ଆଜିର ଖବର

ଭୁବନେଶ୍ୱର : ଭାରତର ଜି୨୦ ଅଧ୍ୟକ୍ଷତା ଅଧୀନରେ ଦେଶର ବିଭିନ୍ନ ସ୍ଥାନରେ ବୈଠକମାନଙ୍କ ଆୟୋଜନ କରାଯାଉଛି। ଚଳିତ ମାସ ୨୭ରୁ ୨୯ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର ଠାରେ…

ନୂଆଦିଲ୍ଲୀ: ହିନ୍ଦୁ ଧର୍ମରେ ନଡ଼ିଆ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ନଡ଼ିଆ ଦେବତାମାନଙ୍କୁ ନୈବେଦ୍ୟ ରୂପେ ଅର୍ପଣ କରାଯାଇଥାଏ। ନଡ଼ିଆ ଭିତରେ ପାଣି ଅଛି, ଯାହା ଅତ୍ୟନ୍ତ ପବିତ୍ର ବୋଲି…

ମେଷ- ଆଜି ଆପଣଙ୍କର ସ୍ଥାନାନ୍ତରଣ ଯୋଗ ଅଛି। ବ୍ୟବହାରିକ କାର୍ଯ୍ୟଗୁଡିକ ପରିଚାଳନା କରିବା ଶୁଭ ଅଟେ। ଘରର ପରିବେଶ ସୁଖଦ ଏବଂ ଶାନ୍ତିପୂର୍ଣ୍ଣ ରହିବ। କଳାକାରମାନଙ୍କ ପାଇଁ…

ଭୁବନେଶ୍ବର: ସୂଚନା ଓ ଲୋକସଂପର୍କ ବିଭାଗ, ରାଜ୍ୟସ୍ତରୀୟ ଶହୀଦ ରଘୁ-ଦିବାକର ସ୍ମୃତି କମିଟି ଏବଂ ରଣପୁର ସାଂସ୍କୃତିକ ପରିଷଦ, ଭୁବନେଶ୍ୱରର ମିଳିତ ଆନୁକୂଲ୍ୟରେ ସ୍ଥାନୀୟ ଜୟଦେବ ଭବନଠାରେ…

ଭୁବନେଶ୍ବର: ଅଶ୍ୱିନୀ ତ୍ରିପାଠୀ ନିର୍ଦ୍ଦେଶିତ ଏବଂ ଜ୍ୟୋତିରଞ୍ଜନ ମହାନ୍ତି ପ୍ରଯୋଜିତ ଓଡିଆ ଚଳଚ୍ଚିତ୍ର ‘ଡେଲିଭରୀ ବୟ’ ଉପରୁ ରାଜ୍ୟ ସରକାର ପ୍ରମୋଦ କର ଛାଡ କରିଛନ୍ତି ।…

Naveen In Japan: ଆଜି ଜାପାନ ରାଜଧାନୀ ଟୋକିଓରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି ନିପ୍ପନ ଷ୍ଟିଲ କଂପାନୀର ସଭାପତି। ସେ ହେଉଛନ୍ତି ଏଇଜି ହାସିମୋତୋ।…

କରୋନା ଫେରିଲା: ପୁଣି ଥରେ କରୋନା ତାହାର କାୟା ବିସ୍ତାର କରିବାରେ ଲାଗିଛି। ଫଳରେ ଆକ୍ରାନ୍ତଙ୍କ ସଂଖ୍ୟ ବଢିବାରେ ଲାଗିଛି। ଏହିପରି ପରିସ୍ଥିତିରେ ଗୋଟିଏ ରାଜ୍ୟରେ ଉଭୟ…

ଭୁବନେଶ୍ବର: ଗତକାଲି ଭୁବନେଶ୍ବରର ଚନ୍ଦ୍ରଶେଖରପୁରର ମୈତ୍ରୀ ବିହାରରେ ଏକ ଚାଞ୍ଚଲ୍ୟ ଖେଳିଯାଇଛି। ସେହି ଅଞ୍ଚଳରେ ଥିବା ସିଅନ ଶ୍ରମିକ ବସ୍ତି ନିକଟରେ ପାଞ୍ଚୋଟି କୁକୁର ମରି ପଡିଥିବାର…

ଭୁବନେଶ୍ବର: ଆଜି ବିଜୁ ଜନତା ଦଳ ଝାରସୁଗୁଡା ଉପନିର୍ବାଚନ ପାଇଁ ତିନି ଜଣ ନୂଆ ପର୍ଯ୍ୟବେକ୍ଷକଙ୍କୁ ନିଯୁକ୍ତି କରିଛି। ସେମାନେ ହେଲେ ପ୍ରସନ୍ନ ଆଚାର୍ଯ୍ୟ, ଦେବୀ ପ୍ରସାଦ…

