ଭୁବନେଶ୍ବର: ମଣିଷ କିପିର କାମ କଲେ କୌଣସି ଅସୁବିଧାର ସମ୍ମୁଖୀନ ହେବ ନାହିଁ ତାହା ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ଚାଣକ୍ୟ ନୀତିରେ ବର୍ଣ୍ଣନା କରିଛନ୍ତି। ସେ କହିଛନ୍ତି ମାତ୍ର ଚାରୋଟି କଥା ଉପରେ ଧ୍ୟାନ ଦେଲେ ମଣିଷ କେବେ ବି ସମସ୍ୟାର […]
ହନୁମାନଙ୍କ ପୂଜା: ହନୁମାନଙ୍କର ଉପାସନା କଲେ ସମସ୍ୟା ଦୂର ହୋଇଥାଏ। ଶାସ୍ତ୍ର ଅନୁଯାୟୀ ମଙ୍ଗଳବାର ଦିନଟି ହନୁମାନଙ୍କୁ ଉତ୍ସର୍ଗ କରାଯାଇଛି। ହନୁମାନ ଜୀ ଏହି ଦିନ ପୂଜା କରି ଖୁସି ହୁଅନ୍ତି ଏବଂ ତାଙ୍କ ଭକ୍ତମାନଙ୍କୁ ବିଶେଷ ଆଶୀର୍ବାଦ ପ୍ରଦାନ କରନ୍ତି। […]
ଭୁବନେଶ୍ୱର: ଭାରତୀୟ ବୈଷୟକି ପ୍ରତିଷ୍ଠାନ (ଆଇଆଇଟ)ର ଗଣତ ଓ ପରିସଂଖ୍ୟାନ ବିଭାଗ, କାନପୁର, ଉତ୍ତର ପ୍ରଦେଶଠାରେ ପ୍ରଫେସର ରୂପ କାର୍ଯ୍ୟରତ ଡକ୍ଟର ପରାଶର ମହାନ୍ତି ସମ୍ମାନଜନକ ଭାରତୀୟ ଜାତୀୟ ବିଜ୍ଞାନ ଏକାଡେମୀ ଶିକ୍ଷକ ପୁରସ୍କାର-୨୦୨୧ ଲାଭ କରିଛନ୍ତି । ଏପରି ବିରଳ […]
ଭୁବନେଶ୍ୱର: ଭୁବନେଶ୍ୱର ସାଂଗଠନିକ ଜିଲ୍ଲା ବିଜେପି ପକ୍ଷରୁ ଆଜି ଭୁବନେଶ୍ୱର ମାଷ୍ଟରକ୍ୟାଣ୍ଟିନ ଛକ ରେ ବିଧାନସଭାରେ ବିରୋଧୀ ଦଳର ମୁଖ୍ୟ ସଚେତକ ତଥା ବିଜେପି ଦଳର ବରିଷ୍ଠ ନେତା ମୋହନ ଚରଣ ମାଝୀଙ୍କ ଉପରେ ବୋମା ମାଡ଼ ଘଟଣାକୁ ଦୃଢ଼ ନିନ୍ଦା […]
ଭୁବନେଶ୍ୱର: ବିଧାୟକମାନଙ୍କ ପାଇଁ ଆବାସିକ ଗୃହ ନିର୍ମାଣ କରି ସେମାନଙ୍କୁ ଆବଣ୍ଟନ କରିବାକୁ ସରକାରୀ ସ୍ତରରେ ନିଷ୍ପତ୍ତି ନିଆଯାଇଛି । ଭୁବନେଶ୍ୱରରେ ପର୍ଯ୍ୟାପ୍ତ ଗୃହ ନଥିବାରୁ ବିଧାୟକମାନେ ଅସୁବିଧାର ସମ୍ମୁଖୀନ ହେଉଥିବା ଦୃଷ୍ଟିରୁ ଏହାର ସ୍ଥାୟୀ ସମାଧାନ ପାଇଁ ବାଚସ୍ପତି ଡ. […]
