଗୁଡିକର ନିରାପତ୍ତା ଏବଂ ରକ୍ଷଣାବେକ୍ଷଣ ସୁନିଶ୍ଚିତ କରିବା ପାଇଁ ପ୍ରତିବଦ୍ଧତାର ଏକ ଅଂଶ ଭାବରେ ଏହାର ପରିସୀମା ମଧ୍ୟରେ ନିୟୋଜନ କରିଛି। ଇତିମଧ୍ୟରେ କାର୍ଯ୍ୟକ୍ଷମ ହୋଇଥିବା […]
ନୂଆଦିଲ୍ଲୀ: ଭାରତୀୟ ବୈଦେଶିକ ମନ୍ତ୍ରୀ ଜୟଶଙ୍କର ବର୍ତ୍ତମାନ ସାଂଘାଇ ସହଯୋଗ ସଂଗଠନ (ଏସସିଓ) ବୈଠକରେ ଯୋଗଦେବା ପାଇଁ ପାକିସ୍ତାନରେ ଅଛନ୍ତି। ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟର ବିବୃତ୍ତି ଅନୁଯାୟୀ, “ଏସସିଓ ସିଏଚଜି ବୈଠକ ପ୍ରତିବର୍ଷ ଅନୁଷ୍ଠିତ ହୁଏ ଏବଂ ବାଣିଜ୍ୟ ତଥା ସଂଗଠନର […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ କେନ୍ଦ୍ର ସରକାରୀ କର୍ମଚାରୀଙ୍କୁ ମହଙ୍ଗା ଭତ୍ତା (ଡିଏ) ଏବଂ ପେନସନଭୋଗୀମାନଙ୍କୁ ମହଙ୍ଗା ସହାୟତା (ଡିଆର)ରେ ଅତିରିକ୍ତ କିସ୍ତି ବୃଦ୍ଧିକୁ ଅନୁମୋଦନ କରାଯାଇଛି। ଦରଦାମ୍ ବୃଦ୍ଧିର ଭରଣା ପାଇଁ ମୂଳ […]
ନୂଆଦିଲ୍ଲୀ: ଦୀପାବଳିରେ ଚାଷୀଙ୍କୁ ମୋଦୀ ସରକାର ଏକ ବଡ ଉପହାର ଦେଇଛନ୍ତି। ସରକାର ରବି ଫସଲର ଏମଏସପି ବୃଦ୍ଧି କରିଛନ୍ତି। 2025-26 ଋତୁ ପାଇଁ 6 ଟି ରବି ଫସଲର ସର୍ବନିମ୍ନ ସହାୟତା ମୂଲ୍ୟ (MSP) ବୃଦ୍ଧି କରିବାକୁ କେନ୍ଦ୍ର ସରକାର […]
ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଶାରଦୀୟ ନବରାତ୍ରୀ ପୁଜା ସମୟରେ ସମସ୍ତ ନିଶା ଦୋକାନ ବନ୍ଦ ରହିବା ପାଇଁ ସରକାରଙ୍କ ଦ୍ବାରା ବାରମ୍ବାର ଚିଠି ପାଇବା ପରେ ମଧ୍ୟ ଅନେକ ଦୋକାନୀ ନିୟମ ଉଲ୍ଲଙ୍ଘନ କରି ଖୋଲାଖୋଲି ଦୋକାନ ବାହାରେ ମଦ […]
ଭୁବନେଶ୍ୱର: ଅଗ୍ନିପଥ ଯୋଜନାରେ ଚୟନ (ସର୍ଟଲିଷ୍ଟ) ହୋଇଥିବା ପ୍ରାର୍ଥୀଙ୍କ ପାଇଁ ଚଳିତ ମାସ ୧୮ରୁ ୨୬ ତାରିଖ ପର୍ଯ୍ୟନ୍ତ ପୁରୀ ତାଳବଣିଆସ୍ଥିତ ଜିଲ୍ଲା ସ୍ପୋର୍ଟସ୍ କମ୍ପ୍ଲେକ୍ସ ଏବଂ ଇନଡୋର ଷ୍ଟାଡିୟମ ଠାରେ ନିଯୁକ୍ତି ଶିବିର (ରାଲି) ଅନୁଷ୍ଠିତ ହେବ। ଏଥିରେ କଟକ, […]
Happy Birthday Naveen: ଆଜି ହେଉଛି ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକଙ୍କ ଜନ୍ମ ଦିବସ। ଆଜିଠାରୁ ନବୀନଙ୍କୁ 78 ବର୍ଷ ବୟସରେ ପଦାର୍ପଣ କଲେ। ସେ 1946 ଅକ୍ଟୋବର 16 ତାରିଖରେ ଜନ୍ମ ଗ୍ରହଣ କରିଥିଲେ। ବାପା ତଥା ପୂର୍ବତନ […]
ଭୁବନେଶ୍ବର: ଆଜି ଭୁବନେଶ୍ବର କମିଶନରେଟ ପୋଲିସ ଏକ ନକଲି କଲ୍ ସେଣ୍ଟରକୁ ଠାବ କରିଛି। କେତେ ଦୁର୍ବୁତ ସୁନ୍ଦରପଦାର କାଞ୍ଚନ ଆପାର୍ଟମେଣ୍ଟର ଏକ ଫ୍ଲାଟ ଭଡା ନେଇ ଏହି କାରବାର କରୁଥିଲେ। ଆଜି ସକାଳୁ ପୋଲିସ ଚଢାଉ କରି ସେଠାରୁ କେତେକ […]
ଶ୍ରୀନଗର: ଧାରା ୩୭୦ ଉଚ୍ଛେଦର ପାଞ୍ଚ ବର୍ଷ ପରେ ଜାମ୍ମୁ କାଶ୍ମୀର ବର୍ତ୍ତମାନ ଏକ ନୂତନ ସରକାର ପାଇଛି। ଲେଫ୍ଟନାଣ୍ଟ ଗଭର୍ଣ୍ଣର ମନୋଜ ସିହ୍ନାଙ୍କ ଉପସ୍ଥିତିରେ ନ୍ୟାସନାଲ କନଫରେନ୍ସ ଉପାଧ୍ୟକ୍ଷ ଓମାର ଅବଦୁଲ୍ଲା ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ସୁରେନ୍ଦ୍ର […]
ନୂଆଦିଲ୍ଲୀ: ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ୍ ବେଙ୍ଗାଲୁରୁରେ ଖେଳାଯିବ। ଗତ ସିରିଜରେ ଟିମ୍ ଇଣ୍ଡିଆ ବାଂଲାଦେଶକୁ ପରାସ୍ତ କରିଥିଲା। ଭାରତୀୟ ଦଳର ଅଧିକାଂଶ ଖେଳାଳି ଫର୍ମରେ ଅଛନ୍ତି। ତଥାପି ନ୍ୟୁଜିଲାଣ୍ଡଠାରୁ ଭାରତ କଠୋର ପ୍ରତିଯୋଗିତାର ସମ୍ମୁଖୀନ […]
ନୂଆଦିଲ୍ଲୀ: ଭାରତରେ ନଗଦମୁକ୍ତ ଡିଜିଟାଲ ନେଣଦେଣ ବ୍ୟାପକ ଭାବେ ବୃଦ୍ଧି ପାଇଥିବା ୱାର୍ଲ୍ଡଲାଇନ୍ ଇଣ୍ଡିଆର ଡିଜିଟାଲ ପେମେଣ୍ଟ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଚଳିତ ବର୍ଷର ପ୍ରଥମାର୍ଦ୍ଧ ବା ଜାନୁଆରୀରୁ ଜୁନ୍ ମାସ ମଧ୍ୟରେ ଦେଶର ଦ୍ରୁତ ବିକଶିତ ଡିଜିଟାଲ ଅର୍ଥ ପଇଠ […]
ନୟାଗଡ/ରଣପୁର: CITU ନେତୃତ୍ଵରେ ଓଡିଶା ମଧ୍ୟାହ୍ନ ଭୋଜନ ପାଚିକା ସହାୟିକା ସଂଘ ରଣପୁର ବ୍ଳକ କମିଟି ତରଫରୁ ୧୪ ଦଫା ଦାବୀରେ ବ୍ଳକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ଘେରାଉ କରାଯାଇ ଥିଲା। ଦିନ ୧୨ ଘଟିକା ସମୟରେ ପଞ୍ଚୁଦୋଳ ପଡିଆ ସହିଦ୍ […]
ଭୁବନେଶ୍ୱର: କୃଷି କ୍ଷେତ୍ରରେ ଜ୍ଞାନ ଆହରଣ ଏବଂ କୃଷକମାନଙ୍କୁ ସହଜରେ କୃଷି ସମ୍ପର୍କିତ ତଥ୍ୟ ପ୍ରଦାନ କରିବା କ୍ଷେତ୍ରରେ ମିଳିତ ଭାବେ କାର୍ଯ୍ୟ କରିବା ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଏବଂ ବେଙ୍ଗାଲୁରୁ ସ୍ଥିତ ହାଇଡେନ୍ମେଟ ସଲ୍ୟୁସନ୍ସ ପ୍ରାଇଭେଟ ଲିମିଟେଡ […]
ମୁମ୍ବାଇ: ରିଲାଏନ୍ସ ଜିଓ ପକ୍ଷରୁ ଇଣ୍ଡିଆ ମୋବାଇଲ୍ କଂଗ୍ରେସ ୨୦୨୪ ରେ ଦୁଇଟି ନୂତନ ୪ଜି ଫିଚର ଫୋନ୍ ଶୁଭାରମ୍ଭ କରାଯାଇଛି। ଜିଓ ଭାରତ ଭି୩ ଏବଂ ଜିଓଭାରତ ଭି୪ ନାମିତ ଏହି ଦୁଇ ୪ଜି ଫିଚର ଫୋନ ଜିଓଭାରତ ସିରିଜ୍ […]
ବାଣପୁର( ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ନାଚୁଣୀ ଥାନା ଅନ୍ତର୍ଗତ ପଞ୍ଚୁଗାଁ ଗ୍ରାମର ଦୁଇ ଜଣ ଯୁବକଙ୍କ ବାଇକ ଦୁର୍ଘଟଣାରେ ଅକାଳ ବିୟୋଗ ଘଟିଛି। ଯୁବକ ଦ୍ବୟ ହେଲେ ଉକ୍ତ ଗ୍ରାମର ସୌମ୍ୟରଞ୍ଜନ ପ୍ରଧାନ, ୨୨ ବର୍ଷ ଏବଂ ରାଜେଶ ମହାପାତ୍ର, […]
ପିପିଲି: ପୁରୀ ଜିଲ୍ଲା ପିପିଲି ନିକଟସ୍ଥ ଅଲାରପୁରର ହର ଦୂର୍ଗା କ୍ଲବ୍ ପକ୍ଷରୁ ଆୟୋଜିତ କୁମାର ଉତ୍ସବ କାର୍ଯ୍ୟକ୍ରମରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସେ କହିଥିଲେ ଯେ, ଡେଲାଙ୍ଗ ପିପିଲି ଅଞ୍ଚଳର ଐତିହ୍ୟ ଅନନ୍ୟ, ଏହା ବିଶ୍ଵ ପ୍ରସିଦ୍ଧ […]