ଆଜିର ଖବର

ଭୁବନେଶ୍ୱର: କେନ୍ଦ୍ର ସାମାଜିକ ନ୍ୟାୟ ଓ ସଶକ୍ତିକରଣ ରାଷ୍ଟ୍ରମନ୍ତ୍ରୀ ଶ୍ରୀ ରାମଦାସ ଅଠାୱଲେ ଆଜି ଲୋକ ସେବା ଭବନଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଏକ ସୌଜନ୍ୟମୂଳକ…

ନୂଆଦିଲ୍ଲୀ: ଭାରତୀୟ ପୁରୁଷ ହକି ଦଳ ଏଫଆଇଏଚ୍ ପ୍ରୋ ଲିଗ ୨୦୨୫-୨୬ ରେ ଏକ ରୋମାଞ୍ଚକର ମ୍ୟାଚରେ ପାକିସ୍ତାନକୁ ୪-୩ ଗୋଲରେ ପରାସ୍ତ କରି ଏକ ଦମଦାର…

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ୍ ଦଳର ଆୟରଲ୍ୟାଣ୍ଡ ଗସ୍ତ ଅନେକ ଦୃଷ୍ଟିରୁ ସ୍ୱତନ୍ତ୍ର ଏବଂ ଏହା ଐତିହାସିକ ହେବାକୁ ଯାଉଛି। ଏହି ଗସ୍ତରେ ଶ୍ରେୟସ ଆୟର ଅଧିନାୟକ ହିସାବରେ…

ଆମେରିକାର ଇରାନ ନୀତିକୁ ନେଇ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଦେଶ ଭିତରେ ହିଁ ଚାପର ସମ୍ମୁଖୀନ ହେଉଛନ୍ତି। ଇରାନ ବିରୋଧରେ ଆମେରିକାର ସାମରିକ ଅଭିଯାନକୁ ବନ୍ଦ…

ଯଖପୁରା: ଯାଜପୁର ଜିଲ୍ଲା କଳିଙ୍ଗନଗର ଶିଳ୍ପାଞ୍ଚଳରେ ଥିବା ଭିସିଆଇ କେମିକାଲସ୍‌ କାରଖାନାରେ ଘଟିଥିବା ଅଗ୍ନିକାଣ୍ଡ ପୁଣିଥରେ ଶିଳ୍ପ ସୁରକ୍ଷା ବ୍ୟବସ୍ଥାକୁ ନେଇ ବଡ଼ ପ୍ରଶ୍ନ ଉଠାଇଛି। କାରଖାନାର…

ନୂଆଦିଲ୍ଲୀ: ଭାରତ ସରକାର ଇଥାନଲ୍ ମିଶ୍ରିତ ପେଟ୍ରୋଲ ସମ୍ପର୍କରେ ସୋସିଆଲ ମିଡିଆରେ ପ୍ରସାରିତ ହେଉଥିବା କେତେକ ଭ୍ରମାତ୍ମକ ଏବଂ ଆଧାରହୀନ ଖବରକୁ ସଂଜ୍ଞାନରେ ନେଇଛନ୍ତି। ଏହିସବୁ ବିଷୟ…

ପୁରୀ: ପୁରୀର ବଳିଆପଣ୍ଡା ଅଞ୍ଚଳରେ ଘଟିଛି ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ। ଜଣେ ହୋଟେଲ ମାଲିକଙ୍କୁ ହତ୍ୟା କରାଯାଇଥିବା ସୂଚନା ମିଳିଛି। ଘଟଣା ପରେ ଅଞ୍ଚଳରେ ଉତ୍ତେଜନା ଓ…

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲାରେ ଘଟିଛି ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ। ରାମନଗର ଅଞ୍ଚଳର ବିଜେପି ବୁଥ ସଭାପତି ତପନ ଦାସଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ଆସିଛି। ସାମାନ୍ୟ କଥା…

ଭୁବନେଶ୍ୱର: ଭୁବନେଶ୍ୱରର ଝାରପଡ଼ା ସ୍ୱତନ୍ତ୍ର କାରାଗାରରେ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। କଥିତ ଭାବେ ବ୍ରାଉନ୍‌ସୁଗାର ସେବନ କରିବା ପରେ ୭ ଜଣ କଏଦୀ ଅସୁସ୍ଥ ହୋଇପଡ଼ିଛନ୍ତି।…

