ସୀତାରାମ ଅଗ୍ରୱାଲ ବାଣପୁର: ଓଡ଼ିଶାର ଅନନ୍ୟ ଶକ୍ତିପୀଠ ଖୋର୍ଦ୍ଧା ଜିଲ୍ଲା ବାଣପୁର ମା’ଭଗବତୀଙ୍କ ଷୋଡଶ ଦିବସାତ୍ମକ ପୂଜା ଅତି ନିରାଡ଼ମ୍ବର ଭାବେ ସମାପନ ହୋଇଯାଇଛି। ଗତକାଲି ପିଠେ ମହାନବମୀରେ ପ୍ରଥମେ ଦ୍ୱାରପୂଜା, ନିର୍ମାଲ୍ୟ ସମର୍ପଣ, ସୂର୍ଯ୍ୟପୂଜା, ସପ୍ତଶତୀ ଚଣ୍ଡିପାଠ, ଷୋଡଶ ଉପଚାରରେ […]
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୮ ହଜାର ୯୮୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୪୬ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୦ ଲକ୍ଷ ୨୦ […]
ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୬ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୭୩ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ […]
ଭୁବନେଶ୍ବର: ଆଜି ରାଜ୍ୟରେ ୫୨୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ ୩୦୪ ଜଣ ଚିହ୍ନଟ ହୋଇଥିବା ବେଳେ […]
ଚାଣକ୍ୟ ନୀତି: ଆଚାର୍ଯ୍ୟ ଚାଣକ୍ୟ ଭାରତର ସର୍ବୋତ୍ତମ ପଣ୍ଡିତମାନଙ୍କ ମଧ୍ୟରେ ଗଣାଯା’ନ୍ତି। ଚାଣକ୍ୟ ନିଜେ ଜଣେ ଶିକ୍ଷକ ଥିଲେ। ସେଥିପାଇଁ ଚାଣକ୍ୟଙ୍କୁ ଆଚାର୍ଯ୍ୟ ଚାଣକ୍ୟ ନାମରେ ମଧ୍ୟ ଜଣାଶୁଣା। ଚାଣକ୍ୟ ତାଙ୍କ ଜୀବନରେ ବିଭିନ୍ନ ବିଷୟ ଅଧ୍ୟୟନ କରିଥିଲେ। ଅଭିଜ୍ଞତା ଏବଂ […]
ସୀତାରାମ ଅଗ୍ରୱାଲ ଚିଲିକା: ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ନାଚୁଣୀ ବଜାରରେ ନାଚୁଣୀ ଫାଣ୍ଡି ପୋଲିସ ଏବଂ ବାଲୁଗାଁ ଅବକାରୀ ବିଭାଗ ମିଳିତ ଭାବେ ଚଢ଼ାଉ କରି ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛନ୍ତି। ତାଙ୍କ ନିକଟରୁ ୬ ପେଟି ଆସ୍କା-୪୦ ମଦ ଜବତ […]
ମୁମ୍ବାଇ: ଆର୍ଯ୍ୟନ୍ ଖାନଙ୍କ ସହ ଜଡିତ କ୍ରୁଜ୍ ଜାହାଜ ଡ୍ରଗ୍ ପାର୍ଟି ମାମଲାରେ ପଞ୍ଚ କିରଣ ଗୋସାଭିଙ୍କ ବିରୋଧରେ ଲୁକ୍ ଆଉଟ୍ ନୋଟିସ୍ ଜାରି କରାଯାଇଛି। ସୂଚନାଯୋଗ୍ୟ ଯେ ବଲିଉଡ ତାରକା ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ୍ ଖାନଙ୍କ ସନ୍ଧାନ ସମୟରେ […]
ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୪୦୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଆଜି ସର୍ବାଧିକ ଖୋର୍ଦ୍ଧାରୁ ୧୬୪, କଟକରୁ ୬୨, ମୟୂରଭଞ୍ଜରୁ ୨୨, ପୁରୀରୁ ୧୯, ଜଗତସିଂହପୁରରୁ ୧୮, ସମ୍ବଲପୁରରୁ […]
ଭୁବନେଶ୍ବର: ଓଡିଶା ହାଇକୋର୍ଟରେ ୩ ଜଣ ନୂଆ ବିଚାରପତିଙ୍କୁ ନିଯୁକ୍ତି ମିଳିଛି। ଏହି ନୂତନ ବିଚାରପତିଙ୍କୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ନିଯୁକ୍ତି ଦେଇଛନ୍ତି। ନୂତନ ୩ ବିଚାରପତିଙ୍କ ମଧ୍ୟରୁ ଜଣେ ଆଇନଜୀବୀଙ୍କୁ ବିଚାରପତି ଭାବେ ନିଯୁକ୍ତି ମିଳିଥିବା ବେଳେ ଦୁଇ ଜୁଡିସିଆଲ […]
ନୂଆଦିଲ୍ଲୀ: ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ଅସୁସ୍ଥ ହୋଇପଡିଛନ୍ତି। ତାଙ୍କୁ ଦିଲ୍ଲୀର ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍ସ (ଏମ୍ସ) ଭର୍ତ୍ତି କରାଯାଇଛି। ଏକ ସୂତ୍ରରୁ ପ୍ରକାଶ, “ସେ ଦୁଇ ଦିନ ପୂର୍ବରୁ ଜ୍ୱରରେ ଆକ୍ରାନ୍ତ ହୋଇଥିଲେ ଏବଂ ଡାକ୍ତରଙ୍କ […]
ସୀତାରାମ ଅଗ୍ରୱାଲ କାଳୁପଡା: ଖୋର୍ଦ୍ଧା ଜିଲ୍ଲା କାଳୁପଡା ଘାଟ ରେଳ ଷ୍ଟେସନରେ ଏକ ଅଭାବନିୟ ଘଟଣା ଘଟିଯାଇଛି। ଜଣେ ମାନସିକ ବିକାରଗ୍ରସ୍ତ ଯାତ୍ରୀକୁ ଟ୍ରେନ ବଗି ଉପରୁ ଉଦ୍ଧାର କରିବା ପାଇଁ ନାକେଦମ ହୋଇଛି ଟାଙ୍ଗୀ ଅଗ୍ନୀଶମ ବାହିନୀ। ସୂଚନା ଅନୁଯାୟୀ, […]
ନୂଆଦିଲ୍ଲୀ: ଅକ୍ଟୋବର ୧୭ ତାରିଖରୁ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ଏବଂ ଓମାନରେ ଆରମ୍ଭ ହେବାକୁ ଥିବା ଟି -୨୦ ବିଶ୍ୱକପ ପାଇଁ ଟିମ୍ ଇଣ୍ଡିଆର ନୂଆ ଜର୍ସି ଲଞ୍ଚ କରାଯାଇଛି। ବୋର୍ଡ ଅଫ୍ କଣ୍ଟ୍ରୋଲ୍ ଫର କ୍ରିକେଟ୍ ଇନ୍ ଇଣ୍ଡିଆ […]
ନୂଆଦିଲ୍ଲୀ: ବୋର୍ଡ ଅଫ୍ କଣ୍ଟ୍ରୋଲ୍ ଫର୍ କ୍ରିକେଟ୍ ଇନ୍ ଇଣ୍ଡିଆ (ବିସିସିଆଇ) ଟି -୨୦ ବିଶ୍ୱକପ୍ ଦଳରେ ପରିବର୍ତ୍ତନ ଆଣିଛି। ଅକ୍ସର ପଟେଲଙ୍କ ସ୍ଥାନରେ ଅଲରାଉଣ୍ଡର ଶାର୍ଦ୍ଦୁଲ ଠାକୁରଙ୍କୁ ଦଳରେ ପ୍ରବେଶ କରାଯାଇଛି। ଶାର୍ଦ୍ଦୁଲ ଠାକୁର ପୂର୍ବରୁ ୧୫ ଜଣିଆ ଦଳରେ […]
ମୁମ୍ବାଇ / ଭୁବନେଶ୍ୱର: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ର ପୂର୍ଣ୍ଣ ମାଲିକାନାରେ ଥିବା ସଂସ୍ଥା ରିଲାଏନ୍ସ ନ୍ୟୁ ଏନର୍ଜି ସୋଲାର ଲିମିଟେଡ୍ (ଆର୍ଏନ୍ଇଏସ୍ଏଲ୍) ପକ୍ଷରୁ ଦୁଇଟି ଗୁରୁତ୍ୱପୂର୍ଣ୍ଣ ସହଯୋଗିତା ବିଷୟରେ ଘୋଷଣା କରାଯାଇଛି। ଜର୍ମାନିର ନେକ୍ସୱେଫ୍ରେ ୨.୫ କୋଟି ୟୁରୋ ନିବେଶ କରିବା ବିଷୟରେ […]