ମୁମ୍ବଇ: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡର ପୂର୍ଣ୍ଣ ମାଲିକାନାଧୀନ ସହଯୋଗୀ କମ୍ପାନୀ ରିଲାଏନ୍ସ ନିୟୁ ଏନର୍ଜି ସୋଲାର ଲିମିଟେଡ (ଆରଏନଇଏସଏଲ୍) ଏସଡବ୍ଲୁଏସଏଲ୍ରେ ୪୦% ଅଂଶ ପୋଷ୍ଟ-ମନି ଅଧିଗ୍ରହଣ କରିବାକୁ ଶାପୁରଜୀ ପାଲୋନଜୀ ଆଣ୍ଡ କମ୍ପାନୀ ପ୍ରାଇଭେଟ ଲିମିଟେଡ (ଏସପିସିପିଏଲ୍), ଖୁର୍ଶିଦ ଦାରୁୱାଲା ଏବଂ ଷ୍ଟର୍ଲିଂ […]
ଭୁବନେଶ୍ୱର: କେନ୍ଦ୍ର ସରକାର ପ୍ରଣୀତ କରିଥିବା ତିନିଗୋଟି ନୂଆ କୃଷି ଆଇନକୁ ପ୍ରତ୍ୟାହାର ଦାବିରେ ଉତ୍ତର ପ୍ରଦେଶର ଲଖିମପୁର ଖେରି ଠାରେ ବିକ୍ଷୋଭ କରୁଥିବା ଚାଷୀମାନଙ୍କୁ ଗାଡ଼ି ଚପାଇ ବର୍ବରୋଚିତ ଭାବେ ହତ୍ୟା କରିବା ପ୍ରତିବାଦରେ ନିଖିଳ ଭାରତ କଂଗ୍ରେସ କମିଟିର […]
କନ୍ଦର୍ପ ବେହେରା ରେଢାଖୋଲ: ନାକଟିଦେଉଳ ବନାଂଚଳରେ ଦିନକୁ ଦିନ ଶିକାରୀମାନଙ୍କ ପ୍ରାଦୁର୍ଭାବ ବଢିବାରେ ଲାଗିଛି। ଜନ୍ତୁମାନଙ୍କୁ ଶିକାର କରିବା ପାଇଁ ଚୋରା ବନ୍ଧୁକ ଧରି ରାତିରେ ଶିକାରୀମାନେ ବୁଲୁଥିବାର ନଜିର ରହିଛି। ଗତକାଲି ରାତିରେ ନାକଟିଦେଉଳ ବନାଂଚଳ ଖୋଲଗଡ ସଂରକ୍ଷିତ ଜଙ୍ଗଲରେ […]
ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୪୬୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଆଜି ସର୍ବାଧିକ ଖୋର୍ଦ୍ଧାରୁ ୨୦୭, କଟକରୁ ୬୪, ମୟୂରଭଞ୍ଜରୁ ୩୧, ବାଲେଶ୍ବରରୁ ୨୬, ପୁରୀରୁ ୧୭, ଯାଜପୁରରୁ […]
ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ର ଫ୍ୟାକଲ୍ଟି ଅଫ୍ ମେଡିସିନ୍ ଇନ୍ଷ୍ଟିଚ୍ୟୁଟ୍ ଅଫ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ରେ ରୋଗୀଙ୍କୁ ଉତମ ଚିକିତ୍ସା ପ୍ରଦାନ କରାଯିବା ସହ ଏ ଦିଗରେ ଗବେଷଣା କ୍ଷେତ୍ରକୁ ପ୍ରୋତ୍ସାହନ ଦେବା ନିମନ୍ତେ ଏକ […]
