ପିପିଲି: ପୁରୀ ଜିଲ୍ଲା ପିପିଲି ନିକଟସ୍ଥ ଅଲାରପୁରର ହର ଦୂର୍ଗା କ୍ଲବ୍ ପକ୍ଷରୁ ଆୟୋଜିତ କୁମାର ଉତ୍ସବ କାର୍ଯ୍ୟକ୍ରମରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସେ କହିଥିଲେ ଯେ, ଡେଲାଙ୍ଗ ପିପିଲି ଅଞ୍ଚଳର ଐତିହ୍ୟ ଅନନ୍ୟ, ଏହା ବିଶ୍ଵ ପ୍ରସିଦ୍ଧ […]
ଭୁବନେଶ୍ବର: ରାଜ୍ୟର ବରିଷ୍ଠ ନେତା ପ୍ରସନ୍ନ ପାଟ୍ଟଶାଣୀ ହଠାତ ପାଣ୍ଡିଆନଙ୍କୁ ଟାର୍ଗେଟ କରିବା ଆରମ୍ଭ କରିଛନ୍ତି। ସେ ସିଧା କହିଛନ୍ତି ଯେ, ବିଜେଡିରେ ଯେ ପର୍ଯ୍ୟନ୍ତ ଭି କେ ପାଣ୍ଡିଆନ ରହିବେ ସେ ପର୍ଯ୍ୟନ୍ତ ଦଳ ହାରିବ। ତାଙ୍କ ପାଇଁ ମୁଁ […]
ନୂଆଦିଲ୍ଲୀ: ଚାଣକ୍ୟ ନୀତି ଅନୁସାରେ ଯେଉଁମାନେ ସାକ୍ଷାତରେ ସବୁବେଳେ ମିଠା କଥା କହନ୍ତି ସେମାନଙ୍କୁ ବର୍ଜନ କରନ୍ତୁ। କାରଣ ମିଠା କଥା କହି ଆପଣଙ୍କ ବିଶ୍ବାସକୁ ସେମାନେ ହରଣ କରନ୍ତି। ଆଉ ଠିକ୍ ସମୟରେ ପଛରୁ ଛୁରାଘାତ କରିଥାନ୍ତି। ଏହି ଶ୍ରେଣୀର […]
ଭୁବନେଶ୍ବର: ଘରେ ସୁଖ ଶାନ୍ତି ଓ ସମୃଦ୍ଧି ରଖିବ ପାଇଁ ଶୁକ୍ରବାର ଦିନ ମାତା ଲକ୍ଷ୍ମୀଙ୍କର ପୂଜା କରାଯାଇଥାଏ। ଲକ୍ଷ୍ମୀଙ୍କର ବିଧିବଦ୍ଧ ଭାବେ ପୂଜା କରିବା ଦ୍ବାରା ମାତା ଲକ୍ଷ୍ମୀ ପ୍ରସନ୍ନ ହୋଇ ଆଶୀର୍ବାଦ ପ୍ରଦାନ କରିଥା’ନ୍ତି। ଏହା ଦ୍ବାରେ ଘରେ […]
ମେଷ : ଗଣେଶଙ୍କ ଆଶୀର୍ବାଦ ସହିତ ଆପଣଙ୍କ ପ୍ରତ୍ୟେକ କାର୍ଯ୍ୟରେ ଉତ୍ସାହ ଏବଂ ଉତ୍ସାହ ଦେଖାଯିବ। ଆପଣ ଶରୀର ଏବଂ ମନରେ ସତେଜତା ଏବଂ ସତେଜତା ଅନୁଭବ କରିବେ। ପାରିବାରିକ ପରିବେଶ ଖୁସି ହେବ। ସାଙ୍ଗ ଏବଂ ପ୍ରିୟଜନଙ୍କ ସହିତ ଆନନ୍ଦ ଜୀବନ […]
ଭୁବନେଶ୍ୱର: ଆସନ୍ତାକାଲିଠାରୁ ରାଜ୍ୟ ବିଜେପି ଆରମ୍ଭ କରିବ ସକ୍ରିୟ ସଦସ୍ୟ ସଂଗ୍ରହ ଅଭିଯାନ। ପ୍ରଥମେ ପ୍ରାଥମିକ ସଦସ୍ୟ ହେବା ପରେ କାର୍ଯ୍ୟକର୍ତାମାନେ ସକ୍ରିୟ ସଦସ୍ୟ ହୁଅନ୍ତି। ସେଥିପାଇଁ ୧୬ ଦିନ ଧରି ଏହି ସକ୍ରିୟ ସଦସ୍ୟ ସଂଗ୍ରହ ଅଭିଯାନ ଚାଲିବ।ଏହାପରେ ଦଳ […]
ନୂଆଦିଲ୍ଲୀ: ଆଜି ରାଷ୍ଟ୍ରୀୟ ବିଜେପି ସଭାପତି ଜେପି ନଡ୍ଡା ଓଡିଶା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ଦିଲ୍ଲୀ ପ୍ରଭାରୀ ଭାବେ ନିଯୁକ୍ତ କରିଛନ୍ତି। ଆଉ କିଛି ମାସ ପରେ ଦିଲ୍ଲୀର ବିଧାନସଭା ନିର୍ବାଚନ ହେବାକୁ ଥିବାରୁ ଦଳ ତାଙ୍କୁ ଏହି ଗୁରୁ ଦାୟିତ୍ବ […]
ନୂଆଦିଲ୍ଲୀ: ଆସନ୍ତା ମାସର ୨୦ ତାରିଖରେ ମହାରାଷ୍ଟ୍ର ବିଧାନସଭାର ଗୋଟିଏ ପର୍ଯ୍ୟାୟରେ ମତଦାନ ହେବ। ସେହିପରି ନଭେମ୍ବର ୧୩ ଏବଂ ୨୦ ତାରିଖରେ ଝାଡ଼ଖଣ୍ଡରେ ବିଧାନସଭା ନିର୍ବାଚନ ହେବ। ଭୋଟ୍ ଗଣନା ଆସନ୍ତା ମାସର ନଭେମ୍ବର ୨୩ ତାରିଖରେ ଦୁଇ ରାଜ୍ୟରେ […]
ଭୁବନେଶ୍ୱର: ଆଜି ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତି ମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଟିଟିଲାଗଡ଼ଠାରେ ୧୩୨/୩୩ କେଭି ଗ୍ରୀଡ଼୍ ସବ୍ଷ୍ଟେସନ୍ ଓ ଖଣ୍ଡପଡ଼ାଠାରେ […]
ଭୁବନେଶ୍ବର: ଆଜି ଅପରାହ୍ନରେ ଭୁବନେଶ୍ବର ରାଜରାସ୍ତାରେ ହୁତୁହୁତୁ ହୋଇ ଜଳିଗଲା ଏକ କାର। କାର ଚାଳକ ଭିତରୁ ବାହାରୁ ବାହାରୁ ନିଆଁ ବ୍ୟାପିବାରେ ଲାଗିଲା। ତେବେ ଭାଗ୍ୟ ଭଲ କାହାର କିଛି କ୍ଷତି ହୋଇ ନାହିଁ। ତେବେ କେଉଁ କାରଣରୁ ନିଆଁ […]
ଭୁବନେଶ୍ୱର: ଏକ ପୂର୍ଣ୍ଣାଙ୍ଗ ସମାଜ ଗଠନ କରିବା ନିମନ୍ତେ ଧଳାବାଡ଼ି ଏକ ପ୍ରମୁଖ ଭୂମିକା ଗ୍ରହଣ କରିଛି। ଜଣେ ଦୃଷ୍ଟିବାଧିତ ବ୍ୟକ୍ତିଙ୍କୁ ସମାଜରେ ଆତ୍ମନିର୍ଭରଶୀଳ କରିବା ପାଇଁ ଧଳାବାଡି ର ମହତ୍ତ୍ୱପୂର୍ଣ୍ଣ ଅବଦାନ ରହିଛି। ଧଳାବାଡ଼ି ମନରେ ଆତ୍ମପ୍ରତ୍ୟୟ ସୃଷ୍ଟି କରାଇ […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆସନ୍ତା କାଲି ଠାରୁ ହରିଆଣା ଓ ମୁମ୍ବାଇ ଗସ୍ତରେ ଯାଉଛନ୍ତି। ୧୬ ତାରିଖ ଅପରାହ୍ନରେ ସେ ହରିଆଣା ଅଭିମୁଖେ ଗସ୍ତ କରି ୧୭ ତାରିଖ ଦିନ ଚଣ୍ଡିଗଡ ଠାରେ ନବ ଗଠିତ ହରିଆଣା […]
ଭୁବନେଶ୍ବର: ବିଜେଡି ତରଫରୁ ଜାରୀ ହୋଇଥିବା କାରଣଦର୍ଶା ନୋଟିସର ଜବାବ ରଖିଛନ୍ତି ଅମେରଶ ଜେନା ବା ବାଇଁଆ ଏବଂ ଲିଟୁ ବା ବିରଞ୍ଚି ନାରାୟଣ ମହାସୂପକାର। ଉଭୟଙ୍କୁ ଦଳ ତରଫରୁ ଭୁବନେଶ୍ବର ଜିଲ୍ଲା ସଭାପତି ସୁଶାନ୍ତ ରାଉତ ନୋଟିସ ଜାରୀ କରିଥିଲେ। […]
ନୂଆଦିଲ୍ଲୀ: ହିନ୍ଦୁ ଶାସ୍ତ୍ର ଅନୁଯାୟୀ, ଯେଉଁ ଘରେ ସ୍ୱଚ୍ଛତା ଥାଏ ସେଠାରେ ମା ଲକ୍ଷ୍ମୀ ରୁହନ୍ତି। ଏହି କାରଣରୁ ଆମେ ଦୀପାବଳି ତଥା ଅନ୍ୟାନ୍ୟ ପର୍ବରେ ଆମ ଘରର ସ୍ୱତନ୍ତ୍ର ଭାବେ ପରିଷ୍କାର କରିଥାଉ। ଯାହାଦ୍ୱାରା ଘରେ ମାତା ଲକ୍ଷ୍ମୀଙ୍କ ଆଗମନ […]
ଭୁବନେଶ୍ବର: ସନାତନ ଧର୍ମରେ ଧୂପ ଏବଂ ଦୀପର ବିଶେଷ ମହତ୍ତ୍ୱ ରହିଛି । କୁହାଯାଏ ଯେ ଯଦି ପ୍ରତିଦିନ ଧୂପ ଏବଂ ଦୀପ ଦିଆଯାଏ, ତେବେ ଘରର ସମସ୍ତ ଅସୁବିଧା ଏବଂ ନକାରାତ୍ମକତା ଦୂର ହୁଏ। ଆସନ୍ତୁ ଆପଣଙ୍କୁ ଦୀପ ସହିତ […]
ନୂଆଦିଲ୍ଲୀ, ଗ୍ରହମାନଙ୍କର ଚିକିତ୍ସା: ଯଦି ଆପଣଙ୍କର କୈଣସି ଗ୍ରହ ଖରାପ କିମ୍ବା କୁପ୍ରଭାବ ରହିଛି ତେବେ ନିମ୍ନଲିଖିତ ପ୍ରତିକାରଗୁଡିକ ଚେଷ୍ଟା କରନ୍ତୁ । ସୂର୍ଯ୍ୟ – ଚାଲୁଥିବା ପାଣିରେ ତମ୍ବା କିମ୍ବା ତମ୍ବାମୁଦ୍ରା ପକାନ୍ତୁ । ଚନ୍ଦ୍ର – ଏକ ପାତ୍ରରେ […]
ମେଷ-ପରିବାର ଏବଂ ସମାଜରେ ଆପଣଙ୍କ କାର୍ଯ୍ୟକୁ ଗୁରୁତ୍ୱ ଦିଆଯିବ। ଏହାର ମୂଲ୍ୟ ଅଧିକ ହେବ। ଟେନସନ ରହିବେ। କ୍ଳାନ୍ତ ହୋଇଯିବେ। ବିପଦ କରନ୍ତୁ ନାହିଁ। ଧୈର୍ଯ୍ୟ ଧରନ୍ତୁ। ମାତାର ସ୍ୱାସ୍ଥ୍ୟ ନେଇ ଚିନ୍ତିତ ହେବ। ବିବାଦ ପଳାୟନ ପରେ ରୋଜଗାରରେ ଇଚ୍ଛାକୃତ […]
ଭୁବନେଶ୍ବର: ଆଜି ସଂଧ୍ୟାରେ ଅନୁଗୁଳସ୍ଥିତ ଜିନ୍ଦଲ ପ୍ଲାଣ୍ଟରେ ଏକ ବିସ୍ପୋରଣ ଘଟି ନିଆଁ ଲାଗିଯାଇଥିବାର ଜଣାପଡିଛି। ସ୍ଥାନୀୟ ଲୋକଙ୍କ ଅନୁସାରେ ଜିନ୍ଦଲ ପ୍ଲାଣ୍ଟ ଭିତରେ ଏକ ବଡ ଶଦ୍ଦ ହୋଇଥିଲା। ଏହାପରେ ହୁତୁହୁତୁ ହୋଇ ନିଆଁ ଲାଗିଯାଇଥିଲା। ତେବେ ଏହି ଘଟଣା […]
ବାଣପୁର( ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ବାଣପୁର ପଞ୍ଚାୟତ ସମିତିର ଭାଟପଡା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଆଜି ଜିଲ୍ଲାପାଳଙ୍କ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଆଜି ମୋଟ ୧୦୩୪ ଗୋଟି ଆପତ୍ତି ଅଭିଯୋଗ ଦାଖଲ ହୋଇଥିଲା। ସେଥିମଧ୍ୟରୁ […]
ନୂଆଦିଲ୍ଲୀ: ଉତ୍ତର ପ୍ରଦେଶରେ ଦୁର୍ଗା ମୂର୍ତ୍ତି ବିସର୍ଜନକୁ ନେଇ ସୃଷ୍ଟି ହୋଇଥିବା ତୁମୁଳ କାଣ୍ଡ ଧିରେଧିରେ ସାଂପ୍ରଦାକ ହିଂସା ଆଡକୁ ଗତି କରୁଛି। ଗତକାଲି ଉତ୍ତର ପ୍ରଦେଶର ବାହାରାଇଚ ଜିଲ୍ଲାର ମହାଶିରେ ଦୁର୍ଗା ମୂର୍ତ୍ତି ବିସର୍ଜନ କରାଯାଉଥିଲା। ଏହି ସମୟରେ ଶୋଭାଯାତ୍ରାରେ […]
ଭୁବନେଶ୍ବର: ଆଜି ବିଜେଡି ରେ ତୁ.. ତୁ.. ମେ.. ମେ .. ଭିତରେ ଏକ ବଡ ଖୋଲାସା ଆସିଛି। ତାହା ହେଲା ବିଜେଡିର ବରିଷ୍ଠ ନେତା ଅମର ଶତପଥୀଙ୍କର ବଡ ବୟାନ ପଦାକୁ ଆସିଛି। ଆଜି ସେ ବିଜେଡି ମୁଖପାତ୍ର ଲେନିନ […]