ନୂଆଦିଲ୍ଲୀ: ଏଲ ନିନୋ ଏବଂ ଚଳିତ ବର୍ଷ ଏକ ଦୁର୍ବଳ କିମ୍ବା ଅନିଶ୍ଚିତ ମୌସୁମୀ ସମ୍ଭାବନାକୁ ଦୃଷ୍ଟିରେ ରଖି, କେନ୍ଦ୍ର ସରକାର ଖରିଫ ଋତୁ ପାଇଁ ପ୍ରସ୍ତୁତିକୁ…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ବ୍ରିକ୍ସ ରାଷ୍ଟ୍ରଗୁଡ଼ିକର ଜାତୀୟ ସୁରକ୍ଷା ପରାମର୍ଶଦାତା ଏବଂ ବରିଷ୍ଠ ସୁରକ୍ଷା ଅଧିକାରୀମାନଙ୍କ ସହ ସାକ୍ଷାତ କରିଛନ୍ତି। ଶ୍ରୀ ମୋଦୀ ସମସାମୟିକ…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆଦିଲ୍ଲୀ ଠାରେ ସେବା ତୀର୍ଥରେ ବିଭିନ୍ନ ମନ୍ତ୍ରଣାଳୟ ଏବଂ ବିଭାଗରେ ସହକାରୀ ସଚିବ ଭାବରେ ନିଯୁକ୍ତ ହୋଇଥିବା ୨୦୨୪ ବ୍ୟାଚ୍ ର…

ନୂଆଦିଲ୍ଲୀ: କେନ୍ଦ୍ର ଗୃହ ତଥା ସମବାୟ ମନ୍ତ୍ରୀ ଅମିତ ଶାହ ନୂଆଦିଲ୍ଲୀରେ ଭାରତୀୟ ଜାତୀୟ କୃଷି ସମବାୟ ବିପଣନ ମହାସଂଘ ଲିମିଟେଡ (ନାଫେଡ଼) ର ଇ-ନିଲାମ ପୋର୍ଟାଲ…

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଖାରବେଳ ଭବନ ଠାରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତି ବିଭାଗର ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ…

ମେଷ- ପୁରୁଣା ବନ୍ଧୁ ଏବଂ ସମ୍ପର୍କୀୟମାନେ ଭେଟିବେ। ତୁମେ ଭଲ ଖବର ପାଇବ । ଖୁସି ହେବେ। ବିପଦ କରନ୍ତୁ ନାହିଁ । ଉପକୃତ ହେବେ। ପ୍ରଣାଳୀରେ ବିଶ୍ୱସନୀୟତା…

ପୁରୀ: ବିଶ୍ୱପ୍ରସିଦ୍ଧ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ୨୦୨୬ ଆଉ ହାତଗଣତି ଦିନ ଦୂରରେ ଥିବାବେଳେ, ଏହି ମହାଆୟୋଜନକୁ ସୁଚାରୁ ଓ ଶୃଙ୍ଖଳିତ ଭାବେ ସମ୍ପନ୍ନ କରିବା ପାଇଁ ରାଜ୍ୟ…

ଆନନ୍ଦପୁର: କେନ୍ଦୁଝର ଜିଲ୍ଲାର ଆନନ୍ଦପୁର ଉପଖଣ୍ଡରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ସୋସୋ ଥାନା ଅଧୀନ ବେରୁଣପଦି ଅଞ୍ଚଳରେ ଥିବା କେନାଲ ନିକଟରୁ ଜଣେ ଅଜଣା…

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଓ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ନାବାଳିକା ଛାତ୍ରୀଙ୍କୁ ଏକ କୋଚିଂ ସେଣ୍ଟର ଭିତରେ ଦୁଷ୍କର୍ମ କରାଯାଇଥିବା…

ଭୁବନେଶ୍ୱର: ଚଳିତ ବର୍ଷର ପଦ୍ମ ପୁରସ୍କାର ପ୍ରଦାନ ସମାରୋହରେ ଓଡ଼ିଶା ପାଇଁ ଆସିଛି ଗର୍ବର ମୁହୂର୍ତ୍ତ। ରାଜ୍ୟର ତିନିଜଣ ବିଶିଷ୍ଟ ବ୍ୟକ୍ତିତ୍ୱଙ୍କୁ ପଦ୍ମଶ୍ରୀ ସମ୍ମାନରେ ଭୂଷିତ କରାଯାଇଛି।…

ଭୁବନେଶ୍ୱର: ପୂର୍ବ କେନ୍ଦ୍ରୀୟ ରେଳବାଇର ଧନବାଦ ଡିଭିଜନରେ ସୁରକ୍ଷା ସମ୍ବନ୍ଧୀୟ ଭିତ୍ତିଭୂମି ଆଧୁନିକୀକରଣ କାର୍ଯ୍ୟ ଚାଲୁଥିବାରୁ, ପୂର୍ବ ତଟ ରେଳପଥ ଦେଇ ଚଳାଚଳ କରୁଥିବା କେତେକ ଟ୍ରେନ…