ଭୁବନେଶ୍ୱର: ଦଶହରା ସିନେ ବଜାରରେ ଧମାକା କରିବାକୁ ପ୍ରେକ୍ଷାଳୟକୁ ଆସୁଛି ଓଡ଼ିଆ ଚଳଚ୍ଚିତ୍ର ‘ମନ ମୋ ନେଇଗଲୁ ରେ’। ସୁମା ରିଅଲ୍ ମିଡିଆର ଦ୍ୱିତୀୟ ଅବଦାନରେ ପ୍ରସ୍ତୁତ ପ୍ରଫେସର (ଡ.) ମନୋଜରଞ୍ଜନ ନାୟକଙ୍କ ନିବେଦିତ ଏହି ଚଳଚ୍ଚିତ୍ରଟି ରାଜ୍ୟର ବିଭିନ୍ନ ହଲ୍ରେ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବ୍ରିଟେନର ପ୍ରଧାନମନ୍ତ୍ରୀ ବୋରିସ ଜନସନଙ୍କ ସହ ଫୋନ ଯୋଗେ କଥା ହୋଇଛନ୍ତି। ଏହି ସମୟରେ ଦୁଇ ନେତା ଭାରତ-ୟୁକେ ଏଜେଣ୍ଡା ୨୦୩୦, ଗ୍ଲାସ୍ଗୋ, ଆଫଗାନିସ୍ତାନ ପ୍ରସଙ୍ଗ ଏବଂ ଆଗମି ସିଓପି-୨୬ ପ୍ରସଙ୍ଗରେ ଜଳବାୟୁ ଆକ୍ସନ୍ ଉପରେ […]
ନୂଆଦିଲ୍ଲୀ: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ଆଜି ଆଇପିଏଲ ରେ କୋଲକାତା ନାଇଟ ରାଇଡର୍ସ (କେକେଆର) କୁ ଭେଟିବ। ଆରସିବିର ମଧ୍ୟମ ଦୃତଗାମୀ ବୋଲର ହର୍ଷଲ ପଟେଲଙ୍କ ପାଇଁ ଆଇପିଏଲର ଏହି ସଂସ୍କରଣ ଏକ ସୁବର୍ଣ୍ଣ ସ୍ୱପ୍ନଠାରୁ କମ୍ ନୁହେଁ। ଏହି […]
ମୁମ୍ବାଇ: ବଲିଉଡ ମେଗାଷ୍ଟାର ଅମିତାଭ ବଚ୍ଚନ ପାନ ମସାଲା ବ୍ରାଣ୍ଡ ପାଇଁ ବିଜ୍ଞାପନରୁ ନିଜକୁ ଦୂରେଇ ରଖିଛନ୍ତି। ଏହାର ପ୍ରଚାର ପାଇଁ ସେ ଯେଉଁ ରାଶି ପାଇଛନ୍ତି, ତାକୁ ମଧ୍ୟ ଅମିତାଭ ଫେରସ୍ତ କରିଛନ୍ତି। ୭୯ ବର୍ଷିୟା ଅଭିନେତା ଏକ ପାନ୍ […]
ଭୁବନେଶ୍ବର: ରାଜ୍ୟର ସମସ୍ତ ଠିକା କର୍ମଚାରୀଙ୍କ ପାଇଁ କ୍ୟାବିନେଟ ବଡ ନିଷ୍ପତ୍ତି ନେଇଛି। ଏଣିକି ଠିକା କର୍ମଚାରୀଙ୍କୁ ଇନିସିଆଲ ଆପଏଣ୍ଟି କୁହାଯିବା ପାଇଁ ନିଷ୍ପତ୍ତି ହୋଇଛି। ତେବେ ରାଜ୍ୟର ସମସ୍ତ କର୍ମଚାରୀଙ୍କୁ ପ୍ରଥମ ବର୍ଷରୁ ଅଧିକ ୫୦ ପ୍ରତିଶତ ଦରମା ମିଳିବା […]
ନୂଆଦିଲ୍ଲୀ: ଦେଶର ମହାକାଶ କ୍ଷେତ୍ରରେ ଅଂଶଗ୍ରହଣ କରିବାକୁ ଇଚ୍ଛା କରୁଥିବା ଶିଳ୍ପସଂସ୍ଥାର ସଂଗଠନ ‘ଇଣ୍ଡିଆନ୍ ସ୍ପେସ୍ ଆସୋସିଏସନ୍’ (ଆଇଏସପିଏ) କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଦେଶରେ ଏପରି ନିର୍ଣ୍ଣାୟକ ସରକାର କେବେ […]
ନୂଆଦିଲ୍ଲୀ: ଜମ୍ମୁ କାଶ୍ମୀରର ପୂର୍ବତନ ନ୍ୟାସନାଲ କନଫରେନ୍ସ (ଏନସି) ଦଳର ସଭାପତି ଦେବେନ୍ଦ୍ର ସିଂ ରାଣା ଏବଂ ସୁରଜିତ ସିଂ ସାଲାଥିଆ ଆଜି ବିଜେପିରେ ଯୋଗ ଦେଇଛନ୍ତି। ସେ କେନ୍ଦ୍ର ମନ୍ତ୍ରୀ ହରଦୀପ ସିଂ ପୁରୀ, ଧର୍ମେନ୍ଦ୍ର ପ୍ରଧାନ ଏବଂ ଜିତେନ୍ଦ୍ର […]
ଜମ୍ମୁ କାଶ୍ମୀର: ଜମ୍ମୁ କାଶ୍ମୀରର ପୁଞ୍ଚରେ ଆତଙ୍କବାଦୀଙ୍କ ସହ ମୁହାଁମୁହିଁ ହେବା ସମୟରେ ଜେସିଓ ସମେତ ପାଞ୍ଚ ଜଣ ଯବାନ ସହିଦ ହୋଇଛନ୍ତି। ବର୍ତ୍ତମାନ ଏନକାଉଣ୍ଟର ଜାରି ରହିଛି। କିଛି ଆତଙ୍କବାଦୀ ଲୁଚି ରହିଥିବା ଖବର ପାଇବା ପରେ ଏହି ଏନକାଉଣ୍ଟର […]
ଶ୍ରୀନଗର: ଜମ୍ମୁ କାଶ୍ମୀରରେ ସୁରକ୍ଷା ବାହିନୀ ସାତ ଶହ ଲୋକଙ୍କୁ ଅଟକ ରଖିଛି। ୬ ଦିନ ମଧ୍ୟରେ କାଶ୍ମୀର ପଣ୍ଡିତ, ଶିଖ ଏବଂ ମୁସଲମାନ ସମ୍ପ୍ରଦାୟର ୭ ଜଣ ସାଧାରଣ ନାଗରିକଙ୍କ ହତ୍ୟା ମାମଲାରେ ଏମାନଙ୍କୁ ଗିରଫ କରାଯାଇଛି। ଗିରଫ ବ୍ୟକ୍ତିଙ୍କ […]
ପୁରୀ: ଆଜି ହେଉଛି ବିଗ୍-ବି ବା ଅମିତାଭ ବଚନଙ୍କ ଜନ୍ମଦିନ। ଆଜି ଅମିତାଭ ୭୯ ବର୍ଷ ବୟସରେ ପଦାର୍ପଣ କରିଛନ୍ତି। ଏହି ଉପଲକ୍ଷେ ତାଙ୍କୁ ବହୁ ବ୍ୟକ୍ତି ଅଭିନନ୍ଦନ ଜଣାଇବାରେ ଲାଗିଛନ୍ତି। ସେହିପରି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ମଧ୍ୟ […]
ନୂଆଦିଲ୍ଲୀ: ଉତ୍ତରାଖଣ୍ଡର ବିଧାନସଭା ନିର୍ବାଚନ ପୂର୍ବରୁ ବିଜେପିକୁ ବଡ଼ ଝଟକା ଲାଗିଛି। କ୍ୟାବିନେଟ ମନ୍ତ୍ରୀ ଯଶପାଲ ଆର୍ଯ୍ୟ ଏବଂ ତାଙ୍କ ପୁଅ ସଞ୍ଜୀବ ଆର୍ଯ୍ୟ ଆଜି କଂଗ୍ରେସରେ ଯୋଗ ଦେଇଛନ୍ତି। ଉଲ୍ଲେଖ ଯୋଗ୍ୟ ଯେ, ଯଶପାଲ ଏବଂ ତାଙ୍କ ପୁଅ ସଞ୍ଜୀବ […]