ଆଜିର ଖବର

ଭୁବନେଶ୍ବର: ଆଜି ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜଗତ୍ ପ୍ରକାଶ ନଡ୍ଡା। ଆଜି ସେ ଅପରାହ୍ନ ୪ଟାରେ ଝାରସୁଗୁଡା ବିମାନ ବନ୍ଦରରେ ପହଂଚିବା…

ନୂଆଦିଲ୍ଲୀ: ଗୋଟିଏ ସ୍ଥାନରେ ଏକସଙ୍ଗେ ସର୍ବାଧିକ ଲୋକ  ଯୋଗ କରି ଗିନିଜ୍ ୱାର୍ଲ୍ଡ ରେକର୍ଡରେ ସ୍ଥାନିତ ହୋଇଥିବାରୁ ସୁରଟକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜଣାଇଛନ୍ତି। ଗୁଜରାଟ ଗୃହମନ୍ତ୍ରୀ…

ଭୁବନେଶ୍ବର: ଆଜି ବିଜୁ ଜନତା ଦଳ ତାହାର ନୂଆ କର୍ମକର୍ତ୍ତାଙ୍କ ନାମ ଘୋଷଣା କରିଛି। ଏହା ଦଳର ସଭାପତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଏହି…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୨୧ ଜୁନ୍‌ ୨୦୨୩ରେ ହ୍ୱାଇଟ୍‌ ହାଉସ୍‌ରେ ଆୟୋଜିତ ଏକ ବ୍ୟକ୍ତିଗତ ସମାରୋହରେ ଆମେରିକା ରାଷ୍ଟ୍ରପତି ମହାମହିମ ମିଃ ଜୋ ବାଇଡେନ୍‌ ଏବଂ…

ସ୍ୱାସ୍ଥ୍ୟ ଟିପ୍ସ: ଆଜିକାଲି ହୃଦଘାତ ଏକ ସାଧାରଣ ସମସ୍ୟା ପାଲଟିଛି। ବର୍ତ୍ତମାନ କେବଳ ହୃଦଘାତ ରୋଗୀ କିମ୍ବା ବୃଦ୍ଧ ବ୍ୟକ୍ତି ହୃଦଘାତରେ ଆକ୍ରାନ୍ତ ହୁଅନ୍ତି, ବରଂ ଯୁବକମାନେ ମଧ୍ୟ…

ଚାଣକ୍ୟ ନୀତି: ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ଚାଣକ୍ୟ ନୀତିରେ ସାଧାରଣ ମଣିଷ ତା ଜୀବନ କାଳ ମଧ୍ୟରେ କଣ କର୍ତ୍ତବ୍ୟ କରିବା ଉଚିତ ତାହା ଉଲ୍ଲେଖ କରିଛନ୍ତି। ତାଙ୍କ…

ନୂଆଦିଲ୍ଲୀ: ବିଶେଷଜ୍ଞମାନେ କହିଛନ୍ତି ଯେ, ଭୂକମ୍ପ ଏକ ଅକସ୍ମାତ ଘଟଣା। ଏହା କେବେ ଏବଂ କେଉଁଠାରେ ଆସିବ ତାହା ପୂର୍ବାନୁମାନ କରାଯାଇପାରିବ ନାହିଁ। ଏଭଳି ପରିସ୍ଥିତିରେ ଭୂକମ୍ପ…

ଭୁବନେଶ୍ୱର: ବାଲେଶ୍ୱର ଜିଲ୍ଲାର ବାହାନଗାଠାରେ ଘଟିଥିବା ମର୍ମନ୍ତୁଦ ରେଳ ଦୁର୍ଘଟଣା ସାରା ରାଷ୍ଟ୍ରକୁ ସ୍ତବ୍ଧ କରିଦେଇଥିବାବେଳେ ମୃତକ, ଆହତ ଏବଂ ସେମାନଙ୍କ ପରିବାର ସଦସ୍ୟଙ୍କ ନିମନ୍ତେ ଜରୁରୀକାଳୀନ…

ନୂଆଦିଲ୍ଲୀ: ଭାରତର ଜି-୨୦ ସମ୍ମିଳନୀ ପରିପ୍ରେକ୍ଷୀରେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବୁଧବାର ପୁନେ ଠାରେ ଅନୁଷ୍ଠିତ ‘ଚତୁର୍ଥ ଜି-୨୦…

ମେଷ: – ସୃଜନଶୀଳ କାର୍ଯ୍ୟ ସଫଳ ହେବ । ଆପଣ ଯେ କୌଣସି ଉତ୍ସବରେ ଅଂଶଗ୍ରହଣ କରିବାର ସୁଯୋଗ ପାଇବେ । ସୁଖ ଏବଂ ମନୋରଞ୍ଜନ ଉପଲବ୍ଧ ହେବ ।…

ରଣପୁର: ଓଡିଶାର ଦ୍ୱିତୀୟ ଶ୍ରୀ କ୍ଷେତ୍ର ଭାବେ ପରିଚିତ ରଣପୁର ରଥ ଯାତ୍ରାରେ ଗତକାଲି ବଳଭଦ୍ରଙ୍କ ତାଳଧ୍ୱଜ ଓ ସୁଭଦ୍ରାଙ୍କ ଦେବଦୋଳନ ଗୁଣ୍ଡିଚା ମନ୍ଦିର ନିକଟରେ ପହଚିଂଥିବା…