ନୂଆଦିଲ୍ଲୀ: ରାଜସ୍ଥାନର ଶିକ୍ଷା ମନ୍ତ୍ରୀ ଏକ ବିବାଦିତ ବୟାନ ଦେଇଛନ୍ତି। ଯେଉଁ ବିଦ୍ୟାଳୟରେ ମହିଳା କର୍ମଚାରୀ ଅଧିକ ଥାଆନ୍ତି, ସେଠାରେ ଅଧିକ ଝଗଡା ହୁଏ ବୋଲି ସେ କହିଛନ୍ତି। ଯାହା ଫଳରେ ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ‘ସରିଡନ୍’ (ମୁଣ୍ଡବିନ୍ଧାର ଔଷଧ) ଲଗାଇବାକୁ ପଡୁଛି। […]
ଭୁବନେଶ୍ଵର: ଭୁବନେଶ୍ଵର କଂଗ୍ରେସ ଭବନରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। କଂଗ୍ରେସ ଭବନରେ ବ୍ୟାପକ ଭଙ୍ଗାରୁଜା ହୋଇଥିବା ସୂଚନା ମିଳିଛି। ତାଲା ଭାଙ୍ଗି କିଛି ଯୁବକ ଯୁବ କଂଗ୍ରେସ ଅଫିସ ଭିତରକୁ ପସିଥିବା ଖବର ହସ୍ତଗତ ହୋଇଛି। ଅଫିସ ଭିତରେ […]
ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୭ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୬୭ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ […]
ଇମ୍ଫାଲ: ମଣିପୁରରେ ମାଓବାଦୀମାନେ ପୁଣି ଥରେ ଅମାନବୀୟ କାର୍ଯ୍ୟ କରିଛନ୍ତି। ମଙ୍ଗଳବାର ଦିନ ମାଓବାଦୀମାନେ ଆଖିବୁଜା ଗୁଳି ଚଳାଇଥିଲେ ଯେଉଁଥିରେ ଜଣେ ୮ ବର୍ଷର ଶିଶୁ ସମେତ ଚାରିଜଣ ସାଧାରଣ ନାଗରିକଙ୍କ ମୃତ୍ୟୁ ଘଟିଥିଲା। ମଣିପୁରର କାଙ୍ଗପୋକପି ଜିଲ୍ଲାରେ ଏଭଳି ଅଭାବନୀୟ […]
ନୂଆଦିଲ୍ଲୀ: ଟି -୨୦ ବିଶ୍ୱକପ ଖୁବ୍ ଶୀଘ୍ର ଆରମ୍ଭ ହେବାକୁ ଯାଉଛି। ଏହାପୂର୍ବରୁ ଆଫଗାନିସ୍ତାନର ତାରକା ବୋଲର ରସିଦ ଖାନ ନିଜ ପସନ୍ଦର ଶ୍ରେଷ୍ଠ ୫ ଟି -୨୦ କ୍ରିକେଟରଙ୍କୁ ଚୟନ କରିଛନ୍ତି। ରସିଦଙ୍କ ଦ୍ୱାରା ମନୋନୀତ ଶ୍ରେଷ୍ଠ ଖେଳାଳିଙ୍କ ନାମ […]
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୫ ହଜାର ୮୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୨୬ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୦ ଲକ୍ଷ ୧ […]
ଭୁବନେଶ୍ବର: ଆଜି ରାଜ୍ୟରେ ୬୧୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ ୩୫୭ ଜଣ ଚିହ୍ନଟ ହୋଇଥିବା ବେଳେ […]