ଆଜିର ଖବର

ଭୁବନେଶ୍ୱର: ଓଡ଼ିଶାର ବିଶିଷ୍ଟ ସାମ୍ବାଦିକ ଅଜିତ କୁମାର ମହାନ୍ତିଙ୍କ ଆଜି ପରଲୋକ ହୋଇଯାଇଛି। କର୍କଟ ରୋଗରେ ପୀଡିତ ହୋଇ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ସେ ସମସ୍ତଙ୍କୁ ଛାଡ଼ି…

ନୂଆଦିଲ୍ଲୀ: ସିବିଆଇ ଆଜି ଅବକାରୀ ନୀତି ମାମଲାରେ ଦିଲ୍ଲୀର ଉପ ମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କୁ ଗିରଫ କରିଛି। ସିସୋଦିଆଙ୍କୁ ପ୍ରାୟ ୮ ଘଣ୍ଟା ଜେରା କରିବା ପରେ…

ପାରାଦୀପ/ଭୁବନେଶ୍ୱର: ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ ପତ୍ର ସୂଚନା କାର୍ଯ୍ୟାଳୟ (ପିଆଇବି), ଭୁବନେଶ୍ୱର ପକ୍ଷରୁ ବନ୍ଦର ନଗରୀ ପାରାଦୀପ ଠାରେ ଆଞ୍ଚଳିକ ଗଣମାଧ୍ୟମ…

ନୂଆଦିଲ୍ଲୀ: ଗୁଜୁରାଟର ସୁରଟରୁ ଦିଲ୍ଲୀକୁ ଆସୁଥିବା ଇଣ୍ଡିଗୋ ବିମାନ ସହିତ ପକ୍ଷୀ ଧକ୍କା ହୋଇଥିବା ଜଣାପଡିଛି। ଏହା ପରେ ବିମାନଟି ଅହମ୍ମଦାବାଦକୁ ସ୍ଥାନାନ୍ତରିତ କରାଯାଇଛି। ଡିଜିସିଏ ଏହି…

ଭୁବନେଶ୍ବର: ବିଦାୟୀ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କୁ ନୂଆ ନିଯୁକ୍ତି ମିଳିଛି। ସେ ବର୍ତ୍ତମାନ ଓଡିଶାର ଇଲେକ୍ଟ୍ରିସିଟି ରେଗୁଲେଟରୀ ଅଥରିଟିର ଅଧ୍ୟକ୍ଷ ହେବେ। ଏ ନେଇ…

ନୂଆଦିଲ୍ଲୀ: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଉଥିବା ବର୍ଡର-ଗାଭାସ୍କର ଟ୍ରଫିର ତୃତୀୟ ମ୍ୟାଚ୍ ଇନ୍ଦୋରର ହୋଲକର ଷ୍ଟାଡିୟମରେ ଖେଳାଯିବ। ଏହି ସମୟରେ ନିଜର ଖରାପ ଫର୍ମ ପାଇଁ…

ଭୁବନେଶ୍ୱର: ‘ମନ୍ କି ବାତ’ର ୯୮ତମ ସଂସ୍କରଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା କେନ୍ଦ୍ରାପଡା ଜିଲ୍ଲା ଖଇରାବାଦ ଅଞ୍ଚଳର କମଳା ମହାରଣାଙ୍କ ‘ଆବର୍ଜନାରୁ ସମ୍ପଦ’ର ସଫଳ ପ୍ରୟାସ…

ସୀତାରାମ ଅଗ୍ରୱାଲ ଟାଙ୍ଗୀ: ଖୋର୍ଦ୍ଧା ଜିଲ୍ଲା ୧୬ ନଂ ଜାତୀୟ ରାଜପଥରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଯାଇଛି। ଯେଉଁଥିରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ଜାତୀୟ…

ଭୁବନେଶ୍ୱର: ଜଳବାୟୁ ପରିବର୍ତ୍ତନ ଫଳରେ ମଣିଷ ସମାଜ ଉପରେ ଏହାର ଅନେକ ପ୍ରଭାବ ପଡ଼ିବାକୁ ଆରମ୍ଭ ହୋଇଛି ବୋଲି ବିଶେଷଜ୍ଞମାନେ ଚେତାବନୀ ଦେବା ସହ ତୁରନ୍ତ ଏହାକୁ ରୋକିବା…

ନୂଆଦିଲ୍ଲୀ: ହିନ୍ଦି ଚଳଚିତ୍ର RRR ର Naatu Naatu ଗୀତର କ୍ରେଜ କେତେ ତାହା ଗୋଟିଏ ପରେ ଗୋଟିଏ ପ୍ରମାଣ ମିଳିବାରେ ଲାଗିଛି। ସେହିପରି ଏକ ପ୍ରମାଣ…

ନୂଆଦିଲ୍ଲୀ: ପ୍ରାୟତଃ ଏପରି ଅନେକ ନୋଟ୍ ମିଳେ, ଯାହା ଉପରେ କିଛି ନା କିଛି ଲେଖାଯାଇଥାଏ। ଏପରି ପରିସ୍ଥିତିରେ, ପ୍ରଶ୍ନ ମନକୁ ଆସେ ଯେ ଯେଉଁ ନୋଟ…

ନୂଆଦିଲ୍ଲୀ: ଅବକାରୀ ନୀତି ମାମଲାରେ ଜେରା ପାଇଁ ସିବିଆଇ କାର୍ଯ୍ୟାଳୟରେ ଦିଲ୍ଲୀର ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ପହଞ୍ଚିଛନ୍ତି। କିନ୍ତୁ ଏହାର କିଛି ସମୟ ପରେ AAP ସାଂସଦ…

ଭୁବନେଶ୍ବର: ଚିଟ ଫଣ୍ଡ କଂପାନୀର ଯାହା ଜମି ଜବତ ହୋଇଛି ତୁରନ୍ତ ତାହାକୁ ବିକ୍ରି କରି ଜମାକାରୀଙ୍କ ଟଙ୍କା ଫେରାଅ। ଏହିପରି ଏକ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ।…

ଶ୍ରୀନଗର: ସ୍ଥାନୀୟ ବଜାରକୁ ଯାଉଥିବାବେଳେ ପୁଲୱାମାର କାଶ୍ମୀରୀ ପଣ୍ଡିତ ସଞ୍ଜୟ ଶର୍ମାଙ୍କ ଉପରକୁ ଆତଙ୍କବାଦୀମାନେ ଗୁଳି ଚଳାଇଥିଲେ। ତାଙ୍କୁ ଡାକ୍ତରଖାନା ନିଆଯାଇଥିଲା, କିନ୍ତୁ ସେଠାରେ ତାଙ୍କର ମୃତ୍ୟୁ…

ନୂଆଦିଲ୍ଲୀ: ଦିଲ୍ଲୀର ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କ ସମସ୍ୟା ବଢିବାରେ ଲାଗିଛି। ଅବକାରୀ ନୀତି ମାମଲାରେ ତାଙ୍କୁ ଜେରା ପାଇଁ ସିବିଆଇ ଡାକିଛି। ସିସୋଦିଆ କହିଛନ୍ତି ଯେ, ସେ…

ଚାନ୍ଦପୁର: ୧୬ ନଂ ଜାତୀୟ ରାଜପଥ ଟାଙ୍ଗୀ-ଚାନ୍ଦପୁର ବାଇପାସ୍ ଗୌରଚନ୍ଦ୍ରପୁର ଛକ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟି ଯାଇଛି। ଏହି ଦୁର୍ଘଟଣାରେ ଜଣେ ମୃତ ଓ…

ଭୁବନେଶ୍ବର: ଭାରତର ଅଧିକାଂଶ ସ୍ଥାନରେ ହୋଲି ଉତ୍ସବ ବା ରଙ୍ଗ ଉତ୍ସବକୁ ଅତ୍ୟନ୍ତ ଧୁମଧାମରେ ପାଳନ କରାଯାଏ। ବିଶେଷକରି ରଙ୍ଗ ଭାଙ୍ଗ ଏବଂ ସାଙ୍ଗର ସମ୍ମିଶ୍ରଣ ଘଟେ ଏହି…

ବାସ୍ତୁ ଶାସ୍ତ୍ର: ଆଜିର ବସ୍ତୁବାଦୀ ଯୁଗରେ, ପ୍ରତ୍ୟେକ ବ୍ୟକ୍ତି ଆର୍ଥିକ ସଫଳତା ପାଇବା ପାଇଁ ଦିନରାତି ପରିଶ୍ରମ କରନ୍ତି। ଏହା ସହିତ ଚାକିରି କରିଥିବା ଲୋକଙ୍କ ଆର୍ଥିକ ଆହ୍ଵାନକୁ…