ଭୁବନେଶ୍ୱର: ଆରୋଗ୍ୟ ପ୍ରକ୍ରିୟାକୁ ଶୀଘ୍ର ଏବଂ ଉନ୍ନତ କରିବା ନିମନ୍ତେ ଆଧୁନିକ ଚିକିତ୍ସା ବ୍ୟବସ୍ଥାରେ ଯୋଗକୁ ସାମିଲ କରିବା ସମୟର ବଡ଼ ଆହ୍ବାନ। ନିଜକୁ ଶାନ୍ତ ରଖିବା…

ନ୍ୟୁୟର୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଆମେରିକାର ନ୍ୟୁୟର୍କ ଠାରେ ସ୍ୱାସ୍ଥ୍ୟ କ୍ଷେତ୍ରର ଅଗ୍ରଣୀ ଆମେରିକୀୟ ବିଶେଷଜ୍ଞ ଗୋଷ୍ଠିଙ୍କୁ ଭେଟିଛନ୍ତି। ଗୁଣାତ୍ମକ ସ୍ୱାସ୍ଥ୍ୟସେବା ପାଇଁ ଡିଜିଟାଲ୍ ଟେକ୍ନୋଲୋଜିର…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ ବାର୍ତ୍ତା ଜରିଆରେ ଗୋଆରେ ଅନୁଷ୍ଠିତ ହେଉଥିବା ଜି-୨୦ ପର୍ଯ୍ୟଟନ ମନ୍ତ୍ରୀମାନଙ୍କ ବୈଠକକୁ ସମ୍ବୋଧିତ କରିଛନ୍ତି। ସମାରୋହକୁ ସମ୍ବୋଧିତ କରି…

ନ୍ୟୁୟର୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଆମେରିକାର ନ୍ୟୁୟର୍କରେ ଆମେରିକାର ଅନେକ ଅଗ୍ରଣୀ ଥିଙ୍କ ଟ୍ୟାଙ୍କର ବିଶେଷଜ୍ଞଙ୍କୁ ଭେଟିଥିଲେ। ପ୍ରଧାନମନ୍ତ୍ରୀ ଏବଂ ବିଶେଷଜ୍ଞମାନେ ବିଭିନ୍ନ ବିକାଶମୂଳକ ଏବଂ…

ନୂଆଦିଲି: ସମସ୍ତ କ୍ରିକେଟ୍ ପ୍ରେମୀ ଏହି ବର୍ଷ ଶେଷରେ ଭାରତରେ ଆୟୋଜିତ ହେବାକୁ ଥିବା ୨୦୨୩ ଦିନିକିଆ ବିଶ୍ୱକପ୍ ର କାର୍ଯ୍ୟସୂଚୀକୁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି।…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଆମେରିକାର ନ୍ୟୁୟର୍କରେ ଭାରତୀୟ-ଆମେରିକୀୟ ଗାୟିକା, ସଙ୍ଗୀତ ଲେଖିକା ତଥା ଗ୍ରାମୀ ପୁରସ୍କାର ବିଜେତା ଫାଲଗୁନି ଶାହାଙ୍କୁ ଭେଟିଛନ୍ତି। ସ୍ୱାସ୍ଥ୍ୟ ତଥା…

ଭୁବନେଶ୍ୱର: ଆସନ୍ତାକାଲି ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜଗତ୍ ପ୍ରକାଶ ନଡ୍ଡା। ୨୨ତାରିଖ ଅପରାହ୍ନ ୪ଟାରେ ଶ୍ରୀ ନଡ୍ଡା ଝାରସୁଗୁଡା ବିମାନ ବନ୍ଦରରେ…

କନ୍ଦର୍ପ ବେହେରା ରେଢାଖୋଲ: ରେଢାଖୋଲ ବନଖଣ୍ଡରେ ଦିନକୁ ଦିନ ହାତୀମାନଙ୍କର ତାଣ୍ଡବରେ ଜନସାଧାରଣ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବନବିଭାଗ ହାତୀ ଘଉଡାଇବାରେ ତୁରନ୍ତ ବିହୀତ…

ନୂଆଦିଲ୍ଲୀ: ପ୍ରଭାସ ଏବଂ କ୍ରିତି ସାନନଙ୍କ ଅଭିନୀତ ଚଳଚ୍ଚିତ୍ର ‘ଆଦିପୁରୁଷ’କୁ ନେଇ ଉତ୍ତେଜନା ଦେଖାଦେଇଛି। ଏହାର ଖରାପ ସଂଳାପ ଏବଂ ଖରାପ VFX ପାଇଁ ଫିଲ୍ମକୁ ବହୁତ…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଆମେରିକାର ନ୍ୟୁୟର୍କରେ ଆମେରିକୀୟ ବୌଦ୍ଧ ବିଦ୍ୱାନ, ଲେଖକ ତଥା ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ ପ୍ରଫେସର ରର୍ବଟ ଥର୍ମନଙ୍କୁ ସାକ୍ଷାତ କରିଛନ୍ତି। ବୌଦ୍ଧିକ…