ଭୁବନେଶ୍ବର: ପୁରୁଣା ଭୁବନେଶ୍ୱର ସ୍ଥିତ କପିଳେଶ୍ବର ମନ୍ଦିର ସମସ୍ତଙ୍କର ଆସ୍ଥାର କେନ୍ଦ୍ର ଦେବଦେବ ମହାଦେବଙ୍କ ପୁରାତନ ଏବଂ ପ୍ରସିଦ୍ଧ ଶୈବପୀଠ। ଯାହା ଭାରତୀୟ ପ୍ରତ୍ନତତ୍ତ୍ୱ ବିଭାଗ  ଦ୍ୱାରା…

ଖୋର୍ଦ୍ଧା: ଖୋର୍ଦ୍ଧା ଟାଉନ ଥାନା ଅନ୍ତର୍ଗତ ନୂଆ ବାଟମଙ୍ଗଳା ରୋଡ଼ରୁ ଜଣେ ନିଶା ବେପାରିଙ୍କୁ ଗତକାଲି ଗିରଫ କରିଛି ଜିଲ୍ଲା ଅବକାରୀ ବିଭାଗ। ଗିରଫ ଅଭିଯୁକ୍ତ ଜଣକ…

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ତାଙ୍କ ପ୍ରତିନିଧି ଦଳ ଜାପାନରେ ପହଞ୍ଚିଛନ୍ତି। ସେଠାରେ ତାଙ୍କୁ ଭାରତ ରାଷ୍ଟ୍ରଦୂତଙ୍କ ପକ୍ଷରୁ ସ୍ବାଗତ କରାଯାଇଥିଲା। ଜାପାନରେ ଅବସ୍ଥାପିତ…

ଭୁବନେଶ୍ବର: ଜୀ-ସାର୍ଥକ ବ୍ୟାନରରେ ଆସୁଛି ‘ପାରିକରିବେ ଭୋଳାଶଙ୍କର ୨’ ।‘ପାରିକରିବେ ଭୋଳାଶଙ୍କର’ ର ଅପୂର୍ବ ସଫଳତା ପରେ ଭିନ୍ନ ଏକ କାହାଣୀକୁ ନେଇ ନିର୍ମାଣ ହୋଇଛି ଏହି…

ନାଗପୁର: ମୁଣ୍ଡବିନ୍ଧାକୁ କେବେ ବି ଅଣଦେଖା କରିବା ଅନୁଚିତ। କାରାଣ ହୁଏତ ଏହା କିଛି ବଡ ରୋଗର କାରଣ ହୋଇପାରେ। ତେଣୁ ଏହି ରୋଗର ଲକ୍ଷଣ ଭଲ…

ଭୁବନେଶ୍ୱର: ପ୍ରଦେଶ କଂଗ୍ରେସ ସଭାପତି ଶ୍ରୀ ଶରତ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏବଂ ପ୍ରସାଦ ହରିଚନ୍ଦନଙ୍କ ଆବାହକତ୍ୱରେ ଅଣବିଜେପି ଦଳମାନଙ୍କର ଭୁବନେଶ୍ୱରରେ ଏକ ବୈଠକ ବସିଥିଲା । ଏହି…

ନୂଆଦିଲ୍ଲୀ: ଜୀବନର ପ୍ରତ୍ୟେକ ବ୍ୟକ୍ତିର ଏପରି ଏକ ପରିବର୍ତ୍ତନ ହେବା ଆବଶ୍ୟକ ଯେତେବେଳେ ତାଙ୍କୁ ତାଙ୍କ ଲକ୍ଷ୍ୟରେ ପହଞ୍ଚିବା ପାଇଁ କଷ୍ଟଦାୟକ ରାସ୍ତା ଦେଇ ଯିବାକୁ ପଡିବ।…

ନୂଆଦିଲ୍ଲୀ: ଲାଲ କିତାବରେ ବୃହସ୍ପତି ଗ୍ରହକୁ ଏକ ଶୁଭ ଗ୍ରହ ଭାବରେ ବିଶ୍ଵାସ କରାଯାଏ। ଅଶ୍ଵତଥ ଗଛ, ହଳଦିଆ ରଙ୍ଗ, ସୁନା, ହଳଦୀ, ଚଣା ଡାଲି, ହଳଦିଆ…

ମେଷ- ଆପଣ ଅନେକ ଉତ୍ସରୁ ଆର୍ଥିକ ଭାବରେ ଉପକୃତ ହେବେ। କେତେକଙ୍କ ପାଇଁ ପରିବାରରେ ନୂତନ ବ୍ୟକ୍ତିଙ୍କ ଆଗମନ ଉତ୍ସବ ଏବଂ ଆନନ୍ଦର ମୁହୂର୍ତ୍ତ ଆଣିଦେବ। ଆପଣଙ୍କ…

ଭୁବନେଶ୍ୱର: ଆଗାମୀ ଅପ୍ରେଲ ୧୩ ରୁ ୧୫ ତାରିଖ ପର୍ଯ୍ୟନ୍ତ ତିନି ଦିନ ଧରି ଭୁବନେଶ୍ୱରରେ ଅନୁଷ୍ଠିତ ହେବାକୁ ଥିବା ୭୫ତମ